Yearly Archives

2022

ସୁବର୍ଣ୍ଣପୁର ଜିଲ୍ଲାରେ ହେଣ୍ଡଲୁମ୍‌ ମଲ୍‌ର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ହେଣ୍ଡଲୁମ୍‌ ମଲ୍‌ର ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା । ସୁବର୍ଣ୍ଣପୁର ଜିଲ୍ଲା ହସ୍ତତନ୍ତ ଓ ହସ୍ତଶିଳ୍ପ କାମ ପାଇଁ ଦେଶ ବିଦେଶରେ ଜଣାଶୁଣା ଅଟେ । ବୁଣାକାର ଓ ସେମାନଙ୍କ ଦ୍ୱାରା ପ୍ରସ୍ତୁତ
Read More...

ରାଜ୍ୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦ୍‌ଘାଟନ କଲେ ବଲାଙ୍ଗିର ବିଧାୟକ ନରସିଂହ

ଜାତୀୟ ସ୍ତରର ଖେଳାଳି ପ୍ରସ୍ତୁତ କରିବ ଏହି ଷ୍ଟାଡିୟମ- ନରସିଂହସମ୍ପୂର୍ଣ୍ଣତାର ଆଉ ଏକ ପ୍ରତିଶୃତି ଦିଅନ୍ତୁ ଧର୍ମେନ୍ଦ୍ର- ନରସିଂହବହୁ ଶୀଘ୍ର ଲାଗିବ ସିନ୍ଥେଟିକ୍‌ ଟର୍ଫ - ଜିଲ୍ଲାପାଳତିନି ଦିନରେ ଖେଳା ହେବ ୨୧୦ ମ୍ୟାଚ, ପ୍ରଥମ ଦିନରେ ୯୮ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ
Read More...

ସଦର ଥାନା, ଟାଉନ ଥାନା ଓ ପୁଇଁନ୍ତଲା ଥାନାରେ ଅଦରକାରୀ ଭାବେ ପଡିଥିବା ଗାଡିକୁ ନିଲାମ କରିବ ପୋଲିସ ନେଇ ଅତିରିକ୍ତ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଦରକାରୀ ଭାବେ ପଡିଥିବା ଗାଡିଗୁଡିକୁ ନିଲାମ କରିବ ପୋଲିସ ନେଇ ଆଜି ସ୍ଥାନୀୟ କୋର୍ଟ ପରିସରରେ ଅତିରିକ୍ତ ଏସ୍ପି ସୂଚନା ଦେଇଛନ୍ତି । ତେବେ ସଦର ଥାନା, ଟାଉନ ଥାନା ଓ ପୁଇଁନ୍ତଲା ଥାନାରେ ଥିବା ଗାଡି ଗୁଡିକୁ ନିଲାମ କରାଯିବାକୁ ଥିବା ବେଳେ ଏହି ନିଲାମ
Read More...

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅନୁଧ୍ୟାନ କଲେ ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଛନ୍ତି ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ । ହକି ଇଣ୍ଡିଆର ସଭାପତି ଡକ୍ଟର ଦିଲ୍ଲୀପ ତିର୍କୀଙ୍କ ସହିତ ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ଚାଲିଥିବା ବିର୍ସା
Read More...

ଖୋ ଖୋ ଚୟନ ଶିବିର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ବରିଷ୍ଠ ବିଭାଗ ଖୋ ଖୋ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରକାଶ୍ୟ ସୂଚନା ଅନୁସାରେ, ଆସନ୍ତା ମାସ ତା ୧୨.୧୧.୨୦୨୨ରୁ ୧୫.୧୧.୨୦୨୨ରିଖ ପର୍ଯ୍ୟନ୍ତ ପୁରୀ ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଉଭୟ
Read More...

ଆମପାଲି ଛକଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ୨ଜଣଙ୍କ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଆମପାଲିଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଲୋଇସିଂହା ବ୍ଲକ ତଲିଉଡାର
Read More...

ଜିଲ୍ଲାସ୍ତରୀୟ ଆୟୋଡିନ ଅଭାବ ଜନିତ ରୋଗ ନିୟନ୍ତ୍ରଣ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ମଣିଷ ଶରୀର ପାଇଁ ଆୟୋଡିନ ଏକ ଆବଶ୍ୟକୀୟ ଅଣୁ ପୋଷକ ତତ୍ତ୍ଵ, ଯାହା ସ୍ଵାଭାବିକ ଅଭିବୃଦ୍ଧି ଏବଂ ମାନସିକ ବିକାଶ ଘଟିବା ପାଇଁ ଅତି ଆବଶ୍ୟକ । ଉପଯୁକ୍ତ ମାତ୍ରାରେ ଆୟୋଡିନ ଯୁକ୍ତ ଲୁଣ ସେବନ ହିଁ ଆୟୋଡିନ୍ ଅଭାବ ଜନିତ ରୋଗ ନିରାକରଣର ଏକମାତ୍ର ଉପାୟ ।
Read More...

କର୍ଲାମୁଣ୍ଡାର ନୂତନ ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଚରିତା ମୁଗ୍ରୀ

କଳାହାଣ୍ଡି, (ନରୋତ୍ତମ ସେଲମା) : ଆଜି ସ୍ଥାନୀୟ ନୂତନ ବିଡ଼ିଓ ଭାବେ ସୁଚରିତା ମୁଗ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ ମ.ରାମପୁର ତହସିଲଦାର ଭାବେ କାର୍ଯ୍ୟରତ ଥିଲେ । ତାଙ୍କ ଦାୟିତ୍ୱ ଗ୍ରହଣ ସମୟରେ ଭାରପ୍ରାପ୍ତ ବିଡ଼ିଓ ସିଦ୍ଧେଶ୍ଵର ମେହେର, ଜିପିଓ ଯୁଗଳ କିଶୋର ନାଏକଙ୍କ
Read More...

ଯୋଗ୍ୟ ଦୁଇ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମିଳୁନଥିବା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାର ସାମାଜିକ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରି ବାର୍ଦ୍ଧକ, ବିଧବା ଓ ଅନ୍ୟାନ୍ୟ ଭତ୍ତା ପ୍ରଦାନ କରୁଥିବା ବେଳେ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା
Read More...

କେନ୍ଦୁଘାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମ୍ୱର୍ଦ୍ଧନା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ କେନ୍ଦୁଘାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଏକ ସମ୍ୱର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି କୁଚେଇତା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ରେ
Read More...