Yearly Archives

2022

ଚାଷ ହେବ ଲାଭଦାୟକ, ଚାଷୀ ହେବେ ଖୁସି : ବିଜୟ ପଟ୍ଟନାୟକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଚାଷକୁ ଲାଭଦାୟକ ବ୍ୟବସାୟରେ ପରିଣତ କରିବା ପାଇଁ ଗୁରୁ ମନ୍ତ୍ର ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ । ଆଜି ବରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକରେ ଚାଷୀ ମାନଙ୍କୁ ଭେଟି ଜୈବିକ ଚାଷ ସହିତ ମତ୍ସ୍ୟ ଏବଂ ପଶୁ ପାଳନ ପାଇଁ ପରାମର୍ଶ
Read More...

ଗାନ୍ଧିଜୀ କ୍ଲବ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗରପଡ଼ାର ଗାନ୍ଧିଜୀ କ୍ଲବ ପରିସରରେ ଆଜି ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଉଭୟ ମହାପୁରୁଷ ଫଟୋ ଚିତ୍ରରେ ସଭାପତି ରାମଚନ୍ଦ୍ର ପୁରୋହିତ ଏବଂ ସଂପାଦକ କିଶୋର ମୋହନ ମିଶ୍ର ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
Read More...

ଚଙ୍ଗରିଆ ପଞ୍ଚାୟତ କାର୍ଯ୍ୟାଳୟରେ ଗାନ୍ଧୀ ଜୟନ୍ତି ପାଳିତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ କାର୍ୟ୍ୟାଳୟ ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ସରପଞ୍ଚ ସୁଶୀଳ କୁମାର ଗୁରୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗାନ୍ଧୀଙ୍କ ଫୋଟୋଚିତ୍ରରେ ଦୀପ ପ୍ରଜ୍ଜଳନ ସହ ପୁଷ୍ପାଞ୍ଜଳୀ ଅର୍ପଣ
Read More...

ପଖନମୁଣ୍ଡା ବିଦ୍ୟାଳୟରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟର ଅଧୀନରେ ଥିବା ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ପ୍ରକୃତିବଂଧୁ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ସର୍ବ
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ତମ ବାର୍ଷିକୀ ଅବସରରେ ସମସ୍ତ ଭାରତବାସୀ ଗାନ୍ଧୀ ଜୟନ୍ତୀ ପାଳନ କରୁଛନ୍ତି । ଏହି ଅବସରରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମା, ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ର ଛାତ୍ରୀମାନେ
Read More...

ମାରାଥନ୍ ଦୌଡରେ ସହଭାଗୀ ଭାବରେ ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ଅଂଶଗ୍ରହଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାରାଥନ୍ ଦୌଡ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ପାଇଁ ଉପକାରୀ । ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ବଲାଙ୍ଗୀରର ଜେସିଆଇ ବଲାଙ୍ଗିର ସିଟି ୨୫୦ ଅଂଶଗ୍ରହଣକାରୀଙ୍କୁ ନେଇଏକ ମାରାଥନ୍ ରେସ୍ ୨.୦ର ପ୍ରତିଯୋଗିତା ଆୟୋଜନ କରିଛନ୍ତି । ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟ
Read More...

ଝାରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁଣ୍ଡିଆ ବ୍ଲକ ନରେନ୍ଦ୍ର ପଞ୍ଚାୟତ ଅନ୍ତର୍ଗତ ଝାରବେଡା ଉଚ୍ଚ ପ୍ରାଥମିକ ବିଧାୟକରେ ଆଜି ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ କାର୍ୟ୍ୟକ୍ରମ ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ଗାନ୍ଧୀଜି ଓ ଶାସ୍ତ୍ରୀଜୀଙ୍କ ଫୋଟୋ ଚିତ୍ରରେ ଧୂପଦୀପ, ପୁଷ୍ପମାଲ୍ୟ
Read More...

ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଵଚ୍ଛ ସର୍ବେକ୍ଷଣ -୨୦୨୨ ନିମନ୍ତେ ପୁରସ୍କୃତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଵଚ୍ଛ ସର୍ବେକ୍ଷଣ -୨୦୨୨ ନିମନ୍ତେ ପୁରସ୍କୃତ ହୋଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ତରଫରୁ ପ୍ରକଳ୍ପ ନିର୍ଦେଶକ, ସୁବର୍ଣ୍ଣପୁର ଜିଲ୍ଳା ସହରାଞ୍ଚଳ
Read More...

ସ୍ୱଚ୍ଛ ସର୍ବେକ୍ଷଣରେ ବ୍ରହ୍ମପୁର ପୁରସ୍କୃତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାନଗର ନିଗମକୁ ସ୍ୱଚ୍ଛ ସର୍ବେକ୍ଷଣରେ ସଫଳତା ମିଳିଛି । ୩ରୁ ୧୦ ଲକ୍ଷ ଜନ ସଂଖ୍ୟା ବିଶିଷ୍ଠ ସହର ବର୍ଗର ଅଭିନବୀକରଣ ଏବଂ ଶ୍ରେଷ୍ଠ କାର୍ଯ୍ୟକାରିତା(ଇନୋଭେସନ ଆଣ୍ଡ ବେଷ୍ଟ ପ୍ରାକ୍ଟିସ୍‌)ରେ ବ୍ରହ୍ମପୁରକୁ ଶ୍ରେଷ୍ଠ ସହର ଭାବେ
Read More...

ମାଣ୍ଡୋସିଲ ରାବଣ ପୋଡି ପାଇଁ ରାବଣ ବରଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମରେ ଦଶମୀ ଦିନ ୭୧ତମ ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ରାବଣ ପୋଡି ମହୋତ୍ସବ ଧୁମ୍‌ଧାମ୍‌ରେ ପାଳିତ ହେବ । ଏଥିପାଇଁ ରାବଣ, ରାମ, ଲକ୍ଷ୍ମଣ, ହନୁମାନ ଓ ନିର୍ଦ୍ଦେଶକଙ୍କୁ ବରଣ କରାଯାଇଛି । ରାବଣ
Read More...