ବିଜେଡିର ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ
ମୁରିବାହାଲ, (କେପିଏନ୍ଏସ୍) : ମୁରିବାହାଲ ବ୍ଲକ ଡଙ୍ଗରପଡା ପଞ୍ଚାୟତରେ ବୁଧବାର ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜେଡି ନେତା ଅଜୟ ଦାସ, ଜିଲ୍ଲା ପରିଷଦ ଉପସଭାପତି ମିଥିଳା ମାଝୀ, ଜିଲ୍ଲା ପରିଷଦ ସଦସ୍ୟା ନିରୁପମା ଗହୀର, ବ୍ଲକ ସଭାପତି ମୀନକେତନ ପାତ୍ର,!-->…
Read More...
Read More...