ପଦ୍ମପୁରଠାରେ ଓଲଟିଲା ଟ୍ରକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରଠାରେ ଡ୍ରାଇଭରର ଆଖି ଲାଗି ଯିବାରୁ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ । ପଦ୍ମପୁର ନେହେରୁଗଳିର କାଳୀ ମନ୍ଦିର ପାଖରେ ଭାରସାମ୍ୟ ହରାଇ ରାସ୍ତାରେ କଡରେ ଥିବା ଘର ଉପରେ ଚଢ଼ିଗଲା ଗାଡି । ସୌଭାଗ୍ୟ ବସତଃ କାହାର କିଛି କ୍ଷୟକ୍ଷତି ହୋଇନାହିଁ ଘରରେ!-->…
Read More...
Read More...