ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ସମୀକ୍ଷା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ୍
ଭୁବନେଶ୍ୱର, (କେପିଏନ୍ଏସ୍) : ଆଜି ଭୋରୁ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ମାଆଙ୍କୁ ଦର୍ଶନ କରିବା ସହ ମନ୍ଦିରର ବିକାଶ ନେଇ ଆଲୋଚନା କରିଛନ୍ତି । ପାରିପାର୍ଶ୍ବିକ ସ୍ଥଳ ବୁଲି ଦେଖିବା ସହ ହିଲ୍ଟପରେ ଥିବା ହନୁମାନ ମନ୍ଦିର!-->…
Read More...
Read More...