Yearly Archives

2022

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ ଜଣ
Read More...

ଖବର ପ୍ରସାରଣ ପରେ ଏକ୍ସନ୍‌ ମୋଡରେ ବ୍ଲକ ଶିକ୍ଷା ଅଧିକାରୀ : ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସସ୍‌ପେଣ୍ଡ, ସହକାରୀ…

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ମାଝିପଡା ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଠ ପଢାଇବା ସମୟରେ ଶ୍ରେଣୀ ଗୃହରେ ଶୋଇଥିବା ଏବଂ ସହକାରୀ ଶିକ୍ଷୟିତ୍ରୀ ନିଜ ମନ ମୁତାବକ ବିଦ୍ୟାଳୟ ଆସୁଥିବା ଏବଂ ବିଦ୍ୟାଳୟ ଛୁଟି ନହେବା
Read More...

ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ଥାନା ଗଇନ୍ଦିମାଲ ଗାଁର ଜଣେ ଯୁବତୀ (୧୯) ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଏହା ଜାଣିବା ପରେ ସେହି ଗାଁର ତାଙ୍କ ଧରମ ଭାଇ ସନ୍ତୋଷ ତାଣ୍ଡି ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ତୁରେକେଲା ପ୍ରାଥମିକ ସ୍ୱାସ୍ଥ୍ୟ
Read More...

ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାନ ଭିତ୍ତିକ ଅଧ୍ୟୟନ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଫଳାଫଳ ଭିତ୍ତିକ ଉନ୍ନୟନମୂଳକ ପରିଚାଳନା ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୁପ ରାଜ୍ୟ ସରକାର ସ୍ଥାନ ଭିତ୍ତିକ ଅଧ୍ୟୟନ କାର୍ଯ୍ୟ ଆରମ୍ଭ କରିଛନ୍ତି । ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ପ୍ରଥମ ସ୍ଥାନ ଭିତ୍ତିକ ଗବେଷଣା
Read More...

ନାବାଳିକା ଝିଅକୁ ଅପହରଣ ଅଭିଯୋଗରେ ଯୁବକ ଗିରଫ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ୧୬ ବର୍ଷିଆ ନାବାଳିକା ଝିଅକୁ ଅପହରଣ କରିଥିବା ଅଭିଯୋଗରେ ବଡବାଙ୍କି ଗାଁର ଜଗମୋହନ କାଣ୍ଡଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ଚାଲାଣ କରିଛି ତୁରେକେଲା ପୋଲିସ । ତେବେ ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ
Read More...

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ତୁରେକେଲା, (କୈଳାଶ ସଗ୍ରିଆ) : ବାର୍‌ହା ଆକ୍ରମଣରେ ତୁରେକେଲା ବ୍ଲକ ବଡବାଙ୍କି ପଞ୍ଚାୟତ ମୁରିବାହାଲ ଗାଁର ମହାନ୍ତି ମାଝୀ(୩୦ବର୍ଷ) ଆହତ ହୋଇଥିବା ଜଣାପଡିଛିି । ଗୁରୁବାର ସକାଳେ ସେ ଶୌଚ ପାଇଁ ଯାଇଥିବା ବେଳେ ଏହି ଅଘଟଣ ଘଟିଥିଲା । ଗ୍ରାମବାସୀ ତାଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନସ୍‌
Read More...

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ : ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି । ଗତକାଲି ସକାଳ ୫ଟା ୧୮ମିନିଟ୍‌ରେ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ବିଧି ମୁତାବକ ଅନ୍ୟ ନୀତି ପାଳନ କରାଯାଉଛି । ଅବକାଶ ନୀତି ସମ୍ପନ୍ନ ପରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶକୁ
Read More...

ଟ୍ୟାଙ୍କର-ଅଟୋ ମୁହାଁମୁହିଁ ଧକ୍କା : ୧ ମୃତ, ୫ ଆହତ

କୋରାପୁଟ : କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପୋଡାପଦର ଗ୍ରାମ ଛକ ନିକଟରେ ଗୁରୁବାର ଟ୍ୟାଙ୍କର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଗୁରୁତର ଆହାତ ହୋଇଥିବା ଜଣାପଡିଛି । ଗୁରୁତରଙ୍କୁ ସ୍ଥାନୀୟ ପଟ୍ଟାଙ୍ଗି ହସ୍ପିଟାଲରେ
Read More...

୫୩ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ପାଇଁ ମିଡ଼ିଆ ପଞ୍ଜିକରଣ ଆରମ୍ଭ

ଆଇଏଫଏଫଆଇ ମହୋତ୍ସବକୁ ଆହୁରି ଅଧିକ ଭବ୍ୟ ଏବଂ ସମୃଦ୍ଧ କରିବେ ଭାରତୀୟ ତଥା ବିଦେଶୀ ମିଡିଆ ଗୋଆ, (ପିଆଇବି) : ଆଇଏଫଏଫଆଇ, ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ୫୩ତମ ସଂସ୍କରଣ ପାଇଁ ଆନୁଷ୍ଠାନିକ ଭାବରେ ମିଡିଆ ପ୍ରତିନିଧିମାନଙ୍କ ପଞ୍ଜୀକରଣ ଆରମ୍ଭ ହୋଇଛି । ଗୋଆରେ ୨୦-୨୮
Read More...

ସୁବର୍ଣ୍ଣାଶ୍ରୀ ପାଳନ କଲା ବିଶ୍ୱ ସେରିବ୍ରାଲ ପାଲସି ଡେ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ, ଏସ୍‌ଏମ୍‌ଇ ବିଭାଗ, ରେଡକ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓର୍‌ମାସ, ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ମିଶନ ଶକ୍ତି ବିଭାଗର ପୂର୍ଣ୍ଣ ସହଯୋଗରେ ଜିଲ୍ଲାର ଅଗ୍ରଣୀ
Read More...