ସେପ୍ଟେମ୍ବର ୨୬ ତାରିଖରେ ଆଗଲପୁର ବ୍ଲକ ଅନ୍ତର୍ଗତ ନୁନିଆପାଲି ଗ୍ରାମରେ ପଞ୍ଚାୟତ ଲୋକ ସେବା ଶିବିର ଅନୁଷ୍ଠିତ ହେବ
ବଲାଙ୍ଗିର, (କେପିଏନ୍ଏସ୍) : ସେପ୍ଟେମ୍ବର ୨୬ ତାରିଖ ପୂର୍ବାହ୍ନ ୮ ଘଟିକାଠାରୁ ଆଗଲପୁର ବ୍ଲକ ଅନ୍ତର୍ଗତ ନୁନିଆପାଲି ଗ୍ରାମଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପଞ୍ଚାୟତ ଲୋକ ସେବା ଶିବିର ଅନୁଷ୍ଠିତ ହେବ । ଏହି ପଞ୍ଚାୟତ ଲୋକ ସେବା ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ!-->…
Read More...
Read More...