Yearly Archives

2022

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ବାଣିଜ୍ୟ ବିଭାଗରେ ଆନ୍ତର୍ଜାତିକ ସମ୍ମିଳନୀ ଉଦ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ବାଣିଜ୍ୟ ବିଭାଗରେ ୨ ଦିନିକିଆ ଆନ୍ତର୍ଜାତିକ ସମ୍ମିଳନୀ ଉଦ୍‌ଯାପିତ ହୋଇଯାଇଛି । ସଭାରେ ମୁଖ୍ୟ ଅତିଥି ଭାବେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ସଭାପତିତ୍ୱ କରିଥିଲେ । ସ୍ନାତକୋତ୍ତର ବିଭାଗ ସମୂହ ଅଧ୍ୟକ୍ଷ ପ୍ରଫେସର
Read More...

ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ମୋଦୀ

ଗାନ୍ଧିନଗର : ତୃତୀୟ ସ୍ୱଦେଶୀ ନିର୍ମିତ ହାଇ ସ୍ପିଡ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶୁକ୍ରବାର ଗାନ୍ଧିନଗର ଷ୍ଟେସନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ ଗାନ୍ଧିନଗରରୁ ମୁମ୍ବାଇ ସେଣ୍ଟ୍ରାଲ ପର୍ଯ୍ୟନ୍ତ
Read More...

ବଲାଙ୍ଗିର ଡେଲିମାର୍କେଟ ରୋଡରେ ଥିବା ଅଙ୍ଗଶ୍ରୀ ଅଳଙ୍କାର ଦୋକାନରୁ ଚୋରି ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ଡେଲିମାର୍କେଟ ରୋଡରେ ଥିବା ଅଙ୍ଗଶ୍ରୀ ଅଳଙ୍କାର ଦୋକାନରୁ ଚୋରି ହୋଇଥିବା ନେଇ ଦୋକାନ ମାଲିକ ବିଚିତ୍ରା ନନ୍ଦ ସାହୁ ଟାଉନଥାନାରେ ଅଭିଯୋଗ କରିଛନ୍ତି । ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଫରେନ୍‌ସିକ୍‌ ଟିମ୍‌ ମଧ୍ୟ
Read More...

ଜାତୀୟ କ୍ରୀଡାକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଅହମ୍ମଦାବାଦ : ୩୬ତମ ଜାତୀୟ କ୍ରୀଡାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିଛନ୍ତି । ଗୁରୁବାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏହା ଏକ ଭବ୍ୟ ଓ ବର୍ଣ୍ଣାଢ଼୍ୟ ପରିବେଶରେ ଉଦ୍‌ଘାଟିତ କରାଯାଇଥିଲା । ୭ ବର୍ଷ ପରେ ପୁନର୍ବାର ଦେଶରେ ଜାତୀୟ କ୍ରୀଡା ଆୟୋଜିତ ହେବାକୁ ଯାଉଛି ।
Read More...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଣାପଡିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ
Read More...

ହାଇକୋର୍ଟ ନିର୍ଦ୍ଦେଶ ଦେଲେ ବଢ଼ିବ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ରେଜିଷ୍ଟ୍ରେସନ୍ ସୀମା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆବଶ୍ୟକୀୟ ଭିତ୍ତିଭୂମି ନଥାଇ ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ନମ୍ବର ପ୍ଲେଟ୍ (ଏଚ୍‌ଏସ୍‌ଆର୍‌ପି) ଲଗାଇବା ପାଇଁ ସମୟ ସୀମା ଧାର୍ଯ୍ୟ କରାଯିବା ପ୍ରସଙ୍ଗରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ପରେ ପରିବହନ ବିଭାଗ କଟକଣା କୋହଳ କରିବାକୁ
Read More...

ଓଲଟିଲା କମଳା ବୋଝେଇ ପିକ୍‌ଅପ୍‌

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲାକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଏକ କମଳା ବୋଝେଇ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଏବଂ ହେଲପର ସାମାନ୍ୟ ଆହତ ହୋଇଛନ୍ତି । ଖବର ପାଇ ସୋରଡ଼ା ଆଇଆଇସି ରମେଶ ପ୍ରଧାନ ସଦଳବଳ ପହଞ୍ଚି ତଦନ୍ତ କରିଛନ୍ତି ।
Read More...

ଭାରତର ସ୍ୱାଧୀନତା ଆନ୍ଦୋଳନରେ ଇରମ ମାଟିର ବଳିଦାନ ଇତିହାସରେ ଅଦ୍ୱିତୀୟ

ବାସୁଦେବପୁର ଜନକଲ୍ୟାଣ ପରିଷଦ ଆନୁକୂଲ୍ୟରେ ଇରମ ସହିଦ୍ ଦିବସ ପାଳିତ ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୪୨ ମସିହାରେ ମହାତ୍ମାଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ ଉଦବୁଦ୍ଧ ହୋଇ ଅବିଭକ୍ତ ବାଲେଶ୍ୱର ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଅଖ୍ୟାତ ପଲ୍ଲୀ ଇରମର ମେଳନ ପଡ଼ିଆରେ
Read More...

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଶୋକସଭା

ଜରାସିଂହା, (କେପିଏନ୍‌ଏସ୍‌) : ପୂର୍ବତନ ସାଂସନ ଏବଂ ଜାତୀୟ ମହିଳା କମିସନର ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତ ପଟ୍ଟନାୟକଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ସମସ୍ତ କର୍ମଚାରୀ ଏବଂ
Read More...

ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ ଆମକୋ ସିମକୋ ସହିଦ ସ୍ମୃତିପୀଠରୁ ମାଟି ସଂଗୃହୀତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ଗାନ୍ଧୀଜୟନ୍ତୀ ଉପଲକ୍ଷେ ସ୍ୱାଧୀନତା ସଂଗ୍ରାମ ସହ ଜଡିତ ଓଡ଼ିଶାର ବିଭିନ୍ନ ସ୍ଥଳରୁ ପବିତ୍ର ମାଟି ଏବଂ ନଦୀରୁ ପାଣି ସଂଗ୍ରହ କରାଯାଉଛି । ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲା ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ
Read More...