Yearly Archives

2022

ହିନ୍ଦ୍ ମଜଦୁର ସଭାର କ୍ରାନ୍ତିବୀର ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ୧୨୧ତମ ଜନ୍ମ ଦିନ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହିନ୍ଦ୍ ମଜଦୁର ସଭା ସହବନ୍ଧିତ ସୁନ୍ଦରଗଡ଼ ଜିଲ୍ଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ତରଫରୁ ବିଶ୍ରା ରୋଡ୍‌ ସ୍ଥିତ ରାଉରକେଲା ମଜଦୁର ସଭାର କାର୍ଯ୍ୟାଳୟ ପ୍ରାଙ୍ଗଣରେ କ୍ରାନ୍ତିବୀର ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ୧୨୧ତମ ଜୟନ୍ତୀ ପାଳନ ଅବସରରେ ରାଉରକେଲା ମଜଦୁର
Read More...

ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ଲାଗୁ କରିବା ଦାବୀ ନେଇ ଜିଲ୍ଲା ଶିକ୍ଷକ ସଂଘ ବେଲପଡା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ…

ପାଟଣାଗଡ, (ଗୋରେଖନାଥ ବରିହା) : ନୂତନ ପେନ୍‌ସନ୍‌ ବ୍ୟବସ୍ଥା ୨୦୦୫କୁ ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ଲାଗୁ କରିବା ପାଇଁ ଗତକାଲି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ବେଲପଡା ବ୍ଲକ ସଂଘ ପକ୍ଷରୁ ଏକ ପ୍ରତିବାଦ ରାଲି କରାଯାଇଛି ଏନେଇ ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ ସଂଘ ତାରିଣୀ
Read More...

ଜ୍ଞାନଲୋକର ସମାଜସେବା

ରାଉରକେଲା, (ସସ୍ମିତା ପ୍ରଧାନ) : ସମାଜସେବା ପାଇଁ ପ୍ରତିବଦ୍ଧତା ଥିବା ଜ୍ଞାନଲୋକ ଅନୁଷ୍ଠାନ ତରଫରୁ ସେକ୍ଟର ୨ ସ୍ଥିତ ଖରିଆବାହାଲ ବସ୍ତିଠାରେ ସଫେଇ ଅଭିଯାନ ସହ ଡେଙ୍ଗୁ ସମ୍ପର୍କୀତ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା । ଅନୁଷ୍ଠାନର ସଭାପତି ଅଜିତ କୁମାର ଦାସଙ୍କ ସଭାପତିତ୍ୱ ଓ ସଂପାଦକ
Read More...

ସରସରାରେ ରାମଲୀଳା ଉପଲେକ୍ଷ ରାବଣ ବରଣ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ବ୍ଲକ ସରସରା ଗ୍ରାମରେ ଆସନ୍ତା ଡିସେମ୍ବର ମାସ ୩ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ମା' ସମଲେଶ୍ୱରୀ ମନ୍ଦିର ପ୍ରତିଷ୍ଠା ହେବ । ଏହି ଅବସରରେ ସରସରା ଠାରେ ରାମଲୀଳା ଅନୁଷ୍ଠିତ ହେବ ବୋଲି କମିଟି ତରଫରୁ ସୂଚନା ଦିଆଯାଇଛି । ରାବଣ ବରଣ ଭୂମିକାରେ ଅଭିନୟ
Read More...

ବଲାଙ୍ଗିର ଜିଲ୍ଲା ଆନ୍ତଃବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ – ପଞ୍ଚମ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆନ୍ତଃବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ପଞ୍ଚମ ଦିବସରେ ୩ଟି ମ୍ୟାଚ ଖେଳା ଯାଇଛି । ବାଳକ ବିଭାଗରେ ଟିଟିଲାଗଡ ଓ ଆଗଲପୁର ଓ ବଙ୍ଗୋମୁଣ୍ଡା ଓ ପୁଇଁନ୍ତଲା ଏବଂ ବାଳିକା ବିଭାଗରେ ଟିଟିଲାଗଡ ଓ ପୁଇଁନ୍ତଲା ବ୍ଲକ ମଧ୍ୟରେ ଖେଳ ଅନୁଷ୍ଠିତ
Read More...

ବିଶ୍ୱ ହାତଧୁଆ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହା ପ୍ରାଙ୍ଗଣରେ ଜୁନିଅର ରେଡକ୍ରସ୍‌ ୟୁନିଟ ତରଫରୁ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ହୋଇଥିବା ସଭାରେ ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀ
Read More...

ରାଜ୍ୟରେ ଚର୍ଚ୍ଚାରେ ଥିବା ଅର୍ଚ୍ଚନା ନାଗଙ୍କ ନାମରେ ସପ୍ତାହେ ହେଲା ବ୍ରହ୍ମପୁରରେ ବି ଚର୍ଚ୍ଚା ଜୋର ଧରିଛି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଚର୍ଚ୍ଚାରେ ଥିବା ଅର୍ଚ୍ଚନା ନାଗଙ୍କ ନାମରେ ସପ୍ତାହେ ହେଲା ବ୍ରହ୍ମପୁରରେ ବି ଚର୍ଚ୍ଚା ଜୋର ଧରିଛି । ବଡ଼ ବଡ଼ ଲୋକଙ୍କୁ ବ୍ଲାକମେଲ କରି କୋଟି କୋଟି ଟଙ୍କା ଅର୍ଜନ କରୁଥିବା ଏହି ମହିଳା ଏବେ ଜେଲରେ । ହେଲେ ଉକ୍ତ ମହିଳାଙ୍କ ଲିଙ୍କ ଏବେ
Read More...

ସଂସ୍କୃତ ଭାରତୀ ପକ୍ଷରୁ ବଲାଙ୍ଗିରଠାରେ ସଂସ୍କୃତ ସମ୍ଭାଷଣ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପିପି ଏକାଡେମୀ ସଭାଗୃହରେ ଆଜିଠାରୁ ୧୫ ଦିନ ବ୍ୟାପୀ ସଂସ୍କୃତ ସମ୍ଭାଷଣ ଶିବିରର ଆନୁଷ୍ଠାନିକ ଉଦ୍‌ଘାଟନ ହୋଇଯାଇଛି । ସଂସ୍କୃତ ଭାରତୀ ଉତ୍କଳ ପ୍ରାନ୍ତ ପକ୍ଷରୁ ଅନୁଷ୍ଠିତ ହେଉଥିବା ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ତଥା ଅଖିଳ ଭାରତୀୟ
Read More...

ରାଜବୋଡ଼ାସମ୍ବର କୃଷକ ସଂଗଠନ ପାଇକମାଲ ତହସିଲ ଅଫିସ ଘେରାଉ ପାଇଁ ସଜବାଜ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ରାଜବୋଡ଼ାସମ୍ବର କୃଷକ ସଂଗଠନର ଏକ ବୈଠକ ପାଇକମାଲ ପଂଚାୟତ କାର୍ଯ୍ୟାଳୟ ପରିସରରେ ଶନିବାର ବିଶ୍ୱନାଥ ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନେକ ଚାଷୀ ଏକତ୍ରିତ ହୋଇ ୨୦୨୧ ମସିହାର ଫସଲ ବୀମା ଟଙ୍କା
Read More...

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି । ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ ଉପରେ ଦୋକାନ ଘରକୁ ପ୍ରଶାସନ ଭାଙ୍ଗିଦେଇଛି । ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ
Read More...