Yearly Archives

2022

ଗ୍ରାମ ପଞ୍ଚାୟତ ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା 

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଗତକାଲି ବ୍ଲକର ପଞ୍ଚାୟତ ଅଧିକାରୀ ଗୋବିନ୍ଦ ଭୋଇଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବର୍ତ୍ତମାନ ତାଙ୍କ ସ୍ଥାନରେ ନୂତନ ପଞ୍ଚାୟତ ଅଧିକାରୀ ଭାବରେ ଅଶୋକ ପାଣିଗ୍ରାହୀ ଯୋଗ
Read More...

ଶାସ୍ତ୍ରୀନଗରର ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଅଣସଂକ୍ରମଣ ରୋଗ ଚିହ୍ନଟ ଶିବିର ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ନୂତନ ବସ ଟାର୍ମିନାଲ ପରିସର ମଧ୍ୟରେ ଜିଲ୍ଲା ଘରୋଇ ବସ ମାଲିକ ସଂଘର ସହଯୋଗ କ୍ରମେ ଜିଲ୍ଲା ସହରାଞ୍ଚଳ ପ୍ରାଥମିକ କେନ୍ଦ୍ର (ୟୁପିଏଚ୍‌ସି) ତଥା ଓଡିଶା ସରକାରଙ୍କ ପରିବାର କଲ୍ୟାଣ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ- ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର
Read More...

ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଇଁ ସେଞ୍ଚୁରିଅନ ବିଦ୍ୟାଳୟରେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମ୍ପ୍ରତି ବିଶ୍ୱ ସମୁଦାୟର ଗୋଟିଏ ମାତ୍ର ଲକ୍ଷ୍ୟ ହେଲା ପରିବେଶ ସୁରକ୍ଷା । ପରିବେଶ ବଞ୍ଚିଲେ ହିଁ ମଣିଷ ବଂଚିବ ଏହା ହିଁ ବର୍ତ୍ତମାନର ମୂଳ ଆବଶ୍ୟକତା । ପରିବେଶ ସୁରକ୍ଷା କ୍ଷେତ୍ରରେ ବନ୍ୟଜନ୍ତୁ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ତେଣୁ ସେମାନଙ୍କ
Read More...

ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟରେ ଏନ୍‌ଏସ୍‌ଏସ୍‌ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟରେ ଏନ୍‌ଏସ୍‌ଏସ୍‌ ଦିବସ ଅଧ୍ୟକ୍ଷ ଡ଼.ଲଲାତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ସଞ୍ଜୟ ତିଗ୍ଗ । ଏନ୍‌ଏସ୍‌ଏସ୍‌ ଦିବସ ପାଳନର ଉଦ୍ଦେଶ୍ୟ ଜ୍ଞାପନ
Read More...

ରାଜଧାନୀରେ ନୂଆଁଖାଇ ଭେଟଘାଟ୍‌ : ଲୋକେ ଦେଖିଲେ ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାର ଝଲକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଶୁକ୍ରବାର ସଂଧ୍ୟାରେ ରାଜଧାନୀ ଭୁବନେଶ୍ୱରରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାର କଳାକାରମାନଙ୍କ ଦ୍ୱାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ରାଜଧାନୀରେ
Read More...

ଚନ୍ଦନଭାଟି ନିକଟସ୍ଥ ଦୁହାନପାଲିଠାରେ ଟ୍ରାକ୍ଟର ସହ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠଗଣ୍ଡି ଜବତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ବନ ଅଧିକାରୀ ନୀତିଶ କୁମାରଙ୍କ ନିର୍ଦ୍ଦେଶରେ ଗତକାଲି ରାତିରେ ବଲାଙ୍ଗିର ରେଞ୍ଜ ବନ ବିଭାଗ ପକ୍ଷରୁ ପେଟ୍ରୋଲିଂ କରିବା ସମୟରେ ଚନ୍ଦନଭାଟି ନିକଟସ୍ଥ ଦୁହାନପାଲିଠାରେ ଶାଳ ଓ ରେଙ୍ଗାଲ ଗଣ୍ଡି ବୋଝେଇ ଏକ ଟ୍ରାକ୍ଟରକୁ ଧରିଥିଲେ । ଅନ୍ଧାର ରାତିର ସୁଯୋଗ
Read More...

ସିବିଓଆଇ ପକ୍ଷରୁ ଋଣ ଶିବିର

ଭୁବନେଶ୍ୱର : ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ) ପକ୍ଷରୁ ନିକଟରେ ଉଭୟ କଟକ ଓ ଭୁବନେଶ୍ୱରରେ ୨ଟି ମେଗା କ୍ଲଷ୍ଟର ଋଣ ଶିବିରର ଆୟୋଜନ କରାଯାଇଥିଲା । ଏହି ଅବସରରେ ସିବିଓଆଇର କୋଲକାତା ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ମୁଖ୍ୟ ଅଜୟ କୁମାର ସିଂ ମୁଖ୍ୟ ଅତିଥି ଭାବେ ଯୋଗ
Read More...

ଆଣ୍ଡାମାନରେ ଭୂକମ୍ପ

ନୂଆଦିଲ୍ଲୀ : ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶୁକ୍ରବାର ରାତି ୨ଟା ୩୦ ସମୟରେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । ଏହାର ରିକ୍ଟର ସ୍କେଲ୍‌ର ତୀବ୍ରତା ୬.୧ ରେକର୍ଡ କରାଯାଇଛି । ଏନେଇ ନ୍ୟାସନାଲ୍‌ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଅଯାଇଛି । ଏହି ଭୂକମ୍ପ ଫଳରେ କୌଣସି
Read More...

ଭଦ୍ରାପାଲି ଗ୍ରାମର ଶବର ପୋଢଙ୍କ ଝିଅ ନିଖୋଜ : ଥାନାର ଦ୍ୱାରସ୍ତ ହେଲେ ପରିବାର ଲୋକେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ଥାନା ଅନ୍ତର୍ଗତ ଭଦ୍ରାପାଲି ଗ୍ରାମର ଶବର ପୋଢଙ୍କ ଝିଅ ଜନତି ଗତ ସେପ୍ଟେମ୍ବର ୧୫ ତାରିଖରୁ ନିଖୋଜ ଅଛନ୍ତି । ଶୌଚ ହେବା ପାଇଁ କହି ସେ ବାହାରି ଘରକୁ ଫେରିନଥିଲେ । ବହୁ ଖୋଜା ଖୋଜି ପରେ ମଧ୍ୟ ଝିଅକୁ ପାଇନଥିଲେ । ଶେଷରେ
Read More...

ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ଲିଙ୍ଗରାଜ ମିଶ୍ରଙ୍କର ତାଙ୍କ ଶାନ୍ତିପଡା ସ୍ଥିତ ନିଜ ବସଭବନରେ ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ବାର୍ଦ୍ଧକ୍ୟଜନିତ କାରଣରୁ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କ ପାଖରେ
Read More...