Yearly Archives

2022

ବିଜୁ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ମ.ରାମପୁର, (ହେମନ୍ତ ସାହୁ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମ ଜୟନ୍ତୀ ଅବସରରେ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ରକ୍ତଦାନ ମହତ୍ ଦାନ ବୋଲି ଏହି କାର୍ଯ୍ୟକ୍ରମ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ଏସ୍‌ଓଜି ଓ ଡ଼ିଭିଏଫ୍‌ର ମିଳିତ କୁମ୍ବିଙ୍ଗ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚଳିତ ମାସ ୧୧ ତାରିଖ ଦିନ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ କାଣାସାଲୁ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟରେ ମୃତ୍ୟୁବରଣ କରିଥିବା ମହିଳା କ୍ୟାଡର ମାଓବାଦୀଙ୍କ ମୃତଦେହକୁ ଆଜି ପୁଲିସ ପକ୍ଷରୁ ପୋତି
Read More...

ସୁବଲୟାରେ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜା ବ୍ଲକ ଅନ୍ତର୍ଗତ ସୁବଲୟା ଉଚ୍ଚ ବିଦ୍ୟାଳୟରେ ଜୁନିଅର ରେଡକ୍ରସ୍‌ ୟୁନିଟ ତରଫରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଆୟୋଜିତ ହୋଇଥିବା ସଭାରେ ପ୍ରଧାନ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣଲତା ବେହେରା
Read More...

ମେସ୍କିକୋରେ ଗୁଳିକାଣ୍ଡ : ମେୟରଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ

ମେସ୍କିକୋ : ମେକ୍ସିକୋର ଗୁଆନାଜୁଏଟୋସ୍ଥିତ ଇରାପୁଟୋରେ ଆଜି ଗୁଳିକାଣ୍ଡ ଘଟିଛି । ଏଠାରେ ଥିବା ଏକ ବାରରେ ଜଣେ ସଶସ୍ତ୍ର ବ୍ୟକ୍ତି ଗୁଳି ଚଳାଇଥିଲେ । ଏହି ଘଟଣାରେ ୬ ଜଣ ପୁରୁଷ ଏବଂ ୬ଜଣ ମହିଳାଙ୍କ ସମେତ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସହରର ମେୟର କନରାଡୋ ମେଣ୍ଡୋଜା
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଉପଲକ୍ଷେ ରକ୍ତଦାନ ଶିବିର

ପୁଇଁତଲା, (ଶମ୍ଭୁନାଥ ସାହୁ) : ବିଜୁ ଜନତା ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ ଅବସରରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଯୁବ ଛାତ୍ର ଜନତା ଦଳ ପୁଇଁତଲା ବ୍ଲକ ଲୋଇସିଂହା ନିର୍ବାଚନ ମଣ୍ଡଳୀ ତରଫରୁ ଛତାପିପଲ ପଂଚାୟତ ବେହେରାପାଲି
Read More...

୩ଟି ବାଘଛାଲ ଜବତ ସହ ୩ ଗିରଫ

ଝାରସୁଗୁଡ଼ା : ଝାରସୁଗୁଡ଼ା ଏବଂ ସମ୍ବଲପୁର ପୋଲିସ ସହାୟତାରେ ଏସ୍‌ଟିଏଫ୍‌ ଟିମ୍‌ ମିଳିତ ଭାବେ ଚଢ଼ାଉ କରି ଝାରସୁଗୁଡ଼ା ଜିଲ୍ଲାର ମାଳିଡିହି ଛକରୁ ୩ଟି ବାଘଛାଲ ଜବତ କରିଛି । ବାଘଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଏହି ଚଢ଼ାଉ କରିଥିଲା । ଏହି ଚଢ଼ାଉରେ ଝାରସୁଗୁଡ଼ା ଜିଲ୍ଲା
Read More...

ଟେଲି ଅଭିନେତ୍ରୀ ବୈଶାଳୀ ଠକ୍କରଙ୍କ ଆତ୍ମହତ୍ୟା

ମୁମ୍ବାଇ : ଟେଲି ଅଭିନେତ୍ରୀ ବୈଶାଳୀ ଠକ୍କରଙ୍କ ଆତ୍ମହତ୍ୟା । ଇନ୍ଦୋର ସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ଅଭିନେତ୍ରୀ ବୈଶାଳୀ ଠକ୍କର । ଏଥିସହିତ ଅଭିନେତ୍ରୀ ଜଣକ ସୁସାଇଡ୍ ନୋଟ୍ ମଧ୍ୟ ଛାଡି ଯାଇଛନ୍ତି । ଅଭିନେତ୍ରୀ ବୈଶାଳୀ ଠକ୍କର ଗତ ୧ ବର୍ଷ ହେଲା ଇନ୍ଦୋରରେ
Read More...

ପୋଖରୀରେ ବୁଡ଼ି ଯୁବକ ମୃତ

ପାପଡ଼ାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଗ୍ରାମର ଝାରମୁଣ୍ଡାଠାରେ ବୁଡ଼ି ଜଣେ ଯୁବଙ୍କର ରବିବାର ମୃତ୍ୟୁ ଘଟିଛି । ତାଙ୍କ ନାମ ମିଳନ କୁଲଦୀପ(୧୮) ବୋଲି ଜଣାପଡିଛି । ସୂଚନା ଅନୁସାରେ ସେ ପୋଖରୀକୁ ଗାଧୋଇବା ପାଇଁ କିଛି ପିଲାଙ୍କ ସହ ଯାଇଥିଲେ । ଏହି ସମୟରେ ସେ
Read More...

ମାତୃଭାଷାରେ ହେବ ଟେକ୍ନୋଲୋଜି ଓ ମେଡିକାଲ ପାଠପଢା : ମନ୍ତ୍ରୀ ଅମିତ ଶାହା

ଭୋପାଳ : ମଧ୍ୟପ୍ରଦେଶରେ ଏବେ ହିନ୍ଦୀ ମିଡିୟମରେ ମେଡିକାଲ ଓ ଟେକ୍ନୋଲୋଜିର ପାଠପଢା ଆରମ୍ଭ ହେବାକୁ ଯାଉଛି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଭୋପାଳରେ ହିନ୍ଦୀ ପୁସ୍ତକର ଉନ୍ମୋଚନ କରିଛନ୍ତି । ମଧ୍ୟପ୍ରଦେଶ ସହ ସାରା ଦେଶରେ ହିନ୍ଦୀ ମିଡିୟମକୁ ନେଇ ଆଲୋଚନା ହେଉଛି । ଏହି ଅବସରରେ
Read More...

ମହୁଲପାଲି ଗ୍ରାମରେ ପରିବେଶ ସଚେତନତା କାର୍ଯ୍ୟକ୍ରମ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ବ୍ଳକ୍ ଅନ୍ତର୍ଗତ ବୁକୁରାମୁଣ୍ଡା ଗ୍ରାମ ପଞ୍ଚାୟତର ମହୁଲପାଲି ଗ୍ରାମରେ ବୃକ୍ଷ ରୋପଣର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗ୍ରାମ ସୁରକ୍ଷା ସମିତିର ସଭାପତି ଯୁଗେଶ୍ୱର
Read More...