ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ
ଭୁବନେଶ୍ୱର, (କେପିଏନ୍ଏସ୍) : ତ୍ୟାଗ, କର୍ମ ଓ ମାନବତାର ନିଷ୍ଠାପର ସାଧକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ!-->…
Read More...
Read More...