Yearly Archives

2022

ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୁର୍ଣ୍ଣ ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୁର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ସୂଚନା ମିଳିଛି ।
Read More...

୭ମ ଥର ପାଇଁ ମହିଳା ଏସିଆ କପ୍‌ର ବିଜେତା ହେଲା ଭାରତ

ସିଲହଟ : ଭାରତୀୟ ମହିଳା କ୍ରିକେଟ ଦଳ ୭ମ ଥର ପାଇଁ ଏସିଆ କପ୍‌ର ବିଜେତା ହୋଇଛି । ଫାଇନାଲ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ଶୋଚନୀୟ ପରାସ୍ତ କରିଛି । ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ଥିବା ବେଳେ ଦଳ ୨ ଓ୍ବିକେଟ ହରାଇ ୮.୩ ଓଭରରେ ୭୧ ସଂଗ୍ରହ କରି ସହଜ ବିଜୟ ହାସଲ କରିଛି ।
Read More...

ଛତ୍ରପୁର ରିଡିଙ୍ଗରୁମ୍ ପରିସରରେ ମେଗା ରକ୍ତଦାନ ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗରୁମ୍ ପରିସରରେ ଛତ୍ରପୁର ପୌର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ତାଙ୍କ ସ୍ୱାମୀ ସମାଜସେବୀ କେ.ଚନ୍ଦ୍ରଶେଖର ରେଡ୍ଡୀଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଶୁକ୍ରବାର ଆୟୋଜିତ ହୋଇଯାଇଛି । ଏହି ରକ୍ତଦାନ
Read More...

ଏମଏଲଏ ମହିଳା ଉଚ୍ଚ ମାଧ୍ୟାମିକ ସ୍କୁଲରେ ନବାଗତ ପ୍ରଥମ ବର୍ଷ ଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସ୍ଥିତ ମୁକୁନ୍ଦିଲାଲ ଅଗ୍ରୱାଲ ମହିଳା ଉଚ୍ଚ ମାଧ୍ୟାମିକ ସ୍କୁଲରେ ଶନିବାର ଦିନ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇଥିବା ନବାଗତ ଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ସ୍କୁଲ ପରିସରରେ ଥିବା ଡ୍ରାମା ଷ୍ଟେଜର
Read More...

ସରକାରୀ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ସ୍ୱଚ୍ଛତା ଅଭିଯାନ ୨.୦ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ କମାଣ୍ଡାଣ୍ଟ ପୱନ କୁମାର ତିୱାରୀଙ୍କ ନେତୃତ୍ୱରେ ସରକାରୀ କାର୍ୟ୍ୟାଳୟରେ ସ୍ୱତନ୍ତ୍ର ସ୍ୱଚ୍ଛତା ଅଭିଯାନ ୨.୦ ଆଜି କେନ୍ଦ୍ରୀୟ ବିଦ୍ୟାଳୟ ନଂ ୨ରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସିଆର୍‌ପିଏଫ୍‌ ଯବାନମାନେ ବିଦ୍ୟାଳୟର ଶିକ୍ଷକ ଏବଂ
Read More...

ବିଶ୍ଵ ହାତ ଧୁଆ ଦିବସ ପାଳିତ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ଧନକଉଡ଼ା ବ୍ଲକ ଅନ୍ତର୍ଗତ ଧନକଉଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ଵ ହାତ ଧୁଆ ଦିବସ ପାଳିତ ହୋଇଯାଇଛି । ୱର୍ଲ୍ଡ ଭିଜନ ସମ୍ବଲପୁର ଓ ୟୁପିଏଚ୍‌ସି ଧନକଉଡ଼ାର ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମେଡିକାଲ ଅଫିସର ଡାକ୍ତର ଦିଲିପ କୁମାର
Read More...

ଭୀମଭୋଇ ମେଡିକାଲ କଲେଜ ହସପିଟାଲ ପରିସରରେ ଅମ୍ଳଜାନ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ହସପିଟାଲ ପରିସରରେ ତରଳିକୃତ ଭେଷଜ ଅମ୍ଳଜାନ ପ୍ଲାଣ୍ଟ ( ଏଲଏମଓ ) ୧୩ କଏଲର ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୁଝାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ
Read More...

ବଲାଙ୍ଗିର ଦିନ୍‌ ପାଇଁ ପୌର ପରିଷଦର ବୈଠକ

ନଭେମ୍ବର ୧ ତାରିଖରେ ପ୍ରତ୍ୟେକ ଘରେ ଦୀପ ଜଳିବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ସର୍କିଟ ହାଉସ ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ୱାର୍ଡର କାଉନସିଲର ଯୋଗଦାନ ଦେଇଥିବା ବେଳେ ନଭେମ୍ବର ୧ରେ ବଲାଙ୍ଗିର
Read More...

ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଭାଗୀୟ ପ୍ରମୁଖ ଶାସନ ସଚିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ଜିଲ୍ଲାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ । ୨୦୩ ନମ୍ବର ଜାତୀୟ ରାଜପଥର ଭାର୍ଗବୀ ନଦୀ ଉପରେ ଥିବା ହାଇଲେବୁଲ୍ ସେତୁ ଏବଂ ନରସିଂହପୁର-ସିରୁଲି ରାସ୍ତାର
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନ ଶକ୍ତିର ମହିଳାମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବୀନ ନିବାସଠାରେ ବାଲେଶ୍ୱର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ ଫେଡେରେସନର ମିଶନ ଶକ୍ତି ମା'ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଭୁବନେଶ୍ୱରକୁ ସେମାନେ ପ୍ରଶିକ୍ଷଣ ପାଇଁ ଆସିଥିବା ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀଙ୍କୁ
Read More...