ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ : ସ୍ୱଚ୍ଛ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ
ବରଗଡ଼, (ନିରୋଜ କୁମାର ପାଣୀ) : ଗତକାଲି ନିର୍ବାଚନ କମିଶନଙ୍କ ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ ହଲ୍ରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ମୋନୀଷା ବାନାର୍ଜୀ ଆଜି ଏକ!-->…
Read More...
Read More...