Yearly Archives

2022

ବିଭିନ୍ନ ସମସ୍ୟା ଘେରରେ ଜୀବନ ବିତାଉଛନ୍ତି ନୂଆଁପଡାବାସୀ : ସମସ୍ୟାଗୁଡିକର ସମାଧାନ ପାଇଁ ଦାବୀ

ମୁରିବହାଲ, (କୈଳାଶ ସାଗ୍ରିଆ) : ବଲାଙ୍ଗିର ଜିଲ୍ଲା ମୁରିବହାଲ ଡଙ୍ଗରପଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାଲେପଡା ଗାଁର ନୂଆଁପଡ଼ାବାସୀ ଅନେକ ସମସ୍ୟା ଘେରରେ ଜୀବନ ବିତାଉଥିବା ଅଭିଯୋଗ ହେଉଛି । ସୂଚନା ଅନୁସାରେ ପଡ଼ାରେ ଅଧିକାଂଶ ଆଦିବାସୀ ସଂପ୍ରଦାୟର ଲୋକମାନେ ବସବାସ କରୁଥିବା ଦେଖିବାକୁ
Read More...

ହାସ୍ୟ କବି ଶରତ ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (କେପଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବାରପୁଡଗିଆ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ତଥା ବଲାଙ୍ଗିର ଶାନ୍ତିପଡା ନିବାସୀ ବ୍ୟଙ୍ଗ କବି ଶରତ ମିଶ୍ରଙ୍କ ପରଲୋକ ହୋଇଯାଇଛି । ସୂଚନା ଅନୁସାରେ ସେ ହୃଦ୍‌ରୋଗ ଏବଂ ଲିଭର ଜନିତ ରୋଗରେ ବହୁଦିନ ହେଲା ଆକ୍ରାନ୍ତ ଥିଲେ । ଗତକାଲି ସଂଧ୍ୟା
Read More...

ଛତ୍ରପୁର ବ୍ଲକ ଅଗସ୍ତିନୂଆଗାଁଠାରେ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ନୂତନ କୋଠା ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଅଗସ୍ତିନୂଆଗାଁ ଗ୍ରାମ ପଞ୍ଚାୟତର ନୋଳିଆ-ନୂଆଗାଁ ଠାରେ ଥିବା ସରକାରୀ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଏକ ନୂତନ କୋଠା ଶନିବାର ଲୋକାର୍ପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଆୟୁଷ ସ୍ୱାସ୍ଥ୍ୟ ଅଧିକାରିଣୀ
Read More...

ବଲାଙ୍ଗିର ସମଲେଇ ପୀଠରେ ନବରାତ୍ର ପୂଜା ଆରମ୍ଭ : ଆଜି ଶୈଳପୁତ୍ରୀ ବେଶରେ ମା’

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସମଲେଇ ପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ ହୋଇଛି । ନବରାତ୍ର ପୂଜା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମାନସିକ ଦୀପ ପ୍ରଜ୍ୱଳନ ମଧ୍ୟ ଆରମ୍ଭ ହୋଇଛି । ଭୋର ସମୟରୁ ମନ୍ଦିର ଖୋଲି ସମସ୍ତ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ମନ୍ଦିର ପକ୍ଷରୁ କୁହାଯାଇଛି
Read More...

ବରକାନି ଗାଁରେ ଦେବଗୁରୁ ସମାଜର କଳା ବିଭବ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ ବରକାନି ଗାଁର ଗୋଚରପଡା ଠାରେ କଳା ଓ ସାହିତ୍ୟ କ୍ଷେତ୍ର କାର୍ଯ୍ୟରତ ଅଖିଳ ଭାରତୀୟ ସଂଗଠନ ସଂସ୍କାର ଭାରତୀର ଓଡିଶା ପଶ୍ଚିମ ପ୍ରାନ୍ତର ଲୋକ କଳା ବିଭାଗ ଓ ପଶ୍ଚିମ ଓଡିଶାରେ ବସବାସ
Read More...

ଆର୍‌ଏମ୍‌ଆଇଟି ଗ୍ରୁପ ଅଫ ଇନଷ୍ଟିଚ୍ୟୁସନର ରାଜ୍ୟସ୍ତରୀୟ ଡାକ ଟିକଟ ପ୍ରଦର୍ଶନୀ ଓ ସ୍ୱତନ୍ତ୍ର ଡାକ ଲଫାଫା ଉନ୍ମୋଚିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ଡାକ ପରିମଣ୍ଡଳର ମୁଖ୍ୟ ମହାଡାକପାଳ ଶୁଭେନ୍ଦୁ କୁମାର ସ୍ୱାଇଁଙ୍କ ପୌରାହିତ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ତିନି ଦିନିଆ ରାଜ୍ୟସ୍ତରୀୟ ଡାକ ଟିକଟ ପ୍ରଦର୍ଶନୀ ସମାରୋହ ଓଫିଲେକ୍ସ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ
Read More...

ବିଜେପି ଦହିତା ମଣ୍ଡଳ ପକ୍ଷରୁ ଦୀନଦୟାଲ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ଦହିତା ମଣ୍ଡଳ ପକ୍ଷରୁ ଦୁହିତା ଶିବ ମନ୍ଦିର ସମ୍ମୁଖରେ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମଣ୍ଡଳ ସଭାପତି କେତନ ମେହେରଙ୍କ ସଭାପତିତ୍ୱ ଏବଂ ସାଧାରଣ ସମ୍ପାଦକ ବାସୁଦେବ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି
Read More...

ବେଲଗାଁରେ ବିଜୁ ଜନତା ଦଳର କର୍ମୀ ସମାବେଶ

୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ରଣନୀତି ପାଇଁ ପ୍ରସ୍ତୁତି ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବେଲଗାଁ ଡାକ ବଙ୍ଗଳା ଠାରେ ବିଜୁ ଜନତା ଦଳ ତରଫରୁ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ବିଜେଡି ସଭାପତି ଟୁନୁ ରାଜପଲିଆଙ୍କ ସଭାପତିତ୍ୱରେ
Read More...

ସଇଁତଲାରେ ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ଉପଲକ୍ଷେ କଳସ ଶୋଭାଯାତ୍ରା ଆରମ୍ଭ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସହରରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ୨୪ତମ ସଇଁତଲା ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ଉପଲକ୍ଷେ କଳସ ଶୋଭାଯାତ୍ରା ଆରମ୍ଭ ହୋଇଯାଇଛି । ଏହି କଳସ ଯାତ୍ରା ପାଇଁ ସହରର ମହିଳା ଓ ପୁରୁଷମାନେ ମଣ୍ଡପ ପରିସରରେ ଏକତ୍ରିତ ହୋଇ
Read More...

ଉପରବାହାଲ ଗ୍ରାମରେ ରକ୍ତଦାନ ଶିବିର

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଉପରବାହାଲ ଗ୍ରାମ ସ୍ଥିତ ଯୁବ କଲ୍ୟାଣ ଯୁବକ ସଂଘ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ବିଧାୟକ ଡ଼. ମୁକେଶ ମହାଲିଙ୍ଗ, ବଲାଙ୍ଗିର ଜିଲା ଯୁବ କୁଲତା ସମାଜର ସଭାପତି ଅସୀମ କୁମାର ଭୋଇ,
Read More...