Yearly Archives

2022

ପଦ୍ମପୁର ଜିଲ୍ଲା ଦାବୀ କଲା କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସ୍ଥିତ ସାଇରାଜ୍ କଲ୍ୟାଣ ମଣ୍ଡପଠାରେ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚାର ଦ୍ଵିତୀୟ ରାଜ୍ୟ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସଭାପତି ସାଗର ଚରଣ ଦାସ ଯୋଗ ଦେଇଥିଲେ ଏବଂ ଏହି ବୈଠକରେ ସର୍ବସମ୍ମତି
Read More...

ଶ୍ରୀରାମ ଚରିତ ମାନସ, ନବାହ୍ନ ପାରାୟଣ ଓ ପ୍ରବଚନ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଏ ବ୍ଲକ ସ୍ଥିତ ଆଖଣ୍ଡଳମଣି ମନ୍ଦିର ପ୍ରାଙ୍ଗଣରେ ଥିବା ଶୃତି ଭବନ ଠାରେ ଶ୍ରୀରାମ ଚରିତ ମାନସ, ନବାହ୍ନ ପାରାୟଣ ଓ ପ୍ରବଚନ ଦୀର୍ଘ ୯ ଦିନ ଧରି ଚାଲିବା ପରେ ଶତାଧିକ ଭକ୍ତଙ୍କ ଉପସ୍ଥିତିରେ ଉଦ୍‌ଯାପିତ ହୋଇଯାଇଛି । ଶେଷରେ ସମସ୍ତ ଭକ୍ତ ସାମୁହିକ
Read More...

ତୁରେକେଲାରେ ଗିରି ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଗ୍ରାମର ନୂଆପଡା ସ୍ଥିତ ଖେଳପଡିଆ ପାଖରେ ଗିରି ଗୋବର୍ଦ୍ଧନ ପୂଜା ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ତିନିଦିନ ଧରି ଚାଲିଥିବା ଏହି ପୂଜାରେ ପ୍ରତିଦିନ ଅନ୍ନପ୍ରସାଦ ଭକ୍ତମାନଙ୍କୁ ଦେବା ସହିତ ପ୍ରତିସଂନ୍ଧ୍ୟାରେ ଦଣ୍ଡନୃତ୍ୟ,
Read More...

ବିଜ୍ଞାନର ଦ୍ଵାହିଦେଇ ଧାର୍ମିକ ବିଶ୍ୱାସର ପରିହାସ ନିନ୍ଦନୀୟ- କୁସୁମ

ରାଉରକେଲା, (ସସ୍ମିତା ପ୍ରଧାନ) : ସୂର୍ଯ୍ୟପରାଗ ଦିନ ସର୍ବସାଧାରଣରେ ଚିକେନ ବିରିୟାନୀ ଭୋଜିର ଆୟୋଜନ କରି କୋଟି କୋଟି ହିନ୍ଦୁଙ୍କ ଧାର୍ମିକ ବିଶ୍ୱାସକୁ ପରିହାସ କରିବା ଅତ୍ୟନ୍ତ ନିନ୍ଦନୀୟ ବୋଲି କହିଛନ୍ତି ବିଶ୍ୱହିନ୍ଦୁ ପରିଷଦ ନେତା ଶାନ୍ତନୁ କୁସୁମ । ଏହି ପରିପ୍ରେକ୍ଷୀରେ ଭିଏଚପି ନେତା
Read More...

ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ (ନିକ୍ଷୟ ମିତ୍ର) ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସ୍‌ୱାନ ଭିଡିଓ କନଫରେନସିଂ ହଲଠାରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ବୈଠକ ଭିଡିଓ କନଫରେନସିଂ ଜରିଆରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ
Read More...

