Yearly Archives

2022

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୭ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଖାସ୍‌ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀନଙ୍କୁ ଫୋନ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ନବୀନ ମଧ୍ୟ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀଙ୍କୁ ହୃଦୟରୁ ଧନ୍ୟବାଦ
Read More...

ସଡ଼କ ଦୁର୍ଘଟଣାରେ ୨ ମହିଳା ମୃତ

ଯାଜପୁର : ବୈରୀ ଥାନା ଅନ୍ତର୍ଗତ ଛତିଆ ନିକଟରେ ଟ୍ରକ ଧକ୍କାରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଭୁବନେଶ୍ଵର ସହିଦନଗର ଅଞ୍ଚଳରୁ ଏକ ପରିବାର ଯାଜପୁର ବିରଜା ଦର୍ଶନ ପାଇଁ ଯାଉଥିବା ବେଳେ ଛତିଆ ନିକଟରେ ଜଳଖିଆ ଖାଇବା ପାଇଁ ରହିଥଲେ । କାରର ଡ୍ରାଇଭର
Read More...

ତିନି ହାଇସ୍କୁଲରେ ଖୋଲିଲା ଯୁକ୍ତ ଦୁଇ ପାଠ୍ୟକ୍ରମ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ତିନୋଟି ହାଇସ୍କୁଲକୁ ଅପଗ୍ରେଡ କରାଯାଇ ଯୁକ୍ତ ଦୁଇ କଳା ପାଠ୍ୟକ୍ରମ ଆରମ୍ଭ ହେବ । ସେଗୁଡ଼ିକ ହେଲା ଯୋଡ଼ା ବ୍ଲକ ଜୁରୁଡି ସ୍ଥିତ ଶ୍ରୀ ଜଗନ୍ନାଥ ସରକାରୀ ହାଇସ୍କୁଲ, ସଦର ବ୍ଲକ ମଇଦାନକେଲର ପ୍ରଗତି ସରକାରୀ ହାଇସ୍କୁଲ, ବାଂଶପାଳ ବ୍ଲକର ତରମାକାନ୍ତ ସ୍ଥିତ
Read More...

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗାଡି ଡ୍ରାଇଭରଙ୍କ ମୃତ୍ୟୁ

ଯାଜପୁର : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗାଡି ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଏକ ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ସିଙ୍ଗଡ଼ା ଛକରେ ଦେଖିବାକୁ ମିଳିଛି । ମୃତ ଡ୍ରାଇଭର ଜଣକ ହେଲେ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ବୋଲି ଜଣାପଡିଛି ।
Read More...

ନୟାଗଡ ଜିଲ୍ଲାରେ ହେବ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲାରେ ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ଆହୁରି ବ୍ୟାପକ କରିବା ପାଇଁ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ କ୍ୟାବିନେଟ୍ ବୈଠକରେ ଅନୁମୋଦନ ହୋଇଛି । ଏହାଦ୍ୱାରା ରଣପୁର ଏବଂ ଓଡ଼ଗାଁ ବ୍ଲକର ୩ ଲକ୍ଷରୁ ଅଧିକ ଲୋକ ପାନୀୟଜଳ ସୁବିଧା ପାଇବେ ।
Read More...

କଳାହାଣ୍ଡି ଜିଲ୍ଲାରେ ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲାବାସୀଙ୍କ ଉତ୍ତମ ପାନୀୟଜଳ ସୁବିଧା ପାଇଁ କ୍ୟାବିନେଟ୍ ବୈଠକରେ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଥୁଆମୂଳ ରାମପୁର ଓ କୋକସରା ବ୍ଲକରେ ହେଉଥିବା ଏହି ପ୍ରକଳ୍ପ ୧୫୫ଟି ଗାଁର ୧.୨୬ ଲକ୍ଷରୁ ଅଧିକ ଲୋକଙ୍କ ପାଇଁ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୦୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ
Read More...

ଆଟଗାଁ ହାଇସ୍କୁଲରେ ବିଶ୍ୱ ହାତ ଧୁଆ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ହାତ ଧୁଆ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦିଲିପ ଯୋଶୀଙ୍କ ସଭାପତିତ୍ୱରେ ଏକ ସଭା ଆୟୋଜନ ହୋଇଯାଇଛି । ପ୍ରଧାନ ଶିକ୍ଷକ ଶ୍ରୀ ଯୋଶୀ ଚଳିତ ବର୍ଷର ବିଷୟ ‘ୟୁନାଇଟେଡ ଫର
Read More...

ପୁରୁଣା ପେନସନ୍‌ ଦାବୀ ନେଇ ବିଇଓ ପୁଇଁନ୍ତଲାଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌) ଡାକରାରେ ପୁଇଁନ୍ତଲା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ଅର୍ଥ ମନ୍ତ୍ରୀ ଏବଂ ଆଇନ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୁରୁଣା ପେନସନ୍‌ କାର୍ଯ୍ୟକାରୀ
Read More...

ଜିଲ୍ଲାସ୍ତରୀୟ ଯୁବ ଉତ୍ସବ-ଯୁବ ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏହି ମାଟିର କଳା, ସଂସ୍କୃତି, ପରମ୍ପରା ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି । ଏଠାକାର ଯୁବପିଢିଙ୍କ ସ୍ୱତନ୍ତ୍ରତା ରହିଛି । କେବଳ ଜିଲ୍ଲା କି ରାଜ୍ୟ ନୁହେଁ ଦେଶ ବିଦେଶରେ ପରିଚିତ । କିନ୍ତୁ ବର୍ତ୍ତମାନ ନୂତନ ଯୁବପିଢିଙ୍କ ମଧ୍ୟରେ ସଚେତନତାର ଅଭାବ ଯୋଗୁଁ
Read More...