ସୁଲେକେଲା ଧରମ ସିଂହ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ପର୍ଯ୍ୟଟନ ଦିବସ ପାଳିତ
ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ସୁଲେକେଲା ଧରମ ସିଂହ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ଵ ପର୍ଯ୍ୟଟନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପଦ୍ମମୁଖ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଦିବସରେ ବିଦ୍ୟାଳୟର ଟ୍ୟୁରିଜିମ୍ ଏଣ୍ଡ!-->…
Read More...
Read More...