ମିଶନ ଶକ୍ତିର ଗୃହ ନିର୍ମାଣ ସକାଶେ କାଉନସିଲରଙ୍କ ଦ୍ୱାରା ଭିତ୍ତି ପ୍ରସ୍ତର ସ୍ଥାପନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୧୦ ନଂ ୱାର୍ଡରେ ମିଶନ ଶକ୍ତି ଗୃହ ନିର୍ମାଣ ସକାଶେ ବୁଧବାର ସ୍ଥାନୀୟ ହାଟପଦା ପରିସରରେ ସ୍ଥାନୀୟ କାଉନସିଲର ଦେବାଶିଷ ମିଶ୍ରଙ୍କ ଦ୍ୱାରା ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ଏହି ଗୃହ ନିର୍ମାଣ!-->…
Read More...
Read More...