ପୁଇଁନ୍ତଲା ବ୍ଲକର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ୩ ଦଫା ଦାବୀପତ୍ର ପ୍ରଦାନ
ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ (ନୂତନ ପେନସନ ଯୋଜନା ଭୁକ୍ତ) ଭୁବନେଶ୍ୱର ଡାକରାରେ ପୁଇଁନ୍ତଲା ବ୍ଲକ ତରଫରୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ୩ ଦଫା ଦାବୀପତ୍ର ପୁଇଁନ୍ତଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁର୍ବାଦଳ ମିଶ୍ରଙ୍କୁ ପ୍ରଦାନ କରାଯାଇଛି ।!-->…
Read More...
Read More...