ଜଳପାଙ୍କେଲ ଗ୍ରାମରେ ଭାଲୁ ଆତଙ୍କ
ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅନ୍ତର୍ଗତ ଜଳପାଙ୍କେଲ ଗ୍ରାମରେ ଗତ ରାତିରେ ଭାଲୁ ଆତଙ୍କ ଦେଖାଦେଇଛି । ଭାଲୁଟି ନିକଟସ୍ଥ ଜଙ୍ଗଲରୁ ଚାଲି ଆସିଥିବା ଅନୁମାନ କରାଯାଉଛି । ସୂଚନା ଅନୁସାରେ ଭାଲୁଟି ମହୁ ଫେଣା ଖାଇବା ଆଶାରେ ନିକଟସ୍ଥ!-->…
Read More...
Read More...