Yearly Archives

2022

ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବଲାଙ୍ଗିର ଜିଲ୍ଲାର ୨ ଗୋଟି ପ୍ରକଳ୍ପର ଲୋକାର୍ପଣ ଓ ଗୋଟିଏ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଭିଡିଓ କାନଫରେନସିଂ ଜରିଆରେ ବଲାଙ୍ଗିର ଜିଲ୍ଲାର ୨ ଗୋଟି ପ୍ରକଳ୍ପର ଲୋକାର୍ପଣ ଓ ଗୋଟିଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ୧
Read More...

ରଘୁମଣି ମିଶ୍ରଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବନ୍ଧପଡ଼ା ଗାଁର ରଘୁମଣି ମିଶ୍ର (୮୨)ଙ୍କ ଶୁକ୍ରବାର ଦିନ ପରଲୋକ ହୋଇଯାଇଛି । ସେ କର୍କଟ ରୋଗରେ ଆକ୍ରାନ୍ତ ଥିଲେ । ଶୁକ୍ରବାର ରାତି ୨ଟା ୪୫ ମିନିଟ୍‌ରେ ବନ୍ଧପଡ଼ା ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି । ଶେଷ ସମୟରେ ତାଙ୍କ ତିନି
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ରକ୍ତହୀନତା ନିରାକରଣ ଅଭିଯାନର ଶୁଭାରମ୍ଭ

ଆନିମିଆ ମୁକ୍ତ କଳାହାଣ୍ଡି ଆଜିର ଆହ୍ଵାନ କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ସହର ସ୍ଥତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ରକ୍ତହୀନତା ନିରାକରଣ ଅଭିଯାନର ଶୁଭାରମ୍ଭ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ମୁଖ୍ୟ
Read More...

ପଲସଦା କ୍ଲଷ୍ଟରରେ ସୁରଭି- ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ରାଜବୋଡ଼ାସମ୍ବର ବ୍ଲକ ପଲସଦା କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ୨୦୨୨ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବ ପଲସଦା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଖଇରା ସେବାଶ୍ରମରେ ଆରମ୍ଭ ହୋଇଥିଲା । ଖଇରା ସେବାଶ୍ରମ ପ୍ରଧାନ ଶିକ୍ଷକ
Read More...

ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆର୍‌ପିଏଲ୍‌ କ୍ଲଷ୍ଟର ତରଫରୁ ସେକ୍ଟର ୧୬ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପଣ୍ଡାଙ୍କ ସଭାପତିତ୍ୱ ତଥା କାର୍ଯ୍ୟକ୍ରମର ମୁଖ୍ୟ
Read More...

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ୍ ଗୋଡ କର୍ଲାଖୁଣ୍ଟା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଅଛି । ତ୍ରିଲୋଚନ ମହାଖୁଡଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମ.ରାମପୁର ସରପଞ୍ଚ ବୀଣାପାଣି ସାହୁ, ସମ୍ମାନୀତ
Read More...

ମହୁଲପାଲିରେ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ପଞ୍ଚାୟତ ହାଇସ୍କୁଲ ଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହୁଲପାଲି କ୍ଲଷ୍ଟରର ଅଧୀନସ୍ଥ ସମସ୍ତ ବିଦ୍ୟାଳୟର ମନୋନୀତ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ
Read More...

ଖଟଖଟିଆରେ ସୁରଭି କାର୍ଯ୍ୟକ୍ରମ

କଣ୍ଟାମାଲ, (ମମତା ମହାକୁର) : ଶିଶୁମାନଙ୍କ ମନରେ ସୃଜନଶୀଳ ଭାବ ଓ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଖଟଖଟିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ କ୍ଲସ୍ତର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଲ ଏବିଇଓ ଦୁର୍ଗାଚରଣ
Read More...

୬୩ତମ ଓଡିଶା ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୬୩ତମ ଓଡିଶା ପୋଲିସ ଶହୀଦ ସ୍ମୃତି ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଏହି ଅବସରରେ ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁରଠାରେ ଆୟୋଜିତ ଏକ ଭବ୍ୟ ବର୍ଣ୍ଣାଢ୍ୟ ମିଳିତ ପରେଡ଼ ସାମାରୋହରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥି
Read More...

ଆସନ୍ତା ନଭେମ୍ବର ୭ରେ ସିଭିଲ ଟାଉନସିପ ବୋଇତ ବନ୍ଦାଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବା ପାଇଁ ପ୍ରଥମ କରି ଗଠିତ ହୋଇଥିବା ସିଭିଲ ଟାଉନସିପ ସାଂସ୍କୃତିକ ପରିଷଦର ପ୍ରଥମ ବୋଇତ ବନ୍ଦାଣ ଉତ୍ସବ ଆସନ୍ତା ନଭେମ୍ବର ୭ ତାରିଖ ଦିନ ସଂଧ୍ୟାରେ ମଡର୍ଣ୍ଣ ସ୍କୁଲ ପଡିଆ ଠାରେ ଅନୁଷ୍ଠିତ ହେବ । ଏନେଇ
Read More...