Yearly Archives

2022

ଚଳିତ ବର୍ଷ ଦଶହରା ପୂଜା ଓ ମହାବଳି ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ବର୍ଷ '୨୦୨୨ ଦଶହରା ପୂଜା ଓ ମହାବଳି ଯାତ୍ରାର ବିଭିନ୍ନ ପୂଜା ଓ ବଳି ପର୍ବର ନିମନ୍ତେ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ
Read More...

ସହର ସ୍ଥିତ ବିଭିନ୍ନ ହୋଟେଲ, ରେସ୍ତୁରାଣ୍ଟସ ଉପରେ ଅଚାନକ ଚଢ଼ାଉ

ହୋଟେଲ ଗୁଡିକର ବିଭିନ୍ନ ବ୍ୟବସ୍ଥାର ଯାଞ୍ଚ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ପରାମର୍ଶ କ୍ରମେ ଉପଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ନିର୍ଦେଶରେ ଆଜି ସୋନପୁର ସହର ସ୍ଥିତ ବିଭିନ୍ନ ହୋଟେଲ, ରେସ୍ତୁରାଣ୍ଟସ
Read More...

କଲ୍ୟାଣପୁର ପଞ୍ଚାୟତ ଗୋଦାମରୁ ଚୋରି : ୨ ଗିରଫ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ଗ୍ରାମ ପଞ୍ଚାୟତ ଗୋଦାମରୁ ଗତ ୧୩ତାରିଖ ରାତିରେ ଚୋରି ହୋଇଥିବା ନେଇ ଡେଲାଙ୍ଗ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତିକରି ଡେଲାଙ୍ଗ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଦୁଇ ଜଣକୁ ଗିରଫ କରିଛି ।
Read More...

ଶିମିଳିପାଳରୁ ୨ ଦେଶୀ ବନ୍ଧୁକ ଜବତ

ଖୁଣ୍ଟା : ମୟୂରଭଞ୍ଜ ଜିଲା ଡୁକୁରା ବନ୍ୟପ୍ରାଣୀ ବିଭାଗ ପାଟ୍ରୋଲିଂ ସମୟରେ ଶିମିଳିପାଳ ଅଭ୍ୟୟାରଣ୍ୟ ମଧ୍ୟରୁ ୨ ଦେଶୀ ବନ୍ଧୁକ ଜବତ କରିଛି । ଅଭୟାରଣ୍ୟର କମ୍ପାର୍ଟମେଣ୍ଟ ଇଡି-୪ର ଚୁନଭାଟି- ଖଲାଡି ଅଞ୍ଚଳରେ ଥିବା ପାଦଚଲା ରାସ୍ତାରେ ଶିକାରୀମାନେ ବନ୍ୟଜନ୍ତୁ ଶିକାର ଉଦ୍ଦେଶ୍ୟରେ ପୂର୍ବରୁ
Read More...

ବାଲୁକାକଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୨ତମ ଜନ୍ମଦିନ । ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବିଶେଷ କରି ଏହି ବାଲୁକାକଳାରେ ୧୨୧୩ଟି ମାଟି ଚା
Read More...

ବିଓଆଇ ପକ୍ଷରୁ ହିନ୍ଦୀ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳର ପୁରୀ ଶାଖାଠାରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ସମାଚାର ପଠନ ପ୍ରତିଯୋଗିତାର ଆୟୋଜନ ମଧ୍ୟ କରାଯାଇଥିଲା । ବିଶେଷ କରି ପୁରୀସ୍ଥିତ ନୂଆସନ୍ଥ, ପିପିଲି, ଚନ୍ଦନପୁର,
Read More...

ଟ୍ରେଣ୍ଡ୍‌ସ ପକ୍ଷରୁ ପୁରସ୍କୃତ ହେଲେ ୯ କୃତି ପ୍ରତିଯୋଗୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରିଲାଏନ୍ସ ରିଟେଲ୍‌ର ପ୍ରମୁଖ ବ୍ରାଣ୍ଡ ଟ୍ରେଣ୍ଡ୍‌ସ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ 'ଟ୍ରେଣ୍ଡସ୍‌ ସ୍ୱାଗତମ୍‌ ଶ୍ରୀଗଣେଶ ପ୍ରତିଯୋଗିତା-୨୦୨୨'ର ବିଜେତା ଘୋଷଣା ସହ ବିଜେତାମାନଙ୍କୁ ସମ୍ବର୍ଦ୍ଧିତ ମଧ୍ୟ କରାଯାଇଛି । ଶୁକ୍ରବାର ସ୍ଥାନୀୟ
Read More...

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ଵାରା ଜାମୁଣ୍ଡା ଜଙ୍ଗଲ ଗ୍ରାମ ରାହାସବାଡି ଉଦ୍‌ଘାଟିତ

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣି) : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ନିର୍ବାହୀ ନିର୍ଦ୍ଦେଶକ ହୃଦୟେଶ୍ଵର ଝା ଅନୁଗୋଳ ଜିଲ୍ଲାର ଜାମୁଣ୍ଡା ଜଙ୍ଗଲ ଗ୍ରାମର ରାହାସବାଡି କେନ୍ଦ୍ର ଉଦ୍‌ଘାଟନ ଅବସରରେ ଗ୍ରାମର ବିଶିଷ୍ଟ ବ୍ୟକ୍ତି ବିଶେଷ ଯଥା, ଜାମୁଣ୍ଡା ଜଙ୍ଗଲ ଗ୍ରାମ୍ୟ କମିଟି ସଭାପତି ନରୋତ୍ତମ
Read More...

ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ ମାନ ଯାଞ୍ଚ

କୋଟଗଡ : କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଗୁରୁବାର କୋଟଗଡ଼ ଗସ୍ତ କରି ବ୍ଲକରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ସମୀକ୍ଷା କରିଥିଲେ । କୋଟଗଡ଼ ବ୍ଲକର ସମସ୍ତ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ସହ ବିଭିନ୍ନ ନଥିପତ୍ର ଯାଞ୍ଚ କରିବା ଦେଖିବାକୁ ମିଳିଛି । ଯାଞ୍ଚ ପରେ ସେ
Read More...

ଶିଶୁଗୃହକୁ ସହାୟତା ଦେଲା ଇକୋରୋ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ପ୍ରମୁଖ ସାମାଜିକ ଅନୁଷ୍ଠାନ ଭାବେ ଜଣାଶୁଣା ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଙ୍ଗଠନ (ଇକୋରୋ) ପକ୍ଷରୁ ଦରିଦ୍ର ପିଲାମାନଙ୍କ ଆଶ୍ରୟସ୍ଥଳ 'ଆଦୃତ'ର ଅନ୍ତେବାସୀମାନଙ୍କୁ ସହାୟତା ପ୍ରଦାନ କରାଯାଇଛି । ଏପରିକି ଇକୋରୋର ସଭାପତି ଅନୁପମା ଶ୍ରୀବାସ୍ତବ
Read More...