Yearly Archives

2022

ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ସୁବର୍ଣ୍ଣପୁର (କେପିଏନ୍‌ଏସ୍‌) : ଉଲୁଣ୍ଡା ବ୍ଲକର ଯୁକ୍ତଦୁଇ ଧର୍ମଶାଳା ମହାବିଦ୍ୟାଳୟ, ଧର୍ମଶାଳାରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ତା.୨୦ ଓ ୨୧ରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିବା ବାର୍ଷିକ କ୍ରୀଡ଼ା ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ ମିଶ୍ର ଅଧ୍ୟକ୍ଷତା
Read More...

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ଜିଲ୍ଲାର ନୂତନ ଭୋଟର ପଞ୍ଜିକରଣ ଉପରେ ସମୀକ୍ଷା ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ତଥା ନିର୍ବାଚନ ପର୍ଯ୍ୟବେକ୍ଷକ ଡ଼. ସୁରେଶ ଚନ୍ଦ୍ର ଦଳେଇ, ଭାରପ୍ରାପ୍ତ ସେ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ନିର୍ବାଚନ ସମ୍ୱନ୍ଧୀୟ ୧୭ ବର୍ଷରୁ ଅଧିକ
Read More...

ବଲାଙ୍ଗିର ଠାରେ ଅନୁଷ୍ଠିତ ଦୁଇ ଦିନିଆ ଗୋପାଳନ ସମ୍ମିଳନୀ ଉଦଘାଟିତ : ଗ୍ରାମାଞ୍ଚଳରେ ଦୁଗ୍ଧ ଚାଷୀଙ୍କ ଆୟ ବୃଦ୍ଧି ସହ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଶରେ ଡାଇରି କ୍ଷେତ୍ରରେ ପରିବର୍ତ୍ତନ ଆସିଛି । ଏହି କ୍ଷେତ୍ରରେ ଏବେ ଅଭୂତପୂର୍ବ ଅଭିବୃଦ୍ଧି ଦେଖିବାକୁ ମିଳୁଛି । ଏହା ଦ୍ଵାରା ଗ୍ରାମାଞ୍ଚଲରେ ଅଧିକ ନିଯୁକ୍ତି ସୃଷ୍ଟି କରିବାର ସମ୍ଭାବନା ରଖିବା ସହ ଚାଷୀ ମାନଙ୍କ ପାଇଁ ଅତିରିକ୍ତ ଆୟ, ରୋଜଗାର ସୃଷ୍ଟି
Read More...

ପାଇକମାଲ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଦୀର୍ଘ ୬୨ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ବିଦ୍ୟାଳୟ ପରିସରରେ ଆଜି ଉଦ୍‌ଯାପିତ ଉତ୍ସବରେ ସଭାପତି ଅନିଲ କୁମାର କାଳିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସକାଳ ୧୦ଟାରେ ଏକ ସେମିନାର ଅନୁଷ୍ଠିତ
Read More...

ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ଅନୁଧ୍ୟାନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସହରରେ ନୂତନ ଭାବେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଥିଲେ । ମିଶନ ଶକ୍ତି ଗୃହ, କଲ୍ୟାଣ ମଣ୍ଡପ ଏବଂ ପାର୍କ ଆଦି କାମ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ କନିଷ୍ଠ
Read More...

ଗଜପତି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ଓ ଆର୍‌. ଉଦୟଗିରି ବ୍ଲକର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ବୁଧବାର ସକାଳ ୯.୪୭ ମିନିଟରେ ପ୍ରାୟ ୫/୬ ସେକେଣ୍ଡ ଲୋକେ କମ୍ପନ ଅନୁଭବ କରିଥିବା ବେଳେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ । ଏପରିକି ସ୍କୁଲର ଛାତ୍ରଛାତ୍ରୀମାନେ
Read More...

ପୁରୀରେ ବାସ୍କେଟବଲ ଲିଗ ୨୨ରୁ : ଅଂଶଗ୍ରହଣ କରିବେ ୬ ପୁରୁଷ,୪ ମହିଳା ଦଳ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀରେ ଚଳିତ ମାସ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ଓଡିଶା ବାସ୍କେଟବଲ ଲିଗ ଅନୁଷ୍ଠିତ ହେବ । ଓଡିଶା ବାସ୍କେଟବଲ ଆସୋସିଏସନ୍‌ ପକ୍ଷରୁ ଆୟୋଜିତ ଏହି ଲିଗରେ ୬ଟି ପୁରୁଷ ଓ ୪ଟି ମହିଳା ବାସ୍କେଟବଲ ଦଳ
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଳ ବ୍ଲକର ଏକ ମାତ୍ର ବାଳିକା ଉଚ୍ଚ ବିଦ୍ୟାଳୟରେ ଉତ୍ସାହ, ଉଦ୍ଦୀପନା ସହିତ ବାର୍ଷିକ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି । ଆଜି ସକାଳ ୯ ଘଣ୍ଟା ସମୟରେ ପାଇକମାଲ ଶିବ ମନ୍ଦିରରୁ ଏକ ମଶାଲ ଶୋଭାଯାତ୍ରା ଛାତ୍ରୀମାନଙ୍କ ଦ୍ୱାରା ବିଦ୍ୟାଳୟରେ ପହଂଚି
Read More...

ରାଜ୍ୟ ବାହାରୁ ୧୦୩ ସୁପର ସ୍ପେସାଲିଟି ହସ୍ପିଟାଲ୍ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଭୁକ୍ତ

ଚଳିତ ବର୍ଷ ପ୍ରାୟ ୨୮୦୦୦ ରୋଗୀ ପାଇଲେ ବିନାଦେୟ ଚିକିତ୍ସା ଭୁବନେଶ୍ୱର, (କେପିଏନ୍‌ଏସ୍‌) : ‘‘ସୁସ୍ଥ ଓଡ଼ିଶା-ସୁଖୀ ଓଡ଼ିଶା’’ର ସଫଳ ରୂପାୟନ ଦିଗରେ ଅନ୍ୟଏକ ବଡ଼ ପଦକ୍ଷେପ ସ୍ୱରୂପ ରାଜ୍ୟ ସରକାର ଓଡ଼ିଶା ବାହାରେ ଥିବା ୧୦୩ ଟି ସୁପର ସ୍ପେସାଲିଟି ହସ୍ପିଟାଲକୁ ବିଜୁ ସ୍ୱାସ୍ଥ୍ୟ
Read More...

ମ. ରାମପୁର ବ୍ଲକ ମିଶନ ଶକ୍ତି ପକ୍ଷରୁ ଋଣ ମେଳା ଅନୁଷ୍ଠିତ

ମ.ରାମପୁର, (ହେମନ୍ତ ସାହୁ) : ଆଜି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକର ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଏକ ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ୧୭୯ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀ ଗୁଡ଼ିକୁ ସର୍ବମୋଟ ୪ କୋଟି ୫୦ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି
Read More...