Yearly Archives

2022

ପଞ୍ଚାୟତସ୍ତରୀୟ ଲୋକ ସେବା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପଞ୍ଚାୟତ ସମିତି ଅନ୍ତର୍ଗତ ଶିବାତଲା ଗ୍ରାମ ପଞ୍ଚାୟତଠାରେ ସୋମବାର ଦିନ ଜିଲ୍ଲାପାଳ ବଲାଙ୍ଗିରଙ୍କ ଅଭିଯୋଗ ଶୁଣାଣି ଅବସରରେ ପଞ୍ଚାୟତସ୍ତରୀୟ ଲୋକ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ସରକାରଙ୍କ ବିଭିନ୍ନ ବିଭାଗ ଦ୍ଵାରା
Read More...

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବରଗଡ଼ ଜିଲ୍ଲା ଚକରକେନ୍ଦ ନିକଟରେ ଥିବା ମାତୃଛାୟା ବାନପ୍ରସ୍ଥ ଶାନ୍ତି ତପୋବନ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ବରଗଡ଼ ଜିଲ୍ଲା ଆଇନ ପ୍ରାଧିକରଣ ଅଧିକାରୀ ବିଭୂ କଲ୍ୟାଣ ପାଢୀ
Read More...

କୁରୁଲ ବ୍ରିଜଠାରେ ସଡକ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : କୁରୁଲ ବ୍ରିଜଠାରେ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ବଲାଙ୍ଗିର ଭାଲେର ଗ୍ରାମର ଦୁଃଖୁ ନାୟକ ଓ ତାଙ୍କ ସ୍ତ୍ରୀ ବାଇକ ଯୋଗେ ଯାଉଥିବା ବେଳେ କୁରୁଲ ବ୍ରିଜଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି । ଖବର ପାଇ ଆମ୍ବୁଲାନ୍ସ କର୍ମଚାରୀମାନେ
Read More...

୭ ହାଇୱେ ଲୁଟେରା ଗିରଫ

ଖୋର୍ଦ୍ଧା : ଦୀର୍ଘଦିନ ଧରି ପୋଲିସ ଆଖିରେ ଧୂଳି ଦେଇ ୧୬ ନମ୍ବର ଜାତୀୟ ରାଜପଥରେ ଲୁଟ୍‌ପାଟ୍‌ ଓ ଡକାୟତି କରୁଥିବା ଏକ ହାଇୱେ ଲୁଟେରା ଗ୍ୟାଙ୍ଗ ଖୋର୍ଦ୍ଧା ପୋଲିସ ହାତରେ ଧରାପଡ଼ିଛି । ସୂଚନା ଅନୁଯାୟୀ, ଅନ୍ଧାର ରାତିର ସୁଯୋଗ ନେଇ ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥରେ ଏକ
Read More...

ବୈଶାଖୀ ବାଣିଜ୍ୟ ମେଳା ଉଦ୍‌ଘାଟିତ

ଢେଙ୍କାନାଳ, (କେପିଏନ୍‌ଏସ୍‌) : ଢେଙ୍କାନାଳ ଜୁବିଲି ଟାଉନ ବଜାରସ୍ଥିତ ମହିଷାପାଟ ଛକ ନିକଟରେ ରବିବାର ସନ୍ଧ୍ୟାରେ 'ବୈଶାଖୀ ବାଣିଜ୍ୟ ମେଳା' ଉଦ୍‌ଘାଟିତ ହୋଇଯାଇଛି । ମେଳା ପରିସରରେ ୧୨୫ ଷ୍ଟଲ୍‌ ଖୋଲାଯାଇଛି । ୨୦୦ଟଙ୍କାର ମସଲା କିଣିଲେ ବିଭିନ୍ନ ପୁରସ୍କାର ରହିଛି । ସେହିପରି ମେଳାରେ
Read More...

ଶ୍ରଦ୍ଧାରେ ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ତାଲୁକ ଆଇନ ସେବା କମିଟି, ପାନପୋଷ, ରାଉରକେଲା ଆନୁକୁଲ୍ୟରେ ଶ୍ରଦ୍ଧା ଅନୁଷ୍ଠାନ ପରିସରରେ 'ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ' ପାଳିତ ହୋଇଯାଇଛି । ତାଲୁକ ଆଇନ କମିଟିର ଅଧ୍ୟକ୍ଷା ତଥା ଅତିରିକ୍ତ ଜିଲ୍ଲା ଜଜ୍ ଡ. ଭି.ସୁଜାତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ
Read More...

ସଡକ ଦୁର୍ଘଟଣା, ୫ ଗୁରୁତର

ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍‌ରେ ଯାଉଥିବା ଲୋକଙ୍କୁ ପଛକୁ ପଛ ଧକ୍କା ଦେଇଛି । ଫଳରେ ୫ ଜଣ ଗୁରୁତର ହୋଇଛନ୍ତି ।
Read More...

ଡେଲାଙ୍ଗରେ ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ଆଭା କାର୍ଯ୍ୟାଳୟ ସ୍ଥିତ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ କର୍ମଶାଳାରେ ଆଭାର ସଭାପତି ସୁଧୀର ଚନ୍ଦ୍ର ଦାଶ ଅଧ୍ୟକ୍ଷତା କରିଥିଲେ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ମାସ ନିମନ୍ତେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
Read More...

ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ତାଲୁକା ଆଇନ୍ ସେବା ସମିତି ତରଫରୁ ସ୍ଥାନୀୟ ଅଦାଲତ ପରିସରରେ ଅତିରିକ୍ତ ଜିଲ୍ଲା ନ୍ୟାୟଧୀଶ ଶ୍ଵେତା ମିଶ୍ରଙ୍କ ଅଧ୍ୟକ୍ଷତାରେ ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ଆଇନଜୀବୀ ଆଶିଷ କୁମାର ଚନ୍ଦନ, ଶ୍ରୀମତୀ
Read More...