Yearly Archives

2022

୭ଟି ଗୋରୁ ବୋଝେଇ କଣ୍ଟେନର ଜବତ : ୫୦୦ରୁ ଅଧିକ ଗୋରୁ ଉଦ୍ଧାର, ଘଟଣାର ତଦନ୍ତ ଜାରି

ଜଳେଶ୍ୱର : ୭ଟି ଗୋରୁ ବୋଝେଇ କଣ୍ଟେନର ଜବତ ସହ ୫୦୦ରୁ ଅଧିକ ଗୋରୁ ଉଦ୍ଧାର ହୋଇଛି । ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଗୋରୁ ଚୋରା ଚାଲାଣ ବେଳେ ପୁଲିସ ୭ଟି କଣ୍ଟେନର ଜବତ କରିଛି । ଏହାସହ ସେଥିରୁ ୫୦୦ରୁ ଅଧିକ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ଖବର ଅନୁଯାୟୀ, ବାଲେଶ୍ଵର ଜିଲ୍ଲା ୬୦ନମ୍ବର
Read More...

ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଙ୍ଗ କମିଟିରେ ଗନ୍ଧମାର୍ଦ୍ଧନ ପର୍ବତର ବିଲୁପ୍ତପ୍ରାୟ ଔଷଧିୟ ଗୁଳ୍ମ, ବନ୍ୟପ୍ରାଣୀ,…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିଲ୍ଲୀଠାରେ ବିଜ୍ଞାନ ପ୍ରଯୁକ୍ତି, ଜଙ୍ଗଲ ପରିବେଶ, ଜଳବାୟୁ ପରିବର୍ତ୍ତନ ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଙ୍ଗ କମିଟିର ଅଧ୍ୟକ୍ଷ ଜୟରାମ ରମେଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟିର ସଦସ୍ୟ ସାଂସଦ ରାଜ୍ୟସଭା ନିରଞ୍ଜନ ବିଶି ଯୋଗଦେଇ ଜଙ୍ଗଲ ପରିବେଶ
Read More...

ସଡ଼କ ଦୁର୍ଘଟଣା : ୧ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଜଣାଗାଡ଼ି ଧକ୍କାରେ ସିଆରସି ଗୁରୁତର ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଘଟଣା ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ବୁଡ଼ାବାହାଲ ଠାରେ ଘଟିଛି । ସୂଚନା ଅନୁସାରେ ଦୁର୍ଘଟଣାସ୍ଥଳରେ ବନ୍ଧପଡ଼ା ଫାଣ୍ଡି ଓ ଦେଓଗାଁ ପୁଲିସ ପହଞ୍ଚି ସିଆରସିଙ୍କୁ ଗୁରୁତର
Read More...

ଆସନ୍ତା ୨୩ରୁ ମାଟ୍ରିକ୍‌ ସମ୍ମେଟିଭ୍‌ ପରୀକ୍ଷା

କଟକ : ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ସମ୍ମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା । ନଭେମ୍ବର ୨୩ରୁ ଆରମ୍ଭ ହୋଇ ୩୦ ତାରିଖ ଯାଏ ପରୀକ୍ଷା ଚାଲିବ । ଏ ନେଇ ବୋର୍ଡ କତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । ଛାତ୍ରୀଛାତ୍ର ବୋର୍ଡ ୱେବ୍‌ସାଇଟ୍‌ରେ ଆଡମିଟ୍‌ କାର୍ଡ
Read More...

ପଞ୍ଚୁକର ଦ୍ୱିତୀୟ ଦିବସ : ଆଜି ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ

ପୁରୀ : କାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ପଞ୍ଚୁକର ଦ୍ୱାଦଶୀ ତିଥିରେ ଆଜି ଭକ୍ତମାନେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି । ପଞ୍ଚୁକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ଥିବାରୁ
Read More...

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଭାରତୀୟ ଜନସଂଚାର ସଂସ୍ଥାନ (ଆଇଆଇଏମ୍‌ସି)ର ଉତ୍ତର-ପୂର୍ବାଞ୍ଚଳ…

ନୂଆଦିଲ୍ଲୀ, (ପିଆଇବି) : ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ମିଜୋରାମ ଗସ୍ତରେ ଯାଇ ଆଇଜଲଠାରେ ଭାରତୀୟ ଜନ ସଂଚାର ସଂସ୍ଥାନ (ଆଇଆଇଏମ୍‌ସି)ର ଉତ୍ତର ପୂର୍ବାଞ୍ଚଳ ଆଞ୍ଚଳିକ କେନ୍ଦ୍ରର ସ୍ଥାୟୀ କ୍ୟାମ୍ପସକୁ ଉଦ୍‌ଘାଟନ କରିଛନ୍ତି । ଏହି କେନ୍ଦ୍ରରୁ ସାମ୍ବାଦିକତା ଓ
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଯାଇଛି । ଏହି ବୈଠକରେ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପରିପ୍ରେକ୍ଷୀରେ ସଚେତନତା ସଭା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋନପୁର ସରକାରୀ ମହାବିଦ୍ୟାଳୟ ଓ ଜିଲ୍ଲା ଦୁର୍ନୀତି ବିଭାଗ ଆନୁକୂଲ୍ୟରେ ଦୁର୍ନୀତି ମୁକ୍ତ ସମାଜ ଗଠନ ତଥା ସ୍ୱଛତା ଓ ବ୍ୟବସ୍ଥିତ କରିବା ଉଦେଶ୍ୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ନିମିତ୍ତ
Read More...

କେନ୍ଦ୍ରୀୟ ସୁରକ୍ଷା ବଳ ଦ୍ୱାରା ଜନହିତକର କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମାଓ ଉପଦ୍ରବ ତୁମୁଡିବନ୍ଧ ଥାନା ସ୍ଥିତ କେନ୍ଦ୍ରୀୟ ସୁରକ୍ଷା ବଳ ଏ/୧୨୭ ବାଟାଲିୟନ ତରଫରୁ ଶୁକ୍ରବାର ଦିନ ଏକ ଜନ ସହାୟତା କାର୍ଯ୍ୟକ୍ରମ ତୁମୁଡିବନ୍ଧ ବସଷ୍ଟାଣ୍ଡ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ କୁରୁଲ ଗ୍ରାମ ପଂଚାୟତ ଠାରେ ଗ୍ରାମସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ କୁରୁଲ ଗ୍ରାମ ପଂଚାୟତ ଠାରେ ଦୁର୍ନୀତି ନିବାରଣ ବିଭାଗ,
Read More...