କଥା ରଖିଲାନି ଶିକ୍ଷା ବିଭାଗ, ସ୍କୁଲରେ ତାଳା ପକାଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ଧାରଣା
ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ମରୁଆଁ ପଞ୍ଚାୟତ ପାଢେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବୀରେ ଅଭିଭାବକ ଓ ଛାତ୍ରଛାତ୍ରୀମାନେ ସ୍କୁଲରେ ତାଳା ପକାଇ ସମ୍ମୁଖରେ ଧାରଣା ଦେଇଛନ୍ତି । ପ୍ରକାଶ ଯେ, ଏହି ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ୨୭୫ ଜଣ!-->…
Read More...
Read More...