Yearly Archives

2022

ବିପୁଳ ପରିମାଣର ମଦ ଜବତ

କେନ୍ଦ୍ରାପଡ଼ା : ଚୋରା ମଦ ବିକ୍ରି ବେଳେ ପୋଲିସ ଚଢାଉ କରିଥିବା ଜଣାପଡିଛି । ସୂଚନାନୁଯାୟୀ, ବିଗତ କିଛିଦିନ ହେବ ମାର୍ଶାଘାଇ ପୁଲିସ ନିଶା ଧରପଗଡ଼ ଅଭିଯାନ ଜୋରଦାର କରିଛି । ମଙ୍ଗଳବାର ସନ୍ଧ୍ୟାରେ ମାର୍ଶାଘାଇ ଲକ୍ ଛକରେ ଦେଶୀ ଓ ବିଦେଶୀ ମଦ ବିକ୍ରି ଚାଲିଥିବା ବେଳେ ଏଏସ୍ଆଇ ଲୋଭାବତୀ
Read More...

ପାରାଦୀପରେ ମତ୍ସ୍ୟଜୀବୀଙ୍କୁ ମାଛଧରା ବାରଣ

ପାରାଦୀପ : ସମୁଦ୍ରକୂଳରେ ମାଛ ଧରିବା ମନା । ଆଜିଠାରୁ ସରକାରଙ୍କ ତରଫରୁ ଲାଗିଛି କଟକଣା । ଅଲିଭ ରିଡଲେ କଇଁଛଙ୍କ ଆଗମନ ଓ ବଂଶ ବୃଦ୍ଧିକୁ ଦୃଷ୍ଟିରେ ରଖି ବନ ବିଭାଗ, ତଟରକ୍ଷୀ ବାହିନୀ, ବିଭିନ୍ନ ସାମୁଦ୍ରିକ ଥାନା ସହିତ ମତ୍ସ୍ୟ ବିଭାଗ ତରଫରୁ ମତ୍ସ୍ୟଜୀବୀ ମାନଙ୍କୁ ସୂଚନା ଦିଆଯିବା ସହିତ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜର୍ମାନୀ କନସୁଲେଟ୍ ଜେନେରାଲ୍ ଓ ଜର୍ମାନ ସଂସଦର ପ୍ରତିନିଧି ଦଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଜର୍ମାନୀର କନସୁଲେଟ୍ ଜେନେରାଲ୍ ଏବଂ ଜର୍ମାନ ସଂସଦର ପ୍ରତିନିଧି ଦଳ । ନବୀନ ନିବାସରେ ଏହି ସାକ୍ଷାତ ସମୟରେ ବାଣିଜ୍ୟ, ନିବେଶ ଏବଂ ପାରସ୍ପରିକ ସମ୍ପର୍କକୁ ନେଇ ଫଳପ୍ରଦ ଆଲୋଚନା ହୋଇଛି । ଏଥିସହ ମେକ୍ ଇନ୍
Read More...

ବଲାଙ୍ଗିର ରେଲୱେ ଷ୍ଟେସନ ଭିତରେ ଅଜଣା ବ୍ୟକ୍ତିଙ୍କ ଆତ୍ମହତ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ରେଲୱେ ଷ୍ଟେସନ ପ୍ଲାଟ ଫର୍ମ ନଂ୧ରେ ଜଣେ ଅଜଣା ବ୍ୟକ୍ତି ଆତ୍ମହତ୍ୟା କରଥିବା ନେଇ ଖବର ମିଳିଛି । ସୂଚନା ଅନୁସାରେ ଆଜି ଭୋର୍‌ ସକାଳୁ ଆସୁଥିବା ଏକ ମାଳବାହୀ ଟ୍ରେନ ଆଗରେ ହଠାତ୍‌ ଶୋଇ ପଡିଥିଲେ ଜଣେ ଅଜଣା ବ୍ୟକ୍ତି । ଟ୍ରେନ୍‌ ଡ୍ରାଇଭର ମଧ୍ୟ
Read More...

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ଜିଲ୍ଲାର ଚାଷ ଓ ଚାଷୀଙ୍କ ଅର୍ଥନୈତିକ ବିକାଶ ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଅସିତ ତ୍ରିପାଠୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ତା ୦୧.୧୧.୨୦୨୨ରିଖରେ ଅପରାହ୍ନରେ
Read More...

