Yearly Archives

2022

ଖପ୍ରାଖୋଲ ସର୍କଲଠାରେ ଶୌଣ୍ଢିକ ସମାଜର ବାର୍ଷିକ ବୈଠକ ଅନୁଷ୍ଠିତ

ସମାଜର ସାମୁହିକ ବିକାଶ ପାଇଁ ଆଲୋଚନା ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ତେଲେନପାଲି ବେହେରା ଦୋକାନ ନିକଟରେ ଶୌଣ୍ଢିକ ସମାଜର ବାର୍ଷିକ ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ଆଞ୍ଚଳିକ ସର୍କଲ ସଭାପତି ଲିଙ୍ଗରାଜ ବେହେରାଙ୍କ
Read More...

ବେଲପଡାରେ ଯାଦବ ସମାଜର ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକର ସମସ୍ତ ଯାଦବ ସମାଜ ପକ୍ଷରୁ ଯାଦବ ସମାଜ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ ଶତକଡା ୬୦% ମାର୍କ ରଖି ଉର୍ତ୍ତୀର୍ଣ୍ଣ
Read More...

ଆଜିଠାରୁ ଆରମ୍ଭ ହେଲା କାର୍ତ୍ତିକ ବ୍ରତ : ପୁରୀରେ ହଜାର ହଜାର ହବିଷ୍ୟାଳି

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ବ୍ରତ । ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଆଜିଠୁ ମାସେ ଧରି କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳି ଯୋଜନାରେ
Read More...

ସୁରକ୍ଷାବାହିନୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର କୋକେରନାଗର ଟେଙ୍ଗପୋ ଗ୍ରାମରେ ସୋମବାର ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୨ ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି । ଏନେଇ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଆତଙ୍କବାଦୀ ଲୁଚି ରହିଥିବା ଖବର
Read More...

ଅନୁଭା ଓ ବାଲ୍‌କୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର

ନୂଆଦିଲ୍ଲୀ : ଦେଶର ପ୍ରମୁଖ କର୍କଟ ଚିକିତ୍ସାଳୟ ବେଦାନ୍ତର ବାଲକୋ ମେଡିକାଲ୍‌ ସେଣ୍ଟର (ବିଏମ୍‌ସି) ଏବଂ ଅନୁସନ୍ଧାନ ସଂସ୍ଥା ଅନୁଭା ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ପତ୍ର ନିକଟରେ ସ୍ୱାକ୍ଷରିତ ହୋଇଛି । ସେହି ଅନୁଯାୟୀ ବାଲକୋରେ କର୍କଟ ଜେନୋମିକ୍ସ ବାୟୋ ବ୍ୟାଙ୍କ ପାଇଁ ମିଳିତ ଭାବେ
Read More...

ତୁଷୁରାରେ ମା’ ସମଲେଶ୍ୱରୀଙ୍କ ରାଜରାଜେଶ୍ୱରୀ ବେଶ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଗତକାଲି ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ଆଶ୍ୱିନ ପୂର୍ଣ୍ଣିମା ତିଥିରେ ମା’ ଏହି ବେଶରେ ପ୍ରତିବର୍ଷ ଦର୍ଶନ ଦେଇଥାନ୍ତି । ଏହି ଅବସରରେ ମା’ଙ୍କଠାରେ ଖିରି ଓ ମିଷ୍ଟାନ୍ନ ଭୋଗ ଲାଗି
Read More...

ବରଗଡ ଜିଲ୍ଲା ସାମ୍ୱାଦିକ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ସାମ୍ବାଦିକ ସଂଘ ଆନୁକୂଲ୍ୟରେ ବରଗଡ ସହର ନିକଟସ୍ଥ ମୁଣ୍ଡାପଡାଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମାଜର ଗରିବ, ଦରିଦ୍ର, ଅବହେଳିତ ଏପରିକି କୁଷ୍ଠ ରୋଗୀମାନଙ୍କ ସହିତ ଦୀର୍ଘ ୧୫ ବର୍ଷରୁ ବରଗଡ ଜିଲ୍ଲା
Read More...

ଆମ୍ବେଦକର ଯୁବକ ସଂଘ ପକ୍ଷରୁ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ତୁରେକେଲା, (କୈଳାଶ ସଗ୍ରିଆ) : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ରବିବାର ତାଙ୍କ ଜନ୍ମ ବାର୍ଷିକୀରେ ତୁରେକେଲା ବ୍ଲକ ଚଟୁଅନକା ପଞ୍ଚାୟତ ବେହେରେନ୍‌ ସିଲେଟ ଆମ୍ବେଦକର ଯୁବକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଏହି ଅବସରରେ ଅସହାୟ ଲୋକମାନଙ୍କୁ ଖାଦ୍ୟ ସାମଗ୍ରୀ ଓ କପଡା ସହିତ
Read More...

ବାରହା ଫାଶରେ ଲାଗି ଚାଷୀ ମୃତ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ବ୍ଲକ କରୁଆଁଝର ନିକଟ ଚାଷ ଜମିରେ ବାରହା ଫାଶରେ ଲାଗି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବର ପାଇ ଦେଓଗାଁ ପୋଲିସ ତଥା ତୁଷୁରା ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ହସ୍‌ପିଟାଲକୁ ପଠାଇବା ସହ
Read More...

ସାଲେପାଲି ନିକଟରେ ବାଇକ ଦୁର୍ଘଟଣା : ୨ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ସାଲେପାଲି ଗ୍ରାମ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଘାଟୁଲ ଗ୍ରାମର ରବି କୁମ୍ଭାର ଓ ଗୁଡଭେଲା ବ୍ଲକ ବୁଢୀପଦର ଗ୍ରାମର କିଶୋର ରଣା ଏବଂ ଦେଓଗାଁ ବ୍ଲକ ବଡବାହଲ ଗ୍ରାମର ଭୀଷ୍ମ ଦେବ ସା
Read More...