Yearly Archives

2022

ଝଲପଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ଶବ ରଖି ରାସ୍ତା ଅବରୋଧ କଲେ ଲୋକେ

ଟିଟିଲାଗଡ, (କେପିଏନ୍‌ଏସ୍‌) : ସିନ୍ଧେକେଲା ଥାନା ଝଲପ ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ବେଳେ ଏହି ଦୁର୍ଘଟଣାରେ ବାପା ଗୁରୁତର ଥିବା ବେଳେ ୩ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଥିଲା । ତେବେ ଶିଶୁପୁତ୍ରର ମୃତଦେହକୁ ଥାନା ସମ୍ମୁଖରେ ରଖି ସ୍ଥାନୀୟ ଲୋକେ ରାସ୍ତା ଅବରୋଧ
Read More...

ରମାଇ ଟକିଜ ନିକଟସ୍ଥ ଟିକମ ଚନ୍ଦ ଜେନେରାଲ ଷ୍ଟୋରରୁ ଚୋରି : ମିଳିଲା ସିସିଟିଭି ଫୁଟେଜ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସକାଳୁ ସ୍ଥାନୀୟ ରମାଇ ଟକିଜ ନିକଟସ୍ଥ ଟିକମ ଚନ୍ଦ ଜେନେରାଲ ଷ୍ଟୋରରୁ ଛାତ ଫାଡ଼ି ଚୋରି ହୋଇଥିବା ନେଇ ବଲାଙ୍ଗିର ଟାଉନ ଥାନାରେ ଦୋକାନ ମାଲିକ ଟିକମ ଚନ୍ଦ ଅଭିଯୋଗ କରିଥିଲେ । ପରେ ଖବର ପାଇ ବଲାଙ୍ଗିର ଟାଉନ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି
Read More...

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ଭାରତ-ପାକିସ୍ତାନ ଲାଇନ ଅଫ୍‌ କଣ୍ଟ୍ରୋଲ ନିକଟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସେନା ପଣ୍ଡ କରିଛି । ସେଠାରେ ଚାଲିଥିବା ଅପରେଶନରେ ତିନି ଜଣ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର
Read More...

ବିଜୁ ଜନତା ଦଳ ୧୯ ନଂ ଜୋନ୍‌ର ପଦଯାତ୍ରା ସହ ରକ୍ତଦାନ ଶିବିର ସମ୍ପନ୍ନ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ ଅଧିନସ୍ଥ ଆଟଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଉଡିଆପାଲି ଗ୍ରାମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ନେଇ ରାଜ୍ୟ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ନେତୃତ୍ୱରେ ପଦଯାତ୍ରା ସହ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ ସଚେତନତା ରାଲି ଓ ପଥପ୍ରାନ୍ତ ନାଟକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଏକ ସଚେତନତା
Read More...

ବଲାଙ୍ଗିର ଫୋଟୋ ଷ୍ଟୁଡିଓରୁ ଚୋରି କଲେ ଦୁର୍ବୃତ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ରମାଇ ଟକିଜ ନିକଟସ୍ଥ ବଲାଙ୍ଗିର ଫୋଟୋ ଷ୍ଟୁଡିଓରୁ କିଛି ଦୁର୍ବୃତ୍ତ ଚୋରି କରିଥିବା ନେଇ ଖବର ମିଳିଛି । ସୂଚନାଯୋଗ୍ୟ ଯେ, ଆଜି ରମାଇ ଟକିଜ ନିକଟରେ ଥିବା ଟିକନ ଚନ୍ଦ ଦୋକାନ ଠାରୁ ଦୁର୍ବୃତ୍ତ ମାନେ ଚୋରି କରିଥିବା ନେଇ ପ୍ରଥମେ ଖବର ପ୍ରକାଶିତ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ ଗ୍ରାମସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ୨ ତାରିଖରେ ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିର ଶାଖା ପକ୍ଷରୁ ଜନସାଧାରଣଙ୍କୁ ଦୁର୍ନୀତି
Read More...

ତାଲପାଲିର ଲଳିତ ଜେନେରାଲ ଷ୍ଟୋରର ଏଲ୍‌ଇଡି ବଲ୍‌ ଚୋରି ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ତାଲପାଲିର ଲଳିତ ଜେନେରାଲ ଷ୍ଟାେରରେ ଏଲ୍‌ଇଡି ବଲ୍‌ ସହିତ ଅନେକ ସାମଗ୍ରୀ ଗତକାଲି ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଯୋଗ୍ୟ ଯେ, ରଡ ସହିତ ଅନେକ ବିଦ୍ୟୁତ ଉପକରଣ ସାମଗ୍ରୀ ଚୋରି ହେବା ସହ
Read More...

ନକଲି ଇଞ୍ଜିନ ଅଏଲ ଜବତ : ୫ ଅଟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ନକଲି ଇଞ୍ଜିନ ଅଏଲ ଜବତ କରିଛି ଗଞ୍ଜାମ ପୋଲିସ । ସୂଚନା ଅନୁସାରେ କୌଣସି ସୂତ୍ରରୁ ଗଞ୍ଜାମ ପୋଲିସ ଖବର ପାଇ ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଏସ୍‌ଆଇ ଅଜିତ ପରିଡ଼ା, ନାରାୟଣ କହଁର, ମହିଳା ଏସ୍‌ଆଇ ସୁପ୍ରଭା ସାହୁ ପ୍ରମୁଖ ପୁଇଁତୋଳାଠାରୁ
Read More...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିଭିନ୍ନ ଦାବୀ ନେଇ ଅଧିଆ ପଡିଲେ ଡ୍ରାଇଭର ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିଭିନ୍ନ ଦାବୀ ନେଇ ଅଧିଆ ପଡିଛନ୍ତି ଡ୍ରାଇଭର ସଂଘ । ସଂଘର ଶତାଧିକ ଡ୍ରାଇଭର ଅଧିଆ ପଡି ଜିଲ୍ଲାପାଳଙ୍କୁ ସମସ୍ୟାର ସମାଧାନ ନିମନ୍ତେ ଗୁହାରି କରିଛନ୍ତି । ଡ୍ରାଇଭର ସଂଘ ପକ୍ଷରୁ କୁହାଯାଇଛି ଯେ, ଜିଲ୍ଲାପାଳ ଯଦି ଗୁହାରି
Read More...