ବାଇକ୍କୁ ଧକ୍କା ଦେଲା ଟ୍ରକ୍ : ୨ ମୃତ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳର ୫୫ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ ଟ୍ରକ୍ ବାଇକ୍କୁ ଧକ୍କା ଦେବା ଫଳରେ ୨ ବାଇକ୍ ଆରୋହୀ ରାସ୍ତାକୁ ଛିଟିକି ପଡ଼ିଥିଲେ । ଟ୍ରକ୍ଟି ଉଭୟଙ୍କ ଉପରେ ଚଢ଼ି ଯାଇଥିଲା । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ!-->…
Read More...
Read More...