କଳାହାଣ୍ଡି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ
କଳାହାଣ୍ଡି, (ପି.କେ. ସାହୁ) : ଭାବନୀପାଟଣା ବ୍ରଜମୋହନ ହାଇସ୍କୁଲ ପରିସରରେ କଳାହାଣ୍ଡି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି-୨୦୨୨' ତଥା କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଡିଇଓ ସୁଶାନ୍ତ ଚୋପଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ସମାରୋହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ!-->…
Read More...
Read More...