Yearly Archives

2022

ଦୀପାବଳି ଅବ୍ୟବହିତ ପୂର୍ବରୁ ଅକ୍ଟୋବର ୨୩ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଯୋଧ୍ୟା ଗସ୍ତ

● ପ୍ରଧାନମନ୍ତ୍ରୀ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ନିରୀକ୍ଷଣ କରିବେ● ବିରାଜମାନ ଭଗବାନ ଶ୍ରୀରାମ ଲାଲାଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବେ ପ୍ରଧାନମନ୍ତ୍ରୀ● ଭଗବାନ ଶ୍ରୀ ରାମଙ୍କ ପ୍ରତୀକାତ୍ମକ ରାଜ୍ୟାଭିଷେକ କରିବେ ପ୍ରଧାନମନ୍ତ୍ରୀ● ପ୍ରଧାନମନ୍ତ୍ରୀ ଆରମ୍ଭ କରିବେ ଭବ୍ୟ ଦୀପୋତ୍ସବ
Read More...

ଏନସିଏମସି ବୈଠକରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା

● କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ସମିତିର ବୈଠକ ନୂଆଦିଲ୍ଲୀ, (ପିଆଇବି) : ଜାତୀୟ ବିପର୍ଯ୍ୟୟ ପ୍ରଶମନ ସମିତି (ଏନସିଏମସି) ବୈଠକରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କରାଯାଇଛି । କେନ୍ଦ୍ର କ୍ୟାବିନେଟ ସଚିବ
Read More...

ପ୍ରେସ ବିଜ୍ଞପ୍ତି

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସରକାରଙ୍କ ଆନୁକୂଲ୍ୟରେ ଚଳିତ ବର୍ଷ "ଆଜାଦି କା ଅମୃତ ମହୋତ୍ସବ" କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ "ରୋଜଗାର ମିଶନ" ସର୍ଵ ଭାରତୀୟ ସ୍ତରରେ ପ୍ରାରମ୍ଭ ହେଵାକୁ ଯାଉଛି । ଏହି ମିଶନ ଯୋଗୁଁ ଦେଶରେ ପ୍ରାୟ ଦଶ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି ହୋଇଛି , ଯାହା
Read More...

ବଦ୍ରିନାଥ ଧାମରେ ପ୍ରଧାନମନ୍ତ୍ରୀଙ୍କ ପୂଜା ଓ ଦର୍ଶନ

ଅଳକନନ୍ଦା ନଦୀ ସମ୍ମୁଖ ବିକାଶ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୨୧.୧୦.୨୦୨୨) ଶ୍ରୀବଦ୍ରିନାଥ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ଶ୍ରୀ ମୋଦୀ ଭିତର ଗର୍ଭଗୃହରେ ପ୍ରାର୍ଥନା କରିଥିଲେ । ସେ ମଧ୍ୟ ଅଳକନନ୍ଦା ନଦୀ
Read More...

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ପରିସରରେ ଗୁରୁବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ ବିଡିଓ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ ତତ୍ଵାବଧାନରେ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିଶଂକ ଓ ବିଏସଏସଓ ତପନ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଦ୍ୱାରା ନିର୍ମିତ କଳାହାଣ୍ଡି ଜିଲ୍ଲାର ୨ଟି…

କଳାହାଣ୍ଡି, (ପି.କେ. ସାହୁ) : ଆଜି ଭାବନୀପାଟଣା ଓସ୍ୱାନ୍ ହଲ୍‌ ଠାରେ ଆୟୋଜିତ ଭର୍ଚୁଆଲ୍ କନଫରେନ୍ସ କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୫.୩୦ ମି. ସମୟରେ ଭବାନୀପାଟଣା ସହର ସ୍ଥିତ ୨.୫ କୋଟି ଟଙ୍କାରେ ନିର୍ମିତ ଟାଉନ ହଲ୍‌, ଜୁନାଗଡ ସ୍ଥିତ ୨.୫ କୋଟି
Read More...

ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଓ ସ୍ଵାସ୍ଥ୍ୟ ରିଭ୍ୟୁ ମିଟିଙ୍ଗ୍ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ନରୱଣେଙ୍କ ଅଧ୍ୟକ୍ଷତାରେ ତାଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଓ ସ୍ଵାସ୍ଥ୍ୟ ରିଭ୍ୟୁ ମିଟିଙ୍ଗ୍ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମା' ଓ ଶିଶୁ ସ୍ଵାସ୍ଥ୍ୟ ସଂପର୍କିତ ବିଭିନ୍ନ
Read More...

ଝାରମୁଣ୍ଡା ଏଥଲେଟିକ୍‌ ଏସୋସିଏସନ୍‌ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଏଥଲେଟିକ୍‌ ଏସୋସିଏସନ୍‌ ସ୍ଥିତ ସଭାଗୃହରେ ଏକ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ୱାର୍ଲ୍ଡ ଭିଜନ ଇଣ୍ଡିଆ ଲୋଇସିଂହାକୁ ନୂତନ ଭାବେ ଯୋଗ ଦେଇଥିବା ମେନେଜର
Read More...

ବାଲ୍ୟ ବିବାହ ନିରାକରଣ ସମ୍ୱନ୍ଧୀୟ ସଚେତନତା ଅଭିଯାନ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ଆଗଲପୁର ବ୍ଲକ ନଅଗାଁ(ଖ) ସ୍ଥିତ ନୋଡାଲ ପଂଚାୟତ ଉଚ୍ଚ ବିଦ୍ୟାଳୟଠାରେ ଜିଲ୍ଲା ପ୍ରଶାସନ ଓ ସମାଜ କଲ୍ୟାଣ ବିଭାଗ ତଥା ସମନ୍ୱିତ ଶିଶୁ ବିକାଶ ତରଫରୁ ବାଲ୍ୟ ବିବାହ ନିରାକରଣ ସମ୍ୱନ୍ଧୀୟ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

କୁଡ଼ାସିଂହା ହାଇସ୍କୁଲ ଛାତ୍ରଛାତ୍ରୀଙ୍କ କୃଷି ବିଜ୍ଞାନ କେନ୍ଦ୍ର ପରିଦର୍ଶନ

ଦେଓଗାଁ, (ମନୀଷ କୁମାର ସାହୁ) : ରାଜ୍ୟ ସରକାର ହାଇସ୍କୁଲମାନଙ୍କରେ ଧନ୍ଦାମୂଳକ ଶିକ୍ଷାକୁ ପ୍ରାଧାନ୍ୟ ଦେବାକୁ ଯାଇ ବଲାଙ୍ଗିର ସଦର ବ୍ଲକ ଅର୍ନ୍ତଗତ କୁଡ଼ାସିଂହା ସ୍ଥିତ ପର୍ଶୁରାମ ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଧନ୍ଦାମୂଳକ କୃଷି ଶିକ୍ଷକ ତପନ ପ୍ରଧାନଙ୍କ ପ୍ରତ୍ୟକ୍ଷ
Read More...