Yearly Archives

2022

ଭାରସାମ୍ୟ ହରାଇ କାର ଦୁର୍ଘଟଣାଗ୍ରସ୍ତ : ଅଳ୍ପକେ ବର୍ତ୍ତିଲେ ୨ ଯୁବକ

ଟିଟିଲାଗଡ, (କେପିଏନ୍‌ଏସ୍‌) : ବାନ୍ଧୁପଲା ଚନ୍ଦ୍ରା ହୋଟେଲ ନିକଟରେ ଭାରସାମ୍ୟ ହରାଇ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ତେବେ ଏହି କାରରେ ବସିଥିବା ଦୁଇ ଜଣ ଯୁବକ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପହିଛି । ସୂଚନା ଅନୁସାରେ ସିଜି୦୮ଡବ୍ଲୁ୪୯୬୯ ନମ୍ବର ବିଶିଷ୍ଟ ଏକ କାର କୌଣସି
Read More...

ସପ୍ତାହେ ବନ୍ଦ ରହିବ ଶ୍ରୀଲିଙ୍ଗରାଜଙ୍କ ସିଂହଦ୍ୱାର

ଭୁବନେଶ୍ୱର : ଆଜିଠୁ ସପ୍ତାହେ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଲିଙ୍ଗରାଜ ମନ୍ଦିର ସିଂହଦ୍ୱାର । ଫନି ବାତ୍ୟାରେ ଭାଙ୍ଗି ଯାଇଥିବା ଦ୍ୱାର ମରାମତି ହେବ । ଏ ନେଇ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ମନ୍ଦିର କାର୍ଯ୍ୟାଳୟକୁ ଅବଗତ କରିବା ପରେ ମଙ୍ଗଳବାର କାର୍ଯ୍ୟନିର୍ବାହୀ ଅଧିକାରୀ ବିଜ୍ଞପ୍ତି ଜାରି
Read More...

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଡିୱାଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍‌ ଡିୱାଇ ଚନ୍ଦ୍ରଚୂଡ । ସର୍ବୋଚ୍ଚ ନ୍ୟାୟାଳୟର ୫୦ତମ ପ୍ରଧାନ ବିଚାରପତି ଭାବେ ବୁଧବାର ଶପଥ ନେଇଛନ୍ତି ଜଷ୍ଟିସ୍‌ ଚନ୍ଦ୍ରଚୂଡ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଜଷ୍ଟିସ୍‌ ଚନ୍ଦ୍ରଚୂଡଙ୍କୁ ଶପଥ ପାଠ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ବାପ ମୃତ, ମା ଓ ପୁଅ ଗୁରୁତର

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥ ଏମଭି ୧୨୬ଗ୍ରାମର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହୀ ଦୁର୍ଘଟଣାରେ ବାପାର ଜୀବନ ଯାଇଥିବା ବେଳେ ମା ଓ ପୁଅ ଗୁରୁତର ଆହତ ହୋଇଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
Read More...

ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି

ଭୁବନେଶ୍ୱର : ଓଡ଼ିଶାର ହସ୍‌ପିଟାଲିଟି ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟ ସ୍ତରର କୁକିଂ ପ୍ରତିଯୋଗିତା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍‌ ନ୍ୟୁଟ୍ରିସନ୍‌ ଭୁବନେଶ୍ୱର ଦ୍ୱାରା ଆୟୋଜିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାର
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଚାରି ଛକରେ ଅଟୋ ରିକ୍ସା ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ତେବେ ଅଟୋରେ ଥିବା ସମସ୍ତ ଯାତ୍ରୀ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା
Read More...

ଯମୁନାରେ ସାମୂହିକ କାର୍ତ୍ତିକ ପଞ୍ଚୁକ ବ୍ରତ ଉଦ୍‌ଯାପିତ

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ବ୍ଲକ କଦଳୀ ପଞ୍ଚାୟତ ଯମୁନା ଗ୍ରାମର ପ୍ରହରୀ ମଣ୍ଡପରେ ଗ୍ରାମବାସୀଙ୍କ ପକ୍ଷରୁ ଅନୁଷ୍ଠିତ ପାଞ୍ଚ ଦିନ ବ୍ୟାପି ସାମୂହିକ କାର୍ତ୍ତିକ ପଞ୍ଚୁକ ବ୍ରତ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ନେତ୍ରାନନ୍ଦ ମହାକୁର ଓ ତାଙ୍କ
Read More...

ଚଳନ୍ତା ଟ୍ରେନ୍‌ରେ ଚଢିବା ବେଳେ ଖସିପଡ଼ି ଯୁବକଙ୍କ ମୃତ୍ୟୁ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : କଣ୍ଟାବାଞ୍ଜି ରେଳ ଷ୍ଟେସନରେ ଚଳନ୍ତା ଟ୍ରେନ୍‌ରେ ଚଢୁଥିବା ବେଳେ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ସୂଚନାନୁଯାୟୀ,
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ
Read More...

ଆଜି ବନକଲାଗି : ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ଅପରାହ୍ନ ୫ଟାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଭକ୍ତମାନେ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି
Read More...