Yearly Archives

2022

ଲୋଇସିଂହା ତହସିଲ ପକ୍ଷରୁ ରୁଗୁଡିଖାଲଠାରେ ସରକାରୀ ଜମି ଚିହ୍ନଟ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ବୁଢ଼ୀପଦର ପଂଚାୟତ ଅନ୍ତର୍ଗତ ରୁଗୁଡ଼ିଖାଲ ସ୍ଥିତ ସାପ୍ତାହିକ ବଜାର ଓ ରାମ ମନ୍ଦିରକୁ ଲାଗି ରହିଥିବା ସରକାରୀ ଜମିକୁ ନେଇ ଅନେକ ଦିନରୁ ବାଦ ବିବାଦ ଲାଗି ରହିଛି । ଜୀବର୍ଦ୍ଧନ ପାଇକ ନାମକ ଜନୈକ ବ୍ୟକ୍ତି ସାପ୍ତାହିକ ବଜାର ଓ ରାମ ମନ୍ଦିରକୁ
Read More...

ଦୀପାବଳୀ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର : ଦୁଇବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ଆଲୋକର ପର୍ବ ଦୀପାବଳୀକୁ ବଡ଼ ଧୁମ୍‌ଧାମ୍‌ର ସହ ପାଳନ କରିବାକୁ ଚାହିଁ ବସିଛନ୍ତି ଜନସାଧାରଣ । ଏଥର ବାଣ ଫୁଟାଇବାକୁ ଅନୁମତି ଥିବାରୁ ଆତସବାଜିରେ ପ୍ରକମ୍ପିତ ହେବ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର । ତେବେ ଦୀପାବଳୀକୁ ସୁରକ୍ଷିତ ତଥା
Read More...

ରାଜ୍ୟ ପୋଲିସ ମୁଖ୍ୟାଳୟରେ ପୋଲିସ ସହିଦ ଦିବସ ପାଳିତ

କଟକ : ଓଡ଼ିଶା ପୋଲିସର ୬୩ତମ ସହିଦ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ରାଜ୍ୟ ପୋଲିସ ମୁଖ୍ୟାଳୟରେ ଏହି ଦିବସ ପାଳନ ଅବସରରେ ପ୍ୟାରେଡ୍‌ରେ ପୋଲିସ ଡିଜି ସୁନିଲ ବଂଶଲ ଅଭିବାଦନ ଗ୍ରହଣ କରିଛନ୍ତି । ସହିଦ ପୋଲିସଙ୍କ ଅମରଆତ୍ମାକୁ ପୋଲିସ ଡିଜି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ପରିବାର ବର୍ଗଙ୍କୁ
Read More...

ପୋଲିସ ପକ୍ଷରୁ ୬୩ତମ ପୋଲିସ ସହିଦ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ପୋଲିସ ପକ୍ଷରୁ ୬୩ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ରିଜର୍ଭ ପଡିଆଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦେଇ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିବା ସହିତ ସହିଦ ସ୍ତମ୍ବରେ
Read More...

୬୩ତମ ସହିଦ ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଅଗସ୍ତି ନୂଆଁଗାଁ ନିକଟରେ ଅବସ୍ଥିତ ଛତ୍ରପୁର ଓଏସଏପି ଅଷ୍ଟମ ବାଟାଲିୟନରେ ୬୩ତମ ସହିଦ ଦିବସ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବାଟାଲିୟନ ଦୁର୍ଗପତି ସୂର୍ଯ୍ୟ ନାରାୟଣ ମଲିକ ସହିଦ ସ୍ତମ୍ଭରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସହିଦମାନଙ୍କ
Read More...

ଦମାଇପାଲି କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଦମାଇପାଲି ଆଞ୍ଚଳିକ ସାଧନ କେନ୍ଦ୍ର ସୁରଭି -୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଦମାଇପାଲି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ଭୋଇ ଓ
Read More...

ବିଭିନ୍ନ ସମସ୍ୟା ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବୀପତ୍ର ପ୍ରଦାନ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗତ ଗୁରୁବାର ଦିନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବାଶିଷ ସାମଲଙ୍କୁ ଏଲ୍‌ଡିଏ ପକ୍ଷରୁ ଏକ ଦାବୀପତ୍ର ଦେଇଛନ୍ତି । ଏଲ୍‌ଡିଏ ବ୍ଲକ୍ ସଭାପତି ଦିଲିପ ନାଗଙ୍କ ନେତୃତ୍ୱରେ ଅଞ୍ଚଳର ମୌଳିକ ସମସ୍ୟା,
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ଦ୍ୱାରା ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ୨୦୨୨ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ଦ୍ୱାରା ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ୨୦୨୨ ଅନୁଷ୍ଠିତ ହୋଇଯାଇଛି । ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ କମାଣ୍ଡେଣ୍ଟ ପୱନ କୁମାର ତିୱାରୀଙ୍କ ନିର୍ଦ୍ଦେଶାବଳୀରେ ଖପ୍ରାଖୋଲ ବସ୍‌ଷ୍ଟାଣ୍ଡ ପରିସରରେ ସଫେଇ କାର୍ଯ୍ୟକ୍ରମ
Read More...

ବଣୁଆ ହାତୀପଲ ପୁଣି ଫେରିଲେ ପଣ୍ଡରେନ ଜଙ୍ଗଲକୁ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କମେଇମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଣ୍ଡରେନ, ଗୁଦୁରାମୁଣ୍ଡା, ବଡବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନବାଙ୍କି, ଘୁନେଶ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗଡଗଡବାହାଲ ଗାଁ ଜଙ୍ଗଲରେ ବଣୁଆ ହାତୀପଲ ରହିଛନ୍ତି । ଏନେଇ ଗାଁ
Read More...

ଜିଲ୍ଲା ନୋଡାଲ ଅଧିକାରୀ ତଥା ସ୍ୱତନ୍ତ୍ର ସଚିବ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମହେଶ୍ୱର ପାଣିଗ୍ରାହୀଙ୍କ ଦ୍ୱାରା…

ସରକାରଙ୍କ ବିଭିନ୍ନ ଲୋକ ଯୋଜନା ଗୁଡ଼ିକର ସ୍ୱଚ୍ଛ, ସଫଳ ତଥା ଗୁଣାତ୍ମକ କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ପଞ୍ଚାୟତିରାଜ, ପାନୀୟଜଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପ୍ରକଳ୍ପ ଗୁଡିକର ସମୀକ୍ଷା ତଥା କ୍ଷେତ୍ର
Read More...