Yearly Archives

2022

ଗଞ୍ଜାମ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ

ଦୁର୍ନୀତି ନିବାରଣ କ୍ଷେତ୍ରରେ ଫାଇଭ-ଟି ଏବଂ ମୋ ସରକାର ଏକ ସଫଳ ରୂପାୟନ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସମ୍ମିଳନୀ ଗୃହରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ ସମ୍ମିଳନୀ ହଲରେ ଏକ୍ସଟ୍ରାମୁରାଲ୍ ଲେକ୍ଚର୍ ସିରିଜ୍ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଏବଂ CSIR-IMMT ଭୁବନେଶ୍ୱର MAITRI ( Mentoring Academic Interventions for Technological Research & Innovation)କାର୍ଯ୍ୟକ୍ରମର ଏକ ଅଂଶ ଭାବରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା । ଏହାର ସହଯୋଗର
Read More...

ପାଇକ ସଂଗ୍ରାମୀ ସେନାପତି ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ପାଇକ ସଂଗ୍ରାମୀ ସେନାପତି ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ପାଇକ ବିଦ୍ରୋହର ସେନାପତି ଜୟୀ ରାଜଗୁରୁଙ୍କ ଜୟନ୍ତୀ ଦିବସ ଅବସରରେ ରାଜଧାନୀ ଭୁବନେଶ୍ୱର ଏଜି ଛକସ୍ଥିତ
Read More...

ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି । ସୂଚନା ଅନୁସାରେ, ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ପଦ୍ମପୁର ଉପନିର୍ବାଚନ । ନଭେମ୍ବର ୧୦ ତାରିଖରେ ଏ ନେଇ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି
Read More...

୩୬ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ

ସାଂସ୍କୃତିକ କାର୍ଯ୍ୟକ୍ରମରେ ବିମୋହିତ ଦର୍ଶକ ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାର ପ୍ରସିଦ୍ଧ ୩୬ତମ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ମହୋତ୍ସବ ୫ ଦିନ ବ୍ୟାପୀ ଅନୁଷ୍ଠିତ ହେବ । କରୋନା ମହାମାରୀ ଯୋଗୁଁ ଗତ ୨ ବର୍ଷ ହେବ ଯାତ୍ରା ବନ୍ଦ
Read More...

ଘୋରଡିଆରେ କାର୍ତ୍ତିକେଶ୍ୱରଙ୍କ ଜନ୍ମ ବାର୍ଷିକ ପୂଜା ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ଗ୍ରାମର ଯୁବଗୋଷ୍ଠୀଙ୍କ ଦ୍ୱାରା ପ୍ରତିବର୍ଷ ଭଳି ଚଳିତ ବର୍ଷ ପ୍ରଭୁ କାର୍ତ୍ତିକେଶ୍ୱରଙ୍କ ଜନ୍ମ ବାର୍ଷିକ ଉତ୍ସବ ଘୋରଡିଆ(ସାଉରିଆ) ଗ୍ରାମର ମହାବୀରଙ୍କ ମନ୍ଦିର ପ୍ରାଙ୍ଗଣରେ ୧୦ମ ବାର୍ଷିକ
Read More...

ଛତ୍ରପୁରର ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଶ୍ରୀଜୀଉଙ୍କ ସୁନାବେଶ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରାୟ ଏକ ଶହବର୍ଷର ପୁରୁଣା, ପ୍ରସିଦ୍ଧତା ଲାଭ କରିଥିବା ଛତ୍ରପୁର ତାଡେପଲ୍ଲୀ ସାହିସ୍ଥ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁରୀ ଶ୍ରୀ ମନ୍ଦିର ନୀତିକାନ୍ତି ଭଳି ପୂଜାର୍ଚ୍ଚନା ଓ ବିଧିବଦ୍ଧ ଭାବେ ବହୁ ପରମ୍ପରା ଅଦ୍ୟାବଧି ପ୍ରଚଳିତ
Read More...

ଗାଇସିଲେଟରେ ଯୋଗ ଦେଲେ ନୂତନ ତହସିଲଦାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ତହସିଲରେ ନୂତନ ତହସିଲଦାର ଭାବେ ଯୋଗ ଦେଇଛନ୍ତି ସୁନିଲ କୁମାର ମେହେର । ଏହା ପୂର୍ବରୁ ଝାରବନ୍ଧ ବିଡ଼ିଓ ଭାବରେ କାର୍ଯ୍ୟ କରିଥିବା ଶ୍ରୀଯୁକ୍ତ ମେହେର ଗାଇସିଲେଟର ବିକାଶ ପ୍ରତି ଗୁରୁତ୍ଵ ଦିଆଯିବ ବୋଲି କହିଥିବା ବେଳେ
Read More...

ଦେଶୀ ମଦ ଜବତ : ୨ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅନ୍ତର୍ଗତ କନ୍ଦୁମୁଣ୍ଡା ଗ୍ରାମର ସହରାଟିକିରାରେ ଦେଶୀ ରନ୍ଧା ମଦ ଚାଲାଣ ହେଉଥିବା ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଥାନାଧିକାରୀ ବୀରବର ଭଗତଙ୍କ ନିର୍ଦ୍ଦେଶ କ୍ରମେ ଏଏସଆଇ ସୁରୁ ଧରୁଆ, ସବିତା ପାତ୍ର, କନେଷ୍ଟବଳ ଅରବିନ୍ଦ
Read More...

ବସ୍‌ ଓ ଏସ୍‌ୟୁଭି ମୁହାଁ ମୁହିଁ ଧକ୍କା : ୧୧ ମୃତ

ଭୋପାଳ : ମଧ୍ୟପ୍ରଦେଶର ବେଟୁଲ୍‌ ଜିଲ୍ଲାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ମୃତକମାନେ ଶ୍ରମିକ । ସେମାନେ ଏସ୍‌ୟୁଭିରେ ମହାରାଷ୍ଟ୍ରର ଅମରାବତୀରୁ ଫେରୁଥିବା ବେଳେ ଭୋର ସମୟରେ ବେଟୁଲ ଜିଲ୍ଲାର ଝାଲର ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ
Read More...