ମଣ୍ଡି ଖୋଲିବା ଦାବୀରେ ରାସ୍ତାରୋକ ଦ୍ୱିତୀୟ ଦିନରେ
ଗଛ ପକାଇ ରାସ୍ତା ଅବରୋଧ : ଗମନାଗମନ ଠପ୍
କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଧାନ ମଣ୍ଡି ଖୋଲାଯିବା ଦାବୀରେ ଗଜବାହଲ ଛକଠାରେ ଚାଲିଥିବା ରାସ୍ତା ରୋକ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି । ତେବେ ବର୍ତ୍ତମାନ!-->!-->!-->…
Read More...
Read More...