ଶାସ୍ତ୍ରୀଜୀ ଯୁବ କ୍ଲବ ଓ ଦଲପାଲି ଗ୍ରାମବାସୀଙ୍କ ଦ୍ୱାରା ଓଏଏସ୍‌ ପାଇଥିବା ନିତୁଶ୍ରୀ ମେହେରଙ୍କୁ ବିପୁଳ ସ୍ୱାଗତ…

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଦଲପାଲି ଗ୍ରାମର ସ୍ଥାନୀୟ ଶାସ୍ତ୍ରୀଜୀ ଯୁବ କ୍ଲବ ଖେଳ ପଡିଆଠାରେ ଗ୍ରାମର ସମସ୍ତ ଗ୍ରାମବାସୀ ତଥା ସମସ୍ତ କ୍ଲବ ସଦସ୍ୟ ଉପସ୍ଥିତ ରହିଥିଲେ । ଗ୍ରାମବାସୀ ମାନେ ଏକ ଶୋଭାଯାତ୍ରାରେ ବାହାରି ଓଏଏସ୍‌ ପାଇଥିବା ନିତୁଶ୍ରୀ ମେହେରଙ୍କୁ ସ୍ୱାଗତ
Read More...

ଖପ୍ରାଖୋଲରେ ବ୍ଲକସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକର ୧୪ଟି କ୍ଲଷ୍ଟରକୁ ନେଇ ଖପ୍ରାଖୋଲ ସରକାରୀ ହାଇସ୍କୁଲଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ବ୍ଲକ ଶିକ୍ଷାଧିକାରୀ ଦେବରାଜ ପାଣିଗ୍ରାହୀଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଜାତୀୟ ସ୍ତରରେ ବି+ ମାନ୍ୟତା ପାଇଲା ପାଟଣାଗଡ଼ ଜବାହାରଲାଲ ମହାବିଦ୍ୟାଳୟ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ର ଜଣାଶୁଣା ସର୍ବ ପୁରାତନ ଜବାହାରଲାଲ କଲେଜକୁ ଜାତୀୟ ସ୍ତରରେ ମାନ୍ୟତା ମିଳିଛି । ଜାତୀୟ ମୂଲ୍ୟାଙ୍କନ ଏବଂ ସ୍ୱୀକୃତି ପରିଷଦ(ନାଗ୍) ଦ୍ଵାରା ଜାତୀୟ ସ୍ତରରେ ବି+ ଗ୍ରେଡର ମାନ୍ୟତା ପାଇଛି । ଜିଲ୍ଲାରେ ପ୍ରଥମ କରି ପାଟଣାଗଡ଼ ଜବାହାରଲାଲ
Read More...

ଚନ୍ଦ୍ରମଣି ନାଟ୍ୟ ସଂଘର ସାଧାରଣ ବୈଠକ

୨୦୨୩ରେ ମହାସମାରୋହରେ ପାଳନ ହେବ ଶତ ବାର୍ଷିକୀ ଉତ୍ସବ ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶାର ଅଗ୍ରଣୀ ନାଟ୍ୟ ସଂଘ ହେଉଛି ଚନ୍ଦ୍ରମଣି ନାଟ୍ୟ ସଂଘ । ଯାହା ୧୯୨୩ ମସିହାରେ ପ୍ରତିଷ୍ଠା କରାଯାଇଥିଲା । ଏହି ସଂଘର ଆସନ୍ତା ବର୍ଷ ହେଉଛି ଶତ ବାର୍ଷିକୀର ବର୍ଷ । ଶତ ବାର୍ଷିକୀ ସମାରୋହ ପାଇଁ
Read More...

ଗ୍ରାମାଞ୍ଚଳରେ ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ସାଇକ୍ଲୋଥନ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମରେ ରେଡକ୍ରସ ସୋସାଇଟିର ସଦସ୍ୟମାନଙ୍କ ତରଫରୁ ନୂତନ ରକ୍ତଦାତା ସୃଷ୍ଟି କରିବା ପାଇଁ ଏକ ସାଇକ୍ଲୋଥନ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ରେଡକ୍ରସ କର୍ମୀ ରାମ ନାରାୟଣ ଦାଶଙ୍କ
Read More...