Yearly Archives

2022

ବଲାଙ୍ଗିରଠାରେ ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ମାନସିକ ରୋଗର ଲକ୍ଷଣ ଓ ପ୍ରତିକାର ସମ୍ପର୍କରେ ସଚେତନତା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିରଠାରେ ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ପୂର୍ବାହ୍ନରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରୁ ଏକ
Read More...

ରୋପୱେ ନିର୍ମାଣ ଦାବୀରେ ହରିଶଙ୍କରଠାରେ ଜଳ ସତ୍ୟାଗ୍ରହ

ପାଟଣାଗଡ, (ଗୋରେଖନାଥ ବରିହା) : କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା ତରଫରୁ ହରିଶଙ୍କରଠାରେ ଏକ ଜଳ ସତ୍ୟାଗ୍ରହ ହୋଇଯାଇଛି । ପାଟଣାଗଡର ପାଟଣେଶ୍ୱରୀ ମନ୍ଦିରରୁ ପ୍ରାୟ ୫୦ଟି ମୋଟର ସାଇକେଲ ଯୋଗେ ସତ୍ୟାଗ୍ରହୀମାନେ ଗନ୍ଧମାର୍ଦ୍ଦନ ବଞ୍ଚାଅ ସ୍ଲୋଗାନ ଦେଇ ହରିଶଙ୍କରଠାରେ ପହଞ୍ଚି ଥିଲେ ।
Read More...

ମାନ୍ଦଲା କ୍ଲଷ୍ଟର ଶିକ୍ଷକ ବୃନ୍ଦଙ୍କ କ୍ଷେତ୍ର ପରିଦର୍ଶନ ଓ ଶିକ୍ଷା ଭ୍ରମଣ

ସ୍ୱଚ୍ଛତା ହିଁ ସେବା ଉପରେ ଜନସଚେତନତା କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ସାରା ଭାରତ ବର୍ଷରେ ଆଜାଦୀ କା ଆମୃତ ମହୋତ୍ସବ ପାଳିତ ହେଉଥିବା ବେଳେ ଦଶହରା ଛୁଟିରେ ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ ମାନେ କ୍ଷେତ୍ର ପରିଦର୍ଶନ ଓ ଶିକ୍ଷା ପରିଭ୍ରମଣ
Read More...

ଉତ୍କଳମଣି ଗୋପବନ୍ଧୁ ୱେଲ୍‌ଫେୟାର ଟ୍ରଷ୍ଟ ପକ୍ଷରୁ ଗୋପନ୍ଧୁଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲ୍‌ଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ବାଲିଯୋଡି ଛକ ନିକଟସ୍ଥ ଗୋପବନ୍ଧୁ ପ୍ରତିମୂର୍ତ୍ତି ପରିସରରେ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ୧୪୫ତମ ଜୟନ୍ତୀ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠାନର ସମ୍ପାଦକ ତଥା ସମାଜସେବୀ ଅରୁଣ କୁମାର ପରିଡାଙ୍କ
Read More...

ଆଇଡ଼ିଏଲ୍‌ ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ପରିଚାଳନା କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଇଡ଼ିଏଲ୍‌ ଏକ୍ସପ୍ଲୋସିଭ୍ ଲିମିଟେଡ଼ରେ ଦୀର୍ଘବର୍ଷ ଧରି ଉପୁଜି ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ହିନ୍ଦ ମଜଦୁର ସଭା ସହବନ୍ଧିତ ଇଣ୍ଡିଆନ ଡିଟୋନେଟର୍ସ ମଜଦୁର ସଭାର ନେତା ମାନଙ୍କ ସହିତ ଏକ ଉଚ୍ଚସ୍ତରୀୟ ଯୁଗ୍ମ କମିଟି ବୈଠକ କାରଖାନାର ସମ୍ମିଳନୀ କକ୍ଷରେ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ୧ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ
Read More...

ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭାର କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭାର କାର୍ଯ୍ୟକାରିଣୀ ବୈଠକ ସେକ୍ଟର ୩ ସ୍ଥିତ ଖଡ଼ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଉପସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମହାସଭାକୁ ସାଧାରଣ ସମ୍ପାଦକ ଶଶଧର ପାତ୍ର
Read More...

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉପଲକ୍ଷେ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୫ତମ ଜୟନ୍ତୀ ଉପଲକ୍ଷେ ଆମ୍ବାଗାନ ନିକଟସ୍ଥ ପଣ୍ଡିତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମଂଚର
Read More...

ଡାକ୍ତରଖାନାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଜନ୍ମଦିନ ପାଳନ କଲେ ସାଂସଦଙ୍କ ଧର୍ମପତ୍ନୀ ନୀଳାଞ୍ଚି ବିଶି

ପାଟଣାଗଡ, (ଗୋରେଖନାଥ ବରିହା) : ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଆଜି ଜନ୍ମଦିନରେ ସାଂସଦଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କଲେ ସାଂସଦଙ୍କ ଧର୍ମପତ୍ନୀ ଶ୍ରୀମତୀ ନିଲାଞ୍ଚୀ ବିଶି । ସାଂସଦଙ୍କ ଧର୍ମପତ୍ନୀ ଆଜି ସକାଳୁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ଆସି ରୋଗୀମାନଙ୍କ ସୁବିଧା
Read More...

ସୁପ୍ରିୟା ମେମୋରିଆଲ ଜିଲ୍ଲା ନକ୍‌ ଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆଜି ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ସୁପ୍ରିୟା ମେମୋରିଆଲ ଜିଲ୍ଲା ନକ୍‌ ଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା କ୍ରୀଡା ସଂସଦ ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ରଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ
Read More...