Yearly Archives

2022

ନିଖିଳ ଓଡିଶା କୈବର୍ତ୍ତ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ମହାସଭାର ନବନିଯୁକ୍ତ ସଭାପତିଙ୍କୁ ଭବ୍ୟ ସମ୍ବର୍ଦ୍ଧନା ସଇଁତଲା, (ପ୍ରମୋଦ କୁମାର ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ଡାକବଙ୍ଗଳା ପ୍ରାଙ୍ଗଣ ଠାରେ ନିଖିଳ ଓଡିଶା କୈବର୍ତ୍ତ ସମାଜର ଜିଲ୍ଲାସ୍ତରୀୟ ଅଷ୍ଟାଦଶ ତମ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧିନସ୍ଥ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି । ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ
Read More...

କିରଣର ଷୋଡଶ ପ୍ରତିଷ୍ଠା ଦିବସ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଶାସ୍ତ୍ରୀନଗର ଠାରେ ସ୍ୱେଚ୍ଛାସେବୀ ସଂଗଠନ କିରଣର ଷୋଡଶ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନରେନ୍ଦ୍ର ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ମୁଖ୍ୟବକ୍ତା
Read More...

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା କାର୍ଯ୍ୟକାରିଣୀ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର କାର୍ଯ୍ୟକାରିଣୀ ବୈଠକ ସଭାପତି ଗିରିଧାରୀ ଶତପଥିଙ୍କ ଅଧ୍ୟକ୍ଷତାରେ ପଣ୍ଡିତ ଜୟକୃଷ୍ଣ ଦାଶ ଶର୍ମାଙ୍କ ବାସଗୃହରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ସଭାପତି ସଭ୍ୟମାନଙ୍କୁ ଅଭିନନ୍ଦନ ଜଣାଇ ସ୍ୱାଗତ କରିଥିଲେ ଓ
Read More...

ବଲାଙ୍ଗିର ଦିନ ପାଇଁ ଘୁନସର ଶ୍ରୀ ଅରବିନ୍ଦ ଯୁବ ସଂଘ ତରଫରୁ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଇଁନ୍ତଲା ବ୍ଲକ ଅଧିନସ୍ଥ ଘୁନସର ଗ୍ରାମର ଶ୍ରୀ ଅରବିନ୍ଦ ଯୁବକ ସଂଘ ଓ ନେହେରୁ ଯୁବକ କେନ୍ଦ୍ର ବଲାଙ୍ଗିରର ମିଳିତ ଉଦ୍ୟମରେ ସ୍ଥାନୀୟ ସରକାରୀ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଅରବିନ୍ଦ ଯୁବକ
Read More...

ବଲାଙ୍ଗିର ଦିନ୍ ଉପଲକ୍ଷେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ନରସିଂହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ନଭେମ୍ବର ୧ ତାରିଖରେ ବଲାଙ୍ଗିର ଦିନ୍ ପାଳନ କରାଯାଉଛି । ଏହି ଅବସରରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେ ଏକ ପ୍ରେସ୍‌ ବିବୃତ୍ତି ମାଧ୍ୟମରେ କହିଛନ୍ତି ଯେ, ବ୍ୟକ୍ତିଗତ କାରଣରୁ
Read More...

ମାଲପଡା ଖଦ୍ୟୋତ ଅନୁଷ୍ଠାନର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ଖଦ୍ୟୋତ ଅନୁଷ୍ଠାନର ଏକ ବୈଠକ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଂପାଦକ ତଥା ସମାଜସେବୀ ଆକୁଳ ବେହେରା ଗତ ମାସର ବିବରଣୀ ପାଠ କରିଥିଲେ । ଆଗାମୀ ଡିସେମ୍ବରରେ ହେବାକୁ ଥିବା
Read More...

ପ୍ରଧାନ ଶିକ୍ଷକଙ୍କ ବଦଳି ଦାବୀରେ ସ୍କୁଲରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଶିକାଛିଡା ପଞ୍ଚାୟତର ଶାନ୍ତମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ବଦଳି ଦାବୀ ନେଇ ସୋମବାର ଦିନ ସ୍କୁଲ ଗେଟରେ ତାଲା ଦେବା ସହ ଧାରଣାରେ ବସିଛନ୍ତି ଗାଁ ଲୋକେ । ଏହି ତାଲା ବନ୍ଦ ଆନ୍ଦୋଳନକୁ ସମର୍ଥନ କରି
Read More...

ମଦନପୁର ସ୍ୱାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ର ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

କଳାହାଣ୍ଡି, (ପି.କେ. ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ଓ ଲେଖାପାଳ ଦ୍ୱିତୀୟ ବନଛୋରଙ୍କ ତତ୍ୱାବଧାନରେ କଳାରୁଦ୍ର ଯୁବକ ସଂଘ କୁସୁର୍ଲା (ହଜାରୀପଡା) ଓ ମଦନପୁର ସ୍ୱାସ୍ଥ୍ୟ
Read More...

ମୁଖିପଟା ଜଳପ୍ରପାତ ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

କଳାହାଣ୍ଡି, (ପି.କେ. ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ଓ ଲେଖାପାଳ ଦ୍ୱିତୀୟ ବନଛୋରଙ୍କ ତତ୍ୱବଧାନରେ କଳାରୁଦ୍ର ଯୁବକ ସଂଘ କୁସୁର୍ଲା (ହଜାରୀପଡା) ପକ୍ଷରୁ ମ.ରାମପୁର ବ୍ଲକ
Read More...