ଜମ୍ମୁକାଶ୍ମୀର ଏନକାଉଣ୍ଟରରେ ୪ ଆତଙ୍କବାଦୀ ମୃତ

ଶ୍ରୀନଗର : ପୁଣି ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି । ଶ୍ରୀନଗରରୁ ୩ ଜଣ ହାଇବ୍ରିଡ ଆତଙ୍କବାଦୀ ଗିରଫ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲସ୍କର ଇ ତୋଇବାର କମାଣ୍ଡର ମୁଖତାର ଭଟ ଏବଂ ଜଣେ ବିଦେଶୀ ଆତଙ୍କବାଦୀ ରହିଛି । ତିନି
Read More...

ଉସତ୍‌ ଆନନ୍ଦ ଥି ପାଳନ କଲୁ ଆମର୍‌ ବଲାଙ୍ଗିର ଦିନ୍‌ : ଦିଗ୍‌ଦିଗାନ୍ତ ମିଶ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧ ନଭେମ୍ବର ହେଉଛି ବଲାଙ୍ଗିର ଦିନ । ତେବେ ଏହି ଅବସରରେ ଜିଲ୍ଲାସାରା ଖୁସିର ମାହୋଲ ଥିବା ବେଳେ ଗତକାଲି କୋଶଳ କଳାମଣ୍ଡଳ ଠାରେ ଧୁମ୍‌ଧାମରେ ପାଳନ ହୋଇଯାଇଛି ବଲାଙ୍ଗିର ଦିନ । ଏଥିରେ ଯୋଗଦାନ କରିଥିବା ଅତିଥିମାନେ ମଧ୍ୟ ଆମେ ବଲାଙ୍ଗିରିଆ ବୋଲି ନିଜକୁ ଗର୍ବ
Read More...

ଅଁଳା ନବମୀରେ ରାଧାପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ହେଉଛି ପବିତ୍ର ଅଁଳା ନବମୀ । ଏହି ନବମୀରେ ରାଧାପାଦ ଦର୍ଶନ ପାଇଁ ପୁରୀ ସାକ୍ଷୀଗୋପାଳରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼ । ସକାଳୁ ସକାଳୁ ରାଧାପାଦ ଦର୍ଶନ ନିମନ୍ତେ ଧାଡ଼ିରେ ଛୁଟିଛନ୍ତି ଶ୍ରଦ୍ଧାଳୁ । କରୋନା ପାଇଁ ଦୁଇ ବର୍ଷ ପରେ ଦର୍ଶନର ସୁଯୋଗ
Read More...

ମୋ ସେବା କେନ୍ଦ୍ରରେ ଆସନ୍ତା ୩୧ ଡିସେମ୍ବର ସୁଦ୍ଧା ପଞ୍ଜିକରଣ କରିବା ପାଇଁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷକ ଭାଇଭଉଣୀମାନେ କୃଷକ ଓଡ଼ିଶା ପୋର୍ଟାଲରେ ପଞ୍ଜିକରଣ ସହିତ ନିଜର ଜମିଜମା ସମ୍ପର୍କିତ ସମସ୍ତ ତଥ୍ୟ ପ୍ରଦାନ କରି ପନିପରିବା, ଫଳ ଓ ଫୁଲ ଚାଷ, ମାଛଚାଷ ଏବଂ ପ୍ରାଣୀଧନ ପାଳନ ଭଲି ଯୋଜନାର ସୁଫଳ ପାଆନ୍ତୁ । ମୋ ସେବା କେନ୍ଦ୍ରରେ ଆସନ୍ତା ୩୧ ଡିସେମ୍ବର
Read More...

ବିପର୍ଯ୍ୟୟ ପ୍ରଶମନରେ ଗୋଷ୍ଠୀ ସହଭାଗିତା ବୃଦ୍ଧିକୁ ସରକାରଙ୍କ ଦ୍ୱାରା ଗୁରୁତ୍ୱ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଦକ୍ଷନୀତି ଯୋଗୁଁ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ମଡେଲ୍ ଅନ୍ୟମାନଙ୍କ ପାଇଁ ଉଦାହରଣ ହୋଇଛି । ଧନଜୀବନ ସୁରକ୍ଷାକୁ ଗୁରୁତ୍ୱ ଦେଇ ଅତ୍ୟାଧୁନିକ ଓ ସୁଦୃଢ଼ ବିପର୍ଯ୍ୟୟ ପରିଚାଳନା ସହ ବିପର୍ଯ୍ୟୟ ପ୍ରଶମନରେ ଗୋଷ୍ଠୀ ସହଭାଗିତା
Read More...