Yearly Archives

2022

ନାବାଳିକାଙ୍କୁ ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ଏଡିଜେ ଶୁଣାଣି କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଶୁଣାଣି କରିଛନ୍ତି । ଗତ ୨୦୧୯ ଡିସେମ୍ବର ୨୫ରେ ଖଡ଼ିଆଳ ଥାନା ଅଞ୍ଚଳରେ ଜଣେ
Read More...

ପୌରକେଲାରେ ସୁନାମୁଖୀ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ଜରାସିଙ୍ଗା ବିଜୟୀ କଳାହାଣ୍ଡି, (ନରୋତ୍ତମ ସେଲମା) : ପୌରକେଲା ସୁନାମୁଖୀ ଫୁଟବଲ ଆସୋସିଏସନ ପକ୍ଷରୁ ତେଲନଦୀ ପଡିଆ ଠାରେ ସୁନାମୁଖୀ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚ୍‌ ଆୟୋଜକ ପୌରକେଲା ଓ ଜରାସିଙ୍ଗା (ବଲାଙ୍ଗିର) ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।
Read More...

ମିଶନ ଶକ୍ତି ପକ୍ଷରୁ ଋଣ ମେଳା ଅନୁଷ୍ଠିତ

୮୦ଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧ କୋଟି ୮୦ ଲକ୍ଷ ଟଙ୍କାର ଋଣ ପ୍ରଦାନ କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଆତ୍ମା ସଭାଗୃହ ଠାରେ ଗୁରୁବାର ମିଶନ ଶକ୍ତି ପକ୍ଷରୁ ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା
Read More...

ବୁରୋମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବୁରୋମୁଣ୍ଡା ସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରା ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ହୃଦୟ ମଧ୍ୟରେ ଶୃଙ୍ଖଳିତ ଖେଳୁଆଳ
Read More...

ସେଞ୍ଚୁରିଅନ ବିଦ୍ୟାଳୟର ବାର୍ଷିକ କ୍ରୀଡା ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ହିଁ ସମ୍ପଦ । ଉତ୍ତମ ସ୍ୱାସ୍ଥ୍ୟ ଓ ସୁସ୍ଥ ମାନସିକ ଅବସ୍ଥା ପାଇଁ କ୍ରୀଡାର ପ୍ରମୁଖ ଭୂମିକା ରହିଛି । କ୍ରୀଡା ହିଁ ମଣିଷକୁ କ୍ରିୟାଶୀଳ ଓ ପ୍ରତିଯୋଗକ୍ଷମ କରାଇଥାଏ । କ୍ରୀଡାର ଏହି ମହତ୍ତ୍ୱ ଓ ଗୁରୁତ୍ତ୍ୱକୁ ଛାତ୍ରଛାତ୍ରୀଙ୍କ ଜୀବନରେ ପ୍ରୟୋଗ
Read More...

ଖ୍ରୀଷ୍ଟିଆନ ଆସୋସିଏସନ୍ ତରଫରୁ ୩୯ତମ ଖ୍ରୀଷ୍ଟମାସ ମିଳନ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ସ୍ଥିତ ଖ୍ରୀଷ୍ଟିଆନ ଆସୋସିଏସନ୍ ତରଫରୁ ୩୯ତମ ଖ୍ରୀଷ୍ଟମାସ ମିଳନ ସେଣ୍ଟ ଜନ ମିଶନ ସ୍କୁଲ ପଡିଆ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଆସୋସିଏସନ୍‌ର ସଭାପତି ଅଜୟ କୁମାର ଖାଲକୋଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫାଦର ଆଲବର୍ଟ
Read More...

ଓଡିଶା ଆଦର୍ଶ ବିଦ୍ୟାଳୟ ମଦନପୁରରେ ୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ଓଡିଶା ଆଦର୍ଶ ବିଦ୍ୟାଳୟଠାରେ ଆଜି ୫ତମ ବାର୍ଷିକ ଉତ୍ସବ "ଉଦ୍ଗିରଣ" ବିଦ୍ୟାଳୟ ଅଧ୍ୟକ୍ଷ ସଂକୀର୍ତ୍ତନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର
Read More...

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ କଳାକାର ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସ୍ଥାନୀୟ ରାଜାଜୀ ଟାଉନ ହଲ୍‌ରେ ପଦ୍ମପୁର ବ୍ଲକ ପ୍ରଶାସନ ତରଫରୁ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ କଳାକାର ଚୟନ ୨୦୨୨ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ପଦ୍ମପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ଵନାଥ ସାହୁ, ବ୍ଲକ ସମାଜିକ
Read More...

ଭାରତୀୟ ଜନତା ପାର୍ଟି କେନ୍ଦ୍ରୀୟ ମହିଳା ମୋର୍ଚ୍ଚାର ସହିଦ ପୀଠ ପରିଦର୍ଶନ

ମ.ରାମପୁର, (ହେମନ୍ତ ସାହୁ) : ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର କେନ୍ଦ୍ରୀୟ ଉପସଭାନେତ୍ରୀ ମମତା ସାହୁ ଏକ ଗସ୍ତରେ ଆସି ଉର୍ଲାଦାନୀ ସ୍ଥିତ ସହିଦ ରେଣ୍ଡୋ ମାଝୀ ପୀଠରେ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଏକ ମହିଳା ସମାବେଶକୁ ଉଦ୍‌ବୋଧନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ
Read More...

ବ୍ଲକ୍‌ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଜମୁର୍ଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବ ବରିଷ୍ଠ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ମହାଶୟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା
Read More...