Yearly Archives

2022

ସୂର୍ଯ୍ୟପରାଗ ପାଇଁ ଅକ୍ଟୋବର ୨୫ ତାରିଖ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ ଅକ୍ଟୋବର ୨୫ ତାରିଖ ମଂଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ୱ
Read More...

ସେକ୍ଟର ୧୬ ଡିଏଭି ସ୍କୁଲ ଇଣ୍ଟ୍ରାକ୍ଟ କ୍ଲବ୍‌ର ଦ୍ୱିତୀୟ ପ୍ରତିଷ୍ଠାନ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୬ସ୍ଥିତ ଡିଏଭି ସ୍କୁଲ ଇଣ୍ଟ୍ରାକ୍ଟ କ୍ଲବର ଦ୍ୱିତୀୟ ପ୍ରତିଷ୍ଠାନ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଦୀପିକା ଇଂରାଜୀ ବିଦ୍ୟାଳୟର ପ୍ରାଥମିକ ବିଭାଗ ଉପଅଧୀକ୍ଷକ ଅଞ୍ଜଳି ଶତପଥି ଯୋଗ ଦେଇ ଖାଦ୍ୟ ନଷ୍ଟର କ୍ଷତି,
Read More...

ଡିଡି ଓଡ଼ିଆ ଚାନେଲରେ ସଂପର୍କ ଅନୁଷ୍ଠାନ ପକ୍ଷରୁ ନାଟକ ‘ସନ୍‌ସେଟ୍ ଗେଷ୍ଟ ହାଉସ’ ପରିବେଷଣ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ସଂପର୍କର ହସକାନ୍ଦ ସଂଘାତ ଭରା ନାଟକ "ସନ୍‌ସେଟ୍ ଗେଷ୍ଟ ହାଉସ" ଦୂରଦର୍ଶନ କେନ୍ଦ୍ର ଭୁବନେଶ୍ଵର ପ୍ରଯୋଜନାରେ ଡିଡି ୬ (ଓଡିଆ) ଚାନେଲରେ ୨୩ ତାରିଖ ରବିବାର ରାତି ୯ ଟାରେ ପ୍ରସାରିତ ହେବ । ଏହି ନାଟକର ରଚୟିତା ଓ
Read More...

ହଳଦୀପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କେନ୍ଦ୍ରସ୍ତରୀୟ ସୁରଭି ମହୋତ୍ସବ ଅନୁଷ୍ଠିତ

ନଅଗାଁ(କ) : ଆଂଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ନଅଗାଁ(କ) କ୍ଲଷ୍ଟରର ହଳଦୀପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ତପସ୍ଵିନୀ ସେଠ ଉପସ୍ଥିତ ହୋଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ବାଇକ୍‌ ଆାରୋହୀ ମୃତ

ସୁବର୍ଣ୍ଣପୁର : ପାଣିସିଆଲି ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ରାସ୍ତା କଡରେ ଛିଡା ହୋଇଥିବା ଟ୍ରକ୍‌କୁ ବାଇକ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ, ମୃତକ ଦୁଇ ଜଣ ହେଲେ ବାବୁପାଲି ଗାଁର ସରୋଜ ଭୋଇ ଏବଂ
Read More...

ପାଟଣାଗଡ଼ରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚନ ଯୋଜନା ଉପରେ ତାଲିମ ଶିବିର

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଅଧିନସ୍ଥ ଥିବା ୯ ଗୋଟି ଜଳବିଭାଜିକାର ସଭାପତି ଓ ସଂପାଦକମାନଙ୍କୁ ନେଇ ପାଟଣାଗଡ଼ ସ୍ଥିତ ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚନ ଯୋଜନା ଉପରେ ଏକ ଦିନିକିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ
Read More...

ଛତ୍ରପୁର ବ୍ଲକ କାଳୀପଲ୍ଲୀବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳର ଜମି ହରାଇଥିବା କାଳୀପଲ୍ଲୀ ଅଞ୍ଚଳର ଶହ ଶହ ଚାଷୀ ପରିବାରଙ୍କ ହିତ ଦୃଷ୍ଟିରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଶୁକ୍ରବାର ସନ୍ଧ୍ୟାରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସାର୍ବଜନୀନ କ୍ରମେ ଏକ
Read More...

ମାରଣାସ୍ତ୍ର ଦେଖାଇ ଲୁଟ୍‌ ଅଭିଯୋଗ : ଅଳ୍ପକେ ବର୍ତ୍ତିଲେ ସୁନା ବ୍ୟବସାୟୀ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଥାନା ଗଙ୍ଗାନଗରପଡାର ଜଣେ ସୁନା ବ୍ୟବସାୟୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ସମୟରେ ଲୁଟ୍‌ର ଶିକାର ହୋଇଥିବା ନେଇ ପାଟଣାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ସୁନା ବ୍ୟବସାୟୀ ବିନୋଦ ସା(୪୦)ଙ୍କ ଅଭିଯୋଗ ଅନୁସାରେ, ତାଙ୍କ ଚୁଡାପାଲି ସ୍ଥିତ
Read More...

ପୁରୁଣା ପେନ୍‌ସନ ଯୋଜନା ଲାଗୁକଲେ ପଞ୍ଜାବ ସରକାର

ଚଣ୍ଡିଗଡ଼ : ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ପଞ୍ଜାବର ସରକାରୀ କର୍ମଚାରୀମାନଙ୍କ ପାଇଁ ଦୀପାବଳୀ ଭେଟି ସ୍ୱରୂପ ପୁରୁଣା ପେନ୍‌ସନ ଯୋଜନା ପୁନର୍ବାର କାର୍ଯ୍ୟକାରୀ କରିବାକୁ ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି । ଏନେଇ ରାଜ୍ୟ କ୍ୟାବିନେଟରେ ନୀତିଗତ ନିଷ୍ପତ୍ତି ନିଆଯାଇଥିବା
Read More...

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୫ ମୃତ

ନୂଆଦିଲ୍ଲୀ : ଅରୁଣାଚଳ ପ୍ରଦେଶର ଉପର ସିଆଙ୍ଗ ଜିଲ୍ଲାରେ ଶୁକ୍ରବାର ଭାରତୀୟ ସେନାର ଲଢ଼ୁଆ ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ପାଇଲଟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ଏଚ୍‌ଏଏଲ୍‌) ନିର୍ମିତ
Read More...