Yearly Archives

2022

ମଣ୍ଟେଶ୍ୱରୀ ଖେଳ ମହୋତ୍ସବ ୨୦୨୨ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲର ଦଶମ ବାର୍ଷିକ କ୍ରୀଡା ପ୍ରତିଯୋଗିତା, ମଣ୍ଟେଶ୍ୱରୀ ଖେଳ ମହୋତ୍ସବ ୨୦୨୨ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ମାଲପଡା ସ୍କୁଲ ଠାରୁ ଏକ ମଶାଲ ଶୋଭାଯାତ୍ରା ସମସ୍ତ ଛାତ୍ରଛାତ୍ରୀ ଓ
Read More...

ଗ୍ରାମ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ

ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ଜିଲ୍ଲାସ୍ତରୀୟ ଜାତୀୟ ଗଣିତ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗୁରୁବାର ଦିନ ଜିଲ୍ଲାସ୍ତରୀୟ ଜାତୀୟ ଗଣିତ ଦିବସ ପିପି ଏକାଡେମୀ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଓ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା
Read More...

ଧାନମଣ୍ତି ସମସ୍ୟାକୁ ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଉପଜିଲ୍ଲାପାଳଙ୍କ ନିକଟରେ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡରେ ଧାନ କ୍ରୟ ବ୍ୟବସ୍ଥାରେ ରାଜ୍ୟ ସରକାରଙ୍କ ଭୁଲ ଓ ନିଷ୍ଠାହୀନ କାରଣରୁ ଦୀର୍ଘ ବର୍ଷ ଧରି ଓଡ଼ିଶା ପ୍ରଦେଶର ଚାଷୀମାନେ ଅବହେଳିତ ଓ ଦାରିଦ୍ର୍ୟତାର ଶିକାର ହେଉଛନ୍ତି । ସରକାର ଉତ୍ପାଦିତ ଧାନମଣ୍ତି ଗୁଡିକକୁ ପରିଚାଳନା ହେତୁ ଚାଷୀମାନେ
Read More...

ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କଲେ ବିଧାୟକ

ଖପ୍ରାଖୋଲ, (ଅଶୋକ ବାଗ) : ପାଟଣାଗଡ ବିଧାୟକ ତଥା ବିଧାନସଭା ଶାସକ ଦଳ ଉପମୁଖ୍ୟ ସଚେତକ ସରୋଜ କୁମାର ମେହେର ବୁଧବାର ଖପ୍ରାଖୋଲ ବ୍ଲକ ଅଞ୍ଚଳ ଗସ୍ତ କରିଛନ୍ତି । ଏହି ଅବସରରେ ତେଲେନପାଲିର ନୂତନ ପଞ୍ଚାୟତ ଭବନ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବିଧାୟକ ଶ୍ରୀ ମେହେର ଯୋଗଦେଇ ନାଲି
Read More...

ବରଗଡ଼ ବ୍ଲକସ୍ତରୀୟ ଚକ୍ଷୁ ପରୀକ୍ଷା ଶିବିର ‘ସୁନେତ୍ର’ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ସ୍ଥାନୀୟ ଜର୍ଜ ଉଚ୍ଚ ବିଦ୍ୟାଳୟ, ବରଗଡ଼ ସମ୍ମିଳନୀ କକ୍ଷରେ ବରଗଡ଼ ବ୍ଲକସ୍ତରୀୟ ଚକ୍ଷୁ ପରୀକ୍ଷା ଶିବିର 'ସୁନେତ୍ର' ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟି ବରିଷ୍ଠ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଗଣିତ ଦିବସ ପାଳିତ ହୋଇଯାଇଛି । ଏଥିରେ ଶିଶୁ ମନ୍ଦିରର ପୂର୍ବତନ ଛାତ୍ର ସ୍ୱାଗତ କୁମାର ପ୍ରଧାନ ଦୀପ ପ୍ରଜ୍ୱଳନ କରିଥିଲେ । ଶିଶୁ ଭାଇ ଭଉଣୀଙ୍କୁ ଗଣିତ ବିଷୟରେ ଆଲୋକପାତ କରିଥିଲେ । ଆଚାର୍ଯ୍ୟ
Read More...

କବିତା : ସମୁଦ୍ର ପହଁରା

ତ୍ରିନାଥ ସିଂହ ବେଳାଭୂମି ସାରା ଝଲଝଲ ଭାଙ୍ଗି ପଡ଼ିଥିବାଜହ୍ନର ଟୁକୁରା ଆଖିରେ କଳାପଟିଟିଏ ଭିଡ଼ିଦେଇତମେ ଗୋଟାଉଥାଅ ସ୍ୱପ୍ନଓ ଝିଣ୍ଟି ପଡ଼ୁଥାଅ ବାରମ୍ବାର …. ଏଣେମୋ’ ଭିତରେ କିଏ ଜଣେ ଥରକୁ ଥରଚିହିଁକି ଉଠୁଥାଏ । ଝାଉଁଳି ପଡ଼ିଥିବା ସମୟର ଦେହରୁଗତାୟୁର ଧୂଳିମଳି ସବୁକୁ
Read More...

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ବିଜେପି କୃଷକ ମୋର୍ଚ୍ଚା

ପାଟଣାଗଡ଼, (କେପିଏନ୍‌ଏସ୍‌) : ଚାଷୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ପାଟଣାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଏଥିରେ ଶତାଧିକ ଚାଷୀ ସାମିଲ୍‌ ହୋଇଥିବା ବେଳେ ଏହି କ୍ରମରେ ୯ ଦଫା ଦାବୀ ସମ୍ବଳିତ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ତେବେ
Read More...

ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ

୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ୫୬୦୦ ଏସ୍‌ଏଚ୍‌ଜି ଗୃପକୁ ୨୨୦ କୋଟି ଟଙ୍କାର ସହାୟତା ପ୍ରଦାନ‘କ୍ଟଦ୍ଭର ପଞ୍ଚାୟତ, କ୍ଟଦ୍ଭର ପ୍ରଡକ୍ଟ’ର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱନଶିଳ୍ପ ବିକାଶରେ ମା'ମାନେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା
Read More...