Yearly Archives

2022

ପାଇକମାଲରେ ଭିନ୍ନକ୍ଷମ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଠାରେ ଏକ ଦିବସୀୟ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କର ଅଭିଭାବକ ଓ ସଂପୃକ୍ତ ବିଦ୍ୟାଳୟର ଶିକ୍ଷକଙ୍କୁ ନେଇ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୁଡାମଣି
Read More...

ମାଟୁପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଡୁମେରପିଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ମାଟୁପାଲି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ତା.୧୨.୧୦.୨୦୨୨ ବୁଧବାର ଦିନ ପ୍ରଧାନ ଶିକ୍ଷକ ଜୟଦେବ ବିଶି ଓ ଡୁମେରପିଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସଞ୍ଜିତ
Read More...

ଗଞ୍ଜାମ ବିଜ୍ଞାପିତ ଅଞ୍ଚଳର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନ୍‌ଏସିରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅଭିନାଶ ମିଶ୍ର ଶୁକ୍ରବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦୀର୍ଘ ମାସ ଧରି କେହି କାର୍ଯ୍ୟନିର୍ବାହୀ ଅଧିକାରୀ ନ ଥିଲେ । ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଏହି ପଦବୀରେ ରହି ଦାୟିତ୍ୱ
Read More...

ଗାଇସିଲେଟରେ ମାଣ୍ଡିଆ କ୍ରୟ କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ କେନ୍ଦୁଭଟା ସ୍ଥିତ ଦେବଦତ୍ତ କ୍ଲବ୍ ମାଧ୍ୟମରେ ଗଠିତ ହୋଇଥିବା ବୁଢ଼ାସମ୍ବର ଡାଲି ଓ ପନିପରିବା କୃଷକ ଉତ୍ପାଦକ କମ୍ପାନୀ ତରଫରୁ ବ୍ଲକ କାର୍ଯ୍ୟାଳୟ ଠାରେ ମାଣ୍ଡିଆ କ୍ରୟ କମିଟି ଗଠନ ହୋଇଯାଇଛି । ଗୋଷ୍ଠୀ
Read More...

ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତି ପକ୍ଷରୁ ଗଣଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତିର ଡାକରା କ୍ରମେ ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପର ତ୍ୱରାନ୍ୱିତ ଦାବୀରେ ବଲାଙ୍ଗିର, ବୌଦ୍ଧ ଏବଂ ସୋନପୁର ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଦିବା ୯ ଘଣ୍ଟା ସମୟରୁ ଅପରାହ୍ନ ୧ ଘଣ୍ଟା
Read More...

ବରଗଡ଼ ପୋଲିସ ପକ୍ଷରୁ ବୀରାଙ୍ଗନା କାର୍ଯ୍ୟକ୍ରମ

ବରଗଡ, (ନିରୋଜ କୁମାର ପାଣୀ) : ମହିଳା ତଥା ନାରୀମାନଙ୍କୁ ଆତ୍ମନିର୍ଭରଶୀଳ ତଥା ସଶକ୍ତ ଝିଅ ଓ ସଶକ୍ତ ସମାଜ ଗଠନ କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ବୀରାଙ୍ଗନା କାର୍ଯ୍ୟକ୍ରମରେ ଆଜି ଗାଇସିଲେଟ ଥାନା ଅଧିକାରୀ ବୀରବର ଭଗତଙ୍କ ନେତୃତ୍ୱରେ
Read More...

ବଣାଇ ବନଖଣ୍ଡରେ ହାତୀ ଉପଦ୍ରବ

ବଣାଇ : ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଇ ଦେଇଛନ୍ତି । ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ ଘୁରି ବୁଲୁଥିବା ବେଳେ ଏଭଳି ଘଟଣାକୁ ବନବିଭାଗ ହାଲୁକା ଭାବେ
Read More...

ଦୂଷିତ ଜଳ ବ୍ୟବହାର ଯୋଗୁଁ ବ୍ୟାପୁ ଥିଲା ଝାଡ଼ାବାନ୍ତି : ଏବେ ସ୍ଥିତି ନିୟନ୍ତ୍ରଣାଧୀନ

ନନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି.ମାଳିଗୁଡ଼ାରେ ବ୍ୟାପିଥିବା ଝାଡ଼ାବାନ୍ତି ଏବେ ନିୟନ୍ତ୍ରଣାଧୀନ । ସପ୍ତାହକ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଡାକ୍ତରୀ ଦଳ ଏକ
Read More...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ଅବନ୍ତୀ

ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି । ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଆଜି ଶେଷ ଦିନ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ଶୁକ୍ରବାର ଏକ ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି । ଏଥିରେ ଚାନ୍ଦବାଲି
Read More...

ଭୁବନେଶ୍ୱରରେ ପହଞ୍ଚିଲେ ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ । ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟର ବରିଷ୍ଠ ନେତା ଓ ବିଧାୟକ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରଚାର କରିବାକୁ ଖାର୍ଗେ ଓଡ଼ିଶା
Read More...