କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ବନ୍ତଳା : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବଡ଼କେରା ପଞ୍ଚାୟତରେ ଥିବା ମାତେଳିଆ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ଦଳବେହେରା ସାହିର ରୋହିତ ବେହେରା (୪୦ ବର୍ଷ) ବୋଲି ଜଣାପଡ଼ିଛି । ସୂଚନାନୁଯାୟୀ, ଦଳବେହେରା ସାହିର ରୋହିତ ବେହେରା ବୁଧବାର ରାତିରେ!-->…
Read More...
Read More...