Yearly Archives

2022

ମୋରାବି ପୋଲ ଦୁର୍ଘଟଣା ଓ ସାଉଥ୍ କୋରିଆର ସିଓଲ ଦଳା ଚକଟାରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁରର ବୁରାଟ ସ୍ଥିତ ଅଗ୍ରଣୀ ସେସ୍ୱଚ୍ଛାସେବୀ ଅନୁଷ୍ଠାନ ପରିସରରେ ଏକ ଶୋକସଭା ଓ କେଣ୍ଡଲ ପ୍ରଜ୍ୱଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁଜରାଟର ମୋରାବି ସ୍ଥିତ ଝୁଲା ପୋଲ ଭୁଶୁଡ଼ି ମୃତ୍ୟୁ ବରଣ କରିଥିବା ୧୩୪ରୁ ଅଧିକ ଲୋକ ଏବଂ ସାଉଥ କୋରିଆର ଶିଓଲର
Read More...

ଆଗଲପୁର ଓଷ୍ଟାର କାର୍ଯ୍ୟକାରିଣୀ ବୈଠକ

ଆଗଲପୁର, (କେପିଏନ୍‌ଏସ୍‌) : ଆଜି ଆଗଲପୁର ବ୍ଲକର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଉପରବାହାଲ ଠାରେ ବ୍ଲକ ଓଷ୍ଟାର କାର୍ଯ୍ୟକାରିଣୀ ବୈଠକ ଉପସଭାପତି ଅଶୋକ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ରାଜ୍ୟ ଓଷ୍ଟା ସଭାପତି ପୁରନ୍ଦର ଦାଶ, ଜିଲ୍ଲା
Read More...

ବଲାଙ୍ଗିର ଦିନ୍‌ ଉତ୍ସବରେ ଦୁଲୁକିଲା କଳାମଣ୍ଡଳ ପଡିଆ

ଏକତା ଓ ପ୍ରତିବଦ୍ଧତାର ପାଳନ ନିରନ୍ତର ହେଉ : ଅତିଥିଗଣ ବଲାଙ୍ଗିର, (ଦେବାଶିଷ ମିଶ୍ର) : ନଭେମ୍ବର ୧ ତାରିଖକୁ ବଲାଙ୍ଗିର ଦିନ୍‌ କମିଟି ମହାସାମରୋହରେ ପାଳନ କରିଛି । ସ୍ଥାନୀୟ କଳାମଣ୍ଡଳ ପଡିଆରେ ପାଳିତ ହୋଇଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ପଦ୍ମଶ୍ରୀ ଶ୍ରୀନିବାସ
Read More...

ଦେବଶ୍ରୀ ଟ୍ରେଡର୍ସ ପରିଦର୍ଶନ କଲେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ବଲାଙ୍ଗିର ଗସ୍ତରେ ଆସିଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି କ୍ରମରେ ଆଜି ଅପରାହ୍ନରେ ସ୍ଥାନୀୟ ରାଜୀବନଗର ସ୍ଥିତ ଦେବଶ୍ରୀ
Read More...

କାମ ହେଉଛି ହେଲେ ଫଳକ ନାହିଁ, ଟଙ୍କାଟିଏ ନଦେଇ ବାହାବା ନେଉଛନ୍ତି ରାଜ୍ୟ ସରକାର : ଅଭିଯୋଗ କଲେ ବିଧାୟକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଗକୁ ଆସୁଛି ବିଶ୍ୱକପ ହକି । ଏଥିପାଇଁ ରାଉରକେଲାର ହକି ଷ୍ଟାଡିୟମ ପ୍ରସ୍ତୁତ ହେଉଥିବା ବେଳେ ଏହାକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ଜିଲ୍ଲା ଖଣିଜ ପାଣ୍ଠିର ଅର୍ଥ ବିନିଯୋଗ କରାଯାଉଛି । ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ ଜିଲ୍ଲା ଖଣିଜ ପାଣ୍ଠିରୁ ପ୍ରାୟ
Read More...

କଣ୍ଟାବାଞ୍ଜି ସାମ୍ବାଦିକ ସଂଘର କର୍ମକର୍ତ୍ତା ଚୟନ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସାମ୍ବାଦିକ ସଂଘର ବୈଠକ କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ବଙ୍ଗଳାଠାରେ ବରିଷ୍ଠ ସାମ୍ବାଦିକ ସୁବାଷ ବେହେରାଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଂଘର ପୂର୍ବ ବୈଠକର ବିବରଣୀ ପଠନ କରାଯିବା ସହିତ
Read More...

ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଏହି ପରିପ୍ରେକ୍ଷୀରେ ଟାଉନ ଥାନାଠାରେ ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ତେବେ ଏହି ପ୍ରକଳ୍ପ ପାଇଁ ୧ କୋଟି ୨୦
Read More...

ହଲନଭଟା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସମସ୍ୟା ସମାଧାନ ପାଇଁ ବୈଠକ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ହଲନଭଟା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ରସ୍ମିତା ଦାସଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗାଁ ଗୁଡ଼ିକରେ ପାଣିର ସମସ୍ୟା, ରାସ୍ତାଘାଟର ସମସ୍ୟାର
Read More...

ଜଳସାଥୀ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟଜଳସାଥୀ ମାନେ ସରକାର ଓ ଜନସାଧାରଣଙ୍କ ମଧ୍ୟରେ ବିଶ୍ୱାସର ସେତୁ ହୋଇଛନ୍ତିଜଳସାଥୀ ମାନଙ୍କ ଯାତାୟତର ସୁବିଧା ପାଇଁ ସେମାନଙ୍କୁ ସାଇକେଲ ପ୍ରଦାନ କରାଯିବ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,
Read More...

ଭାରତ ଯୋଡ଼ୋ ଯାତ୍ରାରେ ଖାର୍ଗେ

ହାଇଦ୍ରାବାଦ : କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ପ୍ରଥମ ଥର ପାଇଁ ଦଳର ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହୋଇଛନ୍ତି । ଅପରାହ୍ନରେ ସେ ହାଇଦ୍ରାବାଦରେ ପହଞ୍ଚି ନେକ୍‌ଲେସ୍‌ ରୋଡ୍‌ସ୍ଥିତ ଇଣ୍ଡିରା ଗାନ୍ଧୀଙ୍କ
Read More...