କେନାଲରୁ ନାବାଳକଙ୍କ ମୃତଦେହ ଉଦ୍ଧାର
ଅନୁଗୁଳ : ବ୍ରିଜ ନିକଟରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ଗୁରୁବାର ସକାଳେ ଅମଲାପଡ଼ା ବ୍ରିଜ ନିକଟରେ ଜଣେ ନାବାଳକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ଖବର ପାଇବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି!-->…
Read More...
Read More...