Yearly Archives

2022

ବାଲିର ଜି-୨୦ ଶିଖର ସମ୍ମିଳନୀରେ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ, (ପିଆଇବି) : ବାଲିଠାରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ ଆର ବାଇଡେନଙ୍କୁ ସାକ୍ଷାତ କରିଛନ୍ତି । ସେମାନେ ଭାରତ-ଯୁକ୍ତରାଷ୍ଟ୍ର ରଣନୈତିକ ଭାଗିଦାରୀ ତଥା ନୂତନ ପ୍ରଯୁକ୍ତିବିଦ୍ୟା,
Read More...

ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ ଆନ୍ଦୋଳନ କର୍ମୀ ଚନ୍ଦ୍ରା ମାଝୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ ଆନ୍ଦୋଳନ କର୍ମୀ ଚନ୍ଦ୍ରା ମାଝୀଙ୍କ ୭୫ ବର୍ଷ ବୟସରେ ଆଜି ସକାଳେ ପରଲୋକ ହୋଇଯାଇଛି । ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ପୁରେନା ଗ୍ରାମର ସ୍ୱର୍ଗତ ମାଝୀ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ
Read More...

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶୃତି ସତ୍ୱେ ବାର ବର୍ଷ ହେଲା ପଡିରହିଛି ଭିତ୍ତିପ୍ରସ୍ତର, ଇଟା ଖଣ୍ଡେ ବି ପଡ଼ିନି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିଶୃତି ସତ୍ୱେ ବାର ବର୍ଷ ହେଲା ପଡିରହିଥିବା ଭିତ୍ତି ପ୍ରସ୍ତର ପାଇଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏଥର ଉପନିର୍ବାଚନ ନିମନ୍ତେ ଲୋକଙ୍କୁ ପ୍ରଲୋଭିତ କରିବା ପାଇଁ ଶହ ଶହ ନେତାମନ୍ତ୍ରୀ ଗାଁ
Read More...

ଚଳିତ ଖରିଫ ଧାନ କ୍ରୟକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ଖରିଫ ଧାନ କ୍ରୟ ୨୦୨୨-୨୩କୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶେଷ ତତ୍ପରତା ପ୍ରକାଶ ପାଇଛି । ସୋସାଇଟିସ୍ତରୀୟ ଧାନ କ୍ରୟ କମିଟି ଗୁଡିକୁ କ୍ରିୟାଶୀଳ ତଥା ସୁବ୍ୟବସ୍ଥିତ କରିବା ପାଇଁ ପ୍ରତ୍ୟେକ
Read More...

ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଶ୍ରୀପୁରୁଷୋତ୍ତମ ପଞ୍ଚାୟତର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଳନ୍ଧର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...

ସତନାମୀନଗର ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସତନାମୀନଗର ଠାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ କୁମାର ଯୋଶୀ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବହାରଲାଲ ନେହେରୁଙ୍କ ଜନ୍ମ ଦିବସ ତଥା ଶିଶୁ ଦିବସ ମହାସାମାରୋହରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶଙ୍କ
Read More...

ବଙ୍ଗୋମୁଣ୍ଡାରେ ୧୪୭ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ଥିବା ଜିଲ୍ଲା କନ୍ଧ ସମାଜ ଯୁବ ସଂଗଠନ କାର୍ଯ୍ୟାଳୟ ଠାରେ ୧୪୭ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ତାଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି
Read More...

ରାଜ୍ୟସ୍ତରୀୟ ଥାଇ ବକ୍ସିଂ ଚାମ୍ପିୟନସିପ- ୨୦୨୨

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟସ୍ତରୀୟ ଥାଇ ବକ୍ସିଂ ଚାମ୍ପିୟନସିପ- ୨୦୨୨ ରାଉରକେଲା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି । ପୁରୀ ଜିଲ୍ଲାର ଡେଲାଙ୍ଗ ବ୍ଲକରୁ ରାଧା କାନ୍ତ ବିଦ୍ୟାପୀଠ ଡେଲାଙ୍ଗର ଶୋଭନ ସାତିକ୍ କାଂଶ୍ୟ, ସୁମନ୍ତ ମଲ୍ଲିକ ସ୍ଵର୍ଣ୍ଣ,
Read More...

ରାଜାରାଣୀ ସଂଗୀତ ଉତ୍ସବର ଦ୍ଵିତୀୟ ସନ୍ଧ୍ୟା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ଆୟୋଜିତ 'ରାଜାରାଣୀ ସଙ୍ଗୀତ ଉତ୍ସବ'ର ଦ୍ୱିତୀୟ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସନ୍ଧ୍ୟାରେ ବିଶିଷ୍ଟ ଅତିଥିମାନଙ୍କ ମଧ୍ୟରେ ଉପସ୍ଥିତ
Read More...