ଖୁବଶୀଘ୍ର ନିଯୁକ୍ତି ହେବେ ୭୫୪୦ ହାଇସ୍କୁଲ ଶିକ୍ଷକ : ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ…
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ଟି ହାଇସ୍କୁଲ ଶିକ୍ଷକଙ୍କ!-->…
Read More...
Read More...