Yearly Archives

2022

ଭେରୁଆଭଟ୍ଟାରେ ଡ୍ୟାନ୍ସ ଧମାକା- ୨୦୨୨ ଅନୁଷ୍ଠିତ

ଭବାନୀପାଟଣାର ମେହେକ ଓ ରୋଶନ ଗ୍ରୁପ ଚାମ୍ପିୟନ ବିବେଚିତ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଆମ୍ବପାଲି ପଞ୍ଚାୟତର ଭେରୁଆଭଟ୍ଟା ଗ୍ରାମରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମା' ଦୁର୍ଗତିନାସିନୀ ଦୁର୍ଗାପୂଜା ଉପଲକ୍ଷେ ରାମଜୀ ଯୁବକ ସଂଘ ଆନୁକୂଲ୍ୟରେ ଡ୍ୟାନ୍ସ
Read More...

ବରକେରା ବିଦ୍ୟାଳୟରେ ଆନ୍ତର୍ଜାତୀୟ କନ୍ୟାରତ୍ନ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଆନ୍ତର୍ଜାତୀୟ କନ୍ୟାରତ୍ନ ଦିବସ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଯାଇଥିଲା । ପରେ ଏକ ସଚେତନତା ରାଲି
Read More...

ଧନୁଯାତ୍ରା ମହୋତ୍ସବ ପ୍ରଚାର ପ୍ରସାର କମିଟିର ପୂର୍ଣ୍ଣାଙ୍ଗ ବୈଠକ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଧନୁଯାତ୍ରା ମହୋତ୍ସବ ଚଳିତ ଥର ଆସନ୍ତା ଡ଼ିସେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଏଥିପାଇଁ ବିଭିନ୍ନ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରମରେ ଆଜି ଜିଲ୍ଲା ପ୍ରଶାସନର ସୂଚନା ଓ ଲୋକସମ୍ପର୍କ ବିଭାଗ କାର୍ଯ୍ୟାଳୟରେ ପ୍ରଚାର
Read More...

ବଲାଙ୍ଗିର ଆନ୍ତଃବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫିଫା ୧୭ ବର୍ଷରୁ କମ୍‌ ମସିହା ବିଶ୍ଵକପ- ୨୦୨୨କୁ ଓଡିଶାରେ ପ୍ରୋତ୍ସାହିତ କରିବା ପାଇଁ ଓଡିଶା ସରକାରଙ୍କ ତରଫରୁ ସମସ୍ତଙ୍କ ପାଇଁ ଫୁଟବଲ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାରେ ୧୭ ବର୍ଷରୁ କମ୍‌ ବାଳକ ବାଳିକାମାନଙ୍କ
Read More...

୫୦ ବାଳିକାଙ୍କୁ କିକ୍‌ ଅଫ୍‌ ସଲ୍ୟୁଶନର କ୍ରୀଡ଼ାବୃତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ ଭାରତ ଏବଂ ଆଫ୍ରିକାର ୫୦ ଜଣ ବାଳିକାଙ୍କୁ କ୍ରୀଡ଼ାବୃତ୍ତି ମାଧ୍ୟମରେ ଫିଫା ବିଶ୍ୱକପ୍‌ ଦେଖିବାର ସୁଯୋଗ ଦେଉଛି ସ୍ବେଚ୍ଛାସେବୀ ସଙ୍ଗଠନ କିକ୍‌ଅଫ ସଲ୍ୟୁଶନ । କ୍ରୀଡ଼ା ଦ୍ୱାରା ବିକାଶ ଏହି ସଙ୍ଗଠନର ମୁଖ୍ୟ ଲକ୍ଷ୍ୟ
Read More...

ସାଇକେଲରେ ଚାରିଧାମ ଯାତ୍ରା କରି ଚର୍ଚ୍ଚାରେ ସତ୍ୟବ୍ରତ

ପୁରୀ, (କେପିଏନ୍‌ଏସ୍‌) : ମନରେ ଶ୍ରଦ୍ଧା ଓ ଭକ୍ତି ଥିଲେ ଅସମ୍ଭବ କାର୍ଯ୍ୟ ବି ମଣିଷ ସମ୍ଭବ କରି ଦେଖାଇଥାଏ । ତେବେ ସେଭଳି ଏକ କାର୍ଯ୍ୟ କରି ଚର୍ଚ୍ଚାକୁ ଆସିଛନ୍ତି ସତ୍ୟବ୍ରତ ଦାସ । ସାଇକେଲ ଯୋଗେ ପୁରୀରେ ପହଞ୍ଚି ସତ୍ୟବ୍ରତ ଲୋକଙ୍କ ବେଶ୍‌ ପ୍ରଶଂସା ସାଉଁଟିଛନ୍ତି । କଟକ ଫୁଲନଖରା
Read More...

ଫ୍ୟାନ୍‌ସି ଦୋକାନରୁ ଚୋରି ହୋଇଥିବା ଅଭିଯୋଗ : ୧ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଠିକାଦାରପଡାର ଦୁଇଟି ଷ୍ଟଲରୁ ଚୋରି ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ, ଠିକାଦାରପଡାର ବିଘ୍ନରାଜ ସାହୁ ଓ ତାଙ୍କ ପରିବାର ରାତିରେ ଶୋଇଥିବା ସମୟରେ ତାଙ୍କ ଘରକୁ ଲାଗି ରହିଥିବା ଦୁଇଟି ଷ୍ଟଲକୁ ୩ରୁ ୪ ଜଣ ଚୋର ଆସି
Read More...

ଶିକ୍ଷା ଧ୍ୱଂସକାରୀ ଜାତୀୟ ଶିକ୍ଷାନୀତି ୨୦୨୦ ବାତିଲ କର- ଏଆଇଡିଏସ୍‌ଓ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶିକ୍ଷା ଧ୍ୱଂସକାରୀ ଜାତୀୟ ଶିକ୍ଷାନୀତି ୨୦୨୦ ବାତିଲ ଦାବୀରେ ଦେଶ ବ୍ୟାପି ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ ସଂଗୃହିତ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ପ୍ରଦାନ ଅବସରରେ ବଲାଙ୍ଗିର ଜିଲ୍ଲାପାଳଙ୍କ
Read More...

ଜିଲ୍ଲାସ୍ତରୀୟ କାର୍ଯ୍ୟାଦେଶ ବଣ୍ଟନ ଏବଂ ବୈଷୟିକ ଜ୍ଞାନ ଆଦାନ ପ୍ରଦାନ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟାଦେଶ ବଣ୍ଟନ ଏବଂ ବୈଷୟିକ ଜ୍ଞାନ ଆଦାନ ପ୍ରଦାନ କାର୍ଯକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲେ । ମୁଖ୍ୟ
Read More...

ସିନଖମନ ଛକଠାରେ ବାଇକ୍‌କୁ ଧକ୍କା ଦେଲା ହାଇୱା : ଦମ୍ପତ୍ତି ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର-ଟିଟିଲାଗଡ ରାସ୍ତାର ସିନଖମନ ଛକଠାରେ ବାଇକ୍‌କୁ ହାଇୱା ଧକ୍କା ଦେବା ଫଳରେ ଦମ୍ପତ୍ତି ମୃତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ବାଇକ୍‌ରେ ବଲାଙ୍ଗିରରୁ କଳାହାଣ୍ଡି ଯାଉଥିବା ସମୟରେ ହାଇୱା ଧକ୍କା ଦେଇଥିଲା । ଘଟଣାସ୍ଥଳରେ ସ୍ତ୍ରୀ
Read More...