ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଠାରେ ବାଇକକୁ ଧକ୍କା ଦେଲା ଟ୍ରକ : ୧ ଗୁରୁତର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଠାରେ ଜଣେ ଯୁବକ ନିଜ ବାଇକରେ ମେଡିକାଲ କାମରେ ଯିବା ବେଳେ ପଛପଟୁ ଏକ ଟ୍ରକ ଧକ୍କା ଦେବା ଫଳରେ ଯୁବକ ଜଣକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ!-->…
Read More...
Read